Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Odisha Budget 2025-26: ୧୬ ଟି ନୂଆ ଯୋଜନା ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କ’ଣ?
ଆଜିର ଖବର

Odisha Budget 2025-26: ୧୬ ଟି ନୂଆ ଯୋଜନା ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କ’ଣ?

February 17, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆଜି ବିଧାନସଭାରେ ମୁଖ୍ୟମନ୍ତ୍ରୀ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି। ଚଳିତ ବଜେଟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୧୬ ଟି ନୂଆ ଯୋଜନା ଘୋଷଣା କରିଛନ୍ତି। ଆସନ୍ତୁ ଜାଣିବା ସେହି ଯୋଜନାଗୁଡିକ କ’ଣ ଏବଂ ଏହା ଉପରେ ରାଜ୍ୟ ସରକାର କେତେ ଟଙ୍କା ବ୍ୟୟ ବରାଦ କରିଛନ୍ତି?

୧. ଅନ୍ତ୍ୟୋଦୟ ଗୃହ ଯୋଜନା ପାଇଁ ୨ ହଜାର ୬୦୩ କୋଟି

୨. ସମୃଦ୍ଧ ସହର ଯୋଜନା ପାଇଁ ୪୦୮ କୋଟି

୩. ଅଟଳ ବସ୍‌ଷ୍ଟାଣ୍ଡ ଯୋଜନା ପାଇଁ ୧ ହଜାର ୨୬୬ କୋଟି

୪. ସ୍ୱଚ୍ଛ ଓଡ଼ିଶା ଯୋଜନାରେ ଖର୍ଚ୍ଚ ହେବ ୨୬୧ କୋଟି

୫. ଉତ୍ତର ଓଡ଼ିଶା ବିକାଶ ପରିଷଦ ପାଇଁ ୨୦୦ କୋଟି

୬. ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ପାଇଁ ୨୦୦ କୋଟି

୭. ସୁଭଦ୍ରା ସୁରକ୍ଷା ପାଇଁ ୧୫୩ କୋଟି ବ୍ୟୟ ବରାଦ

୮. ପ୍ରବାସୀ ଓଡ଼ିଆ ଓ- ସଂପର୍କ ପାଇଁ ୧୧୦ କୋଟି

୯. ସହିଦ ଲକ୍ଷ୍ମଣ ନାୟକ ଆଦର୍ଶ ବିଦ୍ୟାଳୟ ପାଇଁ ୧୦୦ କୋଟି

୧୦. ଓଡ଼ିଶା ପୁଷ୍ଟି ମିଶନ ପାଇଁ ୧୦୦ କୋଟି

୧୧. ବକୁଳ ବନ ଉନ୍ନୟନ ଯୋଜନା ପାଇଁ ୫୦ କୋଟି ଟଙ୍କା

୧୨. ଆମ ଶିମିଳିପାଳ ଯୋଜନା ପାଇଁ ୫୦ କୋଟି

୧୩. ଆଦର୍ଶ ମଣ୍ଡି ବ୍ୟବସ୍ଥା ପାଇଁ ୫୦ କୋଟି

୧୪. ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା ପାଇଁ ୩୦ କୋଟି ଟଙ୍କା

୧୫. ଆମେ ପଢ଼ିବା ଆମ ଭାଷାରେ’ ଯୋଜନା ପାଇଁ ୨୫ କୋଟି

୧୬. ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ପାଇଁ ୧୨ କୋଟି।

MohanCharanMajhi odisha assembly
Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ ହସ୍ପିଟାଲ୍‌ରେ ଅଙ୍ଗଦାନକାରୀଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ

September 9, 2025

ମହିଳା ଓ ଶିଶୁ ସୁରକ୍ଷା ନିମନ୍ତେ ଦିନିକିଆ କର୍ମଶାଳା

September 9, 2025

ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ଏବଂ ଆର୍ଦ୍ରଭୂମି ସହର ମାନ୍ୟତା ପୁରସ୍କାର ପ୍ରଦାନ କଲେ କେନ୍ଦ୍ର ମନ୍ତ୍ରୀ

September 9, 2025

ବିଜେଡିକୁ ପୁଣି ତେରଚ୍ଛା ବାଣ ମାରିଲେ ପୂର୍ବତନ ସାଂସଦ ତଥାଗତ ଶତପଥୀ, କହିଲେ…

September 9, 2025
Latest News

ସମ୍ ହସ୍ପିଟାଲ୍‌ରେ ଅଙ୍ଗଦାନକାରୀଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ

September 9, 2025

ମହିଳା ଓ ଶିଶୁ ସୁରକ୍ଷା ନିମନ୍ତେ ଦିନିକିଆ କର୍ମଶାଳା

September 9, 2025

ବାଣପୁର: ପଞ୍ଚାୟତ ସ୍ତରୀୟ ଅନ୍ତଃରାଜ୍ୟ ପ୍ରବାସୀ ଶ୍ରମିକ ସଚେତନତା ଶିବିର

September 9, 2025

ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ଏବଂ ଆର୍ଦ୍ରଭୂମି ସହର ମାନ୍ୟତା ପୁରସ୍କାର ପ୍ରଦାନ କଲେ କେନ୍ଦ୍ର ମନ୍ତ୍ରୀ

September 9, 2025

ବିଜେଡିକୁ ପୁଣି ତେରଚ୍ଛା ବାଣ ମାରିଲେ ପୂର୍ବତନ ସାଂସଦ ତଥାଗତ ଶତପଥୀ, କହିଲେ…

September 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.