
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସ୍ୱାମୀ ରାମକ୍ରିଷ୍ଣ ପରମହଂସଙ୍କ ଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।
ଏକ୍ସରେ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି:
“ସମସ୍ତ ଦେଶବାସୀଙ୍କ ତରଫରୁ ସ୍ୱାମୀ ରାମକ୍ରିଷ୍ଣ ପରମହଂସଙ୍କୁ ଜୟନ୍ତୀ ଅବସରରେ କୋଟି କୋଟି ପ୍ରଣାମ।”