ନୂଆଦିଲ୍ଲୀ: ରେଖା ଗୁପ୍ତା ଦିଲ୍ଲୀର ନୂତନ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଉପ-ରାଜ୍ୟପାଳ ବିନୟ କୁମାର ସକ୍ସେନା ରେଖା ଗୁପ୍ତାଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ପାଠ କରାଇଥିଲେ। ଏହା ସହ ଦିଲ୍ଲୀର ନୂତନ ସରକାର ଗଠନ ହୋଇଛି। BJP Delhi News Rekha Gupta
ରେଭେନ୍ସା କଲିଜିଏଟ୍ ସ୍କୁଲରେ ଉଦ୍ଘାଟନ ହେଲା “ଡ.ଚନ୍ଦ୍ରଭାନୁ ଶତପଥୀ ଡିବେଟ୍ ଏଣ୍ଡ ନଲେଜ୍ ସେଣ୍ଟର”December 22, 2025