Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚର୍ଚ୍ଚାରେ ମୁଖ୍ୟମନ୍ତ୍ରୀଙ୍କ ବଜେଟ ବ୍ରିଫକେସ, ପ୍ରସ୍ତୁତ କରିଛନ୍ତି ଉପମୁଖ୍ୟମନ୍ତ୍ରୀଙ୍କ ଝିଅ ନିଭ୍ରିତି କୁମାରୀ
ଆଜିର ଖବର

ଚର୍ଚ୍ଚାରେ ମୁଖ୍ୟମନ୍ତ୍ରୀଙ୍କ ବଜେଟ ବ୍ରିଫକେସ, ପ୍ରସ୍ତୁତ କରିଛନ୍ତି ଉପମୁଖ୍ୟମନ୍ତ୍ରୀଙ୍କ ଝିଅ ନିଭ୍ରିତି କୁମାରୀ

February 18, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଚର୍ଚ୍ଚାରେ ମୁଖ୍ୟମନ୍ତ୍ରୀଙ୍କ ବଜେଟ ବ୍ରିଫକେସ, ତିଆରି କରିଛନ୍ତି କେଭି ସିଂହଦେଓଙ୍କ ଝିଅ ନିଭ୍ରିତି କୁମାରୀ

ଭୁବନେଶ୍ବର: ଚଳିତ ବଜେଟ୍‌ରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଧରିଥିବା ବ୍ରିଫ୍‌କେସ୍‌ଟି ଥିଲା ସ୍ୱତନ୍ତ୍ର। ସମ୍ବଲପୁରୀ ଇକତ୍‌ (ବାନ୍ଧକଳା) ଡିଜାଇନ୍‌ରେ ପ୍ରସ୍ତୁତ ହୋଇଥିବା ଏହି ବ୍ରିଫ୍‌କେସ୍‌କୁ ପ୍ରସ୍ତୁତ କରିଛନ୍ତି ରାଜ୍ୟର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସୁପୁତ୍ରୀ ତଥା ମେୱାର୍‌ ରାଜପରିବାରର ବୋହୁ ଶ୍ରୀମତୀ ନିଭ୍ରିତି କୁମାରୀ ମେୱାର।

ଉଦୟପୁର ମେୱାର ଓ ବଲାଙ୍ଗିର ପାଟଣାଗଡ଼ର ସ୍ୱତନ୍ତ୍ର ପରିଚୟ ବହନ କରୁଥିବା ପାରମ୍ପରିକ ହସ୍ତତନ୍ତର ସମିଶ୍ରଣରେ ବିଭିନ୍ନ ଉପହାର, ଅଳଙ୍କାର ବାକ୍ସ ପ୍ରସ୍ତୁତି ସଂସ୍ଥା ଭୋଟାରୀ ପକ୍ଷରୁ ଏହି ବ୍ରିଫ୍‌କେସ୍‌କୁ ପ୍ରସ୍ତୁତ କରାଯାଇଛି। ଏହି କମ୍ପାନୀ ପକ୍ଷରୁ ଆକର୍ଷଣୀୟ ଲ୍ୟାପ୍‌ଟପ୍‌ ବ୍ୟାଗ, ଅଳଙ୍କାର ବାକ୍ସ ଓ ବି୍ରଫ୍‌କେସ୍‌ ଆଦି ପ୍ରସ୍ତୁତ କରାଯାଉଛି।

ବଂଶାନୁକ୍ରମିକ ପ୍ରଥା ଅନୁଯାୟୀ କାରିଗରମାନେ ଉଭୟ ସୁଦୃଶ ଓ ସଠିକ୍‌ ଦକ୍ଷତା ଉପଯୋଗ କରି ଏହି ବି୍ରଫ୍‌କେସ୍‌ ଭଳି ପ୍ରସ୍ତୁତ କରିଥିବା ଏହି ନୂତନ ଉତ୍ପାଦ ସ୍ୱତନ୍ତ୍ରତା ବହନ କରେ। ବ୍ୟବହୃତ ପ୍ରତ୍ୟେକଟି ଉପକରଣ ନିଜ ନିଜର ଗାଥା ବଖାଣିଥାଏ।

ପାରମ୍ପରିକ ବ୍ରିଫ୍‌କେସ୍‌ ସହ ଚଳିତ ବର୍ଷ ବଜେଟ୍‌ ଉପସ୍ଥାପନ ନିମନ୍ତେ ସଦସ୍ୟମାନଙ୍କ ପାଇଁ ଟାବ୍‌ଲେଟ୍‌ ବ୍ୟବସ୍ଥା କରାଯାଇଛି। ପେପରଲେସ୍‌ ଏବଂ ବୈଷୟିକ ଜ୍ଞାନକୌଶଳକୁ ଉପଯୋଗ କରି ହାତପାଆନ୍ତାରେ ସହଜରେ ବଜେଟ୍‌ ତଥ୍ୟ ଉପଲବ୍ଧ ହେଉଛି। ଏଥିସହ ନ୍ୟାସନାଲ୍‌ ଇ-ବିଧାନ ଆପ୍ଲିକେସନ୍‌ ମାଧ୍ୟମରେ ମଧ୍ୟ ବଜେଟ୍‌ ତଥ୍ୟ ଉପଲବ୍ଧ ହେଉଛି।

budget Budget2025
Share. Facebook Twitter LinkedIn Email WhatsApp Copy Link

Related Posts

ଲୋକପ୍ରିୟ ଗାୟିକା ଆଶା ଭୋସ୍‌ଲେ ଅସୁସ୍ଥ

April 11, 2026

ବାହାର ରତ୍ନଭଣ୍ଡାର ଗଣତି ମଣତି ଶେଷ

April 11, 2026

ସବୁ କଲେଜରେ ଗଠନ ହେବ ଆଇସିସି କମିଟି

April 11, 2026

ବଦଳୁଛି ପଶ୍ଚିମ ଏସିଆ ପରିସ୍ଥିତି: ଭାରତକୁ ଆସୁଛି ଆହୁରି ୨୦ ହଜାର ମେଟ୍ରିକ ଟନ୍‍ ଏଲ୍‍ପିଜି

April 11, 2026
Latest News

ଲୋକପ୍ରିୟ ଗାୟିକା ଆଶା ଭୋସ୍‌ଲେ ଅସୁସ୍ଥ

April 11, 2026

ବାହାର ରତ୍ନଭଣ୍ଡାର ଗଣତି ମଣତି ଶେଷ

April 11, 2026

ସବୁ କଲେଜରେ ଗଠନ ହେବ ଆଇସିସି କମିଟି

April 11, 2026

ବଦଳୁଛି ପଶ୍ଚିମ ଏସିଆ ପରିସ୍ଥିତି: ଭାରତକୁ ଆସୁଛି ଆହୁରି ୨୦ ହଜାର ମେଟ୍ରିକ ଟନ୍‍ ଏଲ୍‍ପିଜି

April 11, 2026

ପରଦାରେ ଚାଲିଲା ‘ଆଫା’ର ଯାଦୁ: ଏବେ ତେଲୁଗୁରେ ହେବ ରିମେକ୍

April 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.