Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଭୁ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ପୀଠ ତୁଳସୀ କ୍ଷେତ୍ରର ହେବ ବିକାଶ
ଆଜିର ଖବର

ପ୍ରଭୁ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ପୀଠ ତୁଳସୀ କ୍ଷେତ୍ରର ହେବ ବିକାଶ

February 19, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: କେନ୍ଦ୍ରାପଡ଼ାର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ପୀଠ ତୁଳସୀ କ୍ଷେତ୍ରର ବିକାଶ କରି ଏହାକୁ ଏକ ଆକର୍ଷଣୀୟ ଧର୍ମୀୟ ପର୍ଯ୍ୟଟନ କ୍ଷେତ୍ର ଭାବରେ ପ୍ରତିଷ୍ଠିତ କରିବା ପାଇଁ ରାଜ୍ୟ ସରକାର ବଦ୍ଧପରିକର। ଏହି ପରିପ୍ରେକ୍ଷୀରେ ମନ୍ଦିରର ଉନ୍ନତୀକରଣ ଓ ଉନ୍ନୟନ କାର୍ଯ୍ୟର ଏକ ସମୀକ୍ଷା ବୈଠକ ପୂର୍ତ୍ତ ବିଭାଗର ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ମନ୍ଦିର ପରିସର ଓ ଚର୍ତୁପାର୍ଶ୍ଵର ବିଭିନ୍ନ ଉନ୍ନୟନ କାର୍ଯ୍ୟ ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଛନ୍ତି ମନ୍ତ୍ରୀ।

ଏହି ବୈଠକରେ କେନ୍ଦ୍ରାପଡ଼ା ବିଧାୟକ ଗଣେଶ୍ୱର ବେହେରା, ମହାକାଳପଡ଼ା ବିଧାୟକ ଡଃ ଦୁର୍ଗା ପ୍ରସନ୍ନ ନାୟକ, ଆଇନ ବିଭାଗ ଦ୍ଵିତୀୟ ଅତିରିକ୍ତ ବିଧି ଚେତକ ତଥା ଅତିରିକ୍ତ ଶାସନ ସଚିବ ବିଭୁ ପ୍ରସାଦ ପଣ୍ଡା, ରାଜ୍ୟ ଦେବୋତ୍ତର ଆୟୁକ୍ତ ଲଲାଟେନ୍ଦୁ ଜେନା, କେନ୍ଦ୍ରାପଡ଼ା ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନ, କେନ୍ଦ୍ରାପଡ଼ା ଉପ ଜିଲ୍ଲାପାଳ ଅରୁଣ କୁମାର ନାୟକ ଓ ବିଭାଗୀୟ ଯନ୍ତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ।

ପୃଥ୍ୱୀରାଜ ହରିଚନ୍ଦନ
Share. Facebook Twitter LinkedIn Email WhatsApp Copy Link

Related Posts

ବାସ୍ତବ ଦୁନିଆର ଆହ୍ୱାନକୁ ସମ୍ମୁଖୀନ ହୋଇପାରିବ ଭାରତର ଏଆଇ ମିଶନ: ଏସ୍‍ କ୍ରିଷ୍ଣନ୍‍

February 18, 2026

ଭାରତ ଏଆଇ ସମ୍ମିଳନୀରେ ଓଡ଼ିଶାର ଉଦ୍ୟମକୁ ପ୍ରଶଂସା କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

February 18, 2026

ଆସାମ ନିର୍ବାଚନ ପୂର୍ବରୁ କଂଗ୍ରେସର ବଡ଼ ୱିକେଟର ପତନ: ବିଜେପିରେ ଯୋଗଦେବେ ଭୁପେନ ବୋରା

February 18, 2026

ଆଜି ହେଉଛି ମାର୍ଚ୍ଚ ୧୮ ତାରିଖ ବୁଧବାର: ଏହି ରାଶି ପ୍ରତି ପ୍ରଭୁ ଗଣପତିଙ୍କ ରହିବ ଆଶୀର୍ବାଦ

February 18, 2026
Latest News

ବାସ୍ତବ ଦୁନିଆର ଆହ୍ୱାନକୁ ସମ୍ମୁଖୀନ ହୋଇପାରିବ ଭାରତର ଏଆଇ ମିଶନ: ଏସ୍‍ କ୍ରିଷ୍ଣନ୍‍

February 18, 2026

ଭାରତ ଏଆଇ ସମ୍ମିଳନୀରେ ଓଡ଼ିଶାର ଉଦ୍ୟମକୁ ପ୍ରଶଂସା କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

February 18, 2026

ଆସାମ ନିର୍ବାଚନ ପୂର୍ବରୁ କଂଗ୍ରେସର ବଡ଼ ୱିକେଟର ପତନ: ବିଜେପିରେ ଯୋଗଦେବେ ଭୁପେନ ବୋରା

February 18, 2026

ଏଏନଆଇକୁ ପ୍ରଧାନମନ୍ତ୍ରୀଙ୍କ ସ୍ୱତନ୍ତ୍ର ସାକ୍ଷାତକାର

February 18, 2026

ଆଜି ହେଉଛି ମାର୍ଚ୍ଚ ୧୮ ତାରିଖ ବୁଧବାର: ଏହି ରାଶି ପ୍ରତି ପ୍ରଭୁ ଗଣପତିଙ୍କ ରହିବ ଆଶୀର୍ବାଦ

February 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.