Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାୟଗଡାରୁ କୋଲକାତା କାମାକ୍ଷୀ ଅଭିମୁଖେ ଯାତ୍ରା କଲେ ୧୯୨ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ
ଆଜିର ଖବର

ରାୟଗଡାରୁ କୋଲକାତା କାମାକ୍ଷୀ ଅଭିମୁଖେ ଯାତ୍ରା କଲେ ୧୯୨ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ

February 20, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ରାଜ୍ୟ ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ କଳାହାଣ୍ଡି ଜିଲ୍ଲାରୁ ୫ ଗୋଟି ସ୍ୱତନ୍ତ୍ର ବସ ଯୋଗେ ୧୯୨ ଜଣ ବରିଷ୍ଠ ନାଗରିକ ରାୟଗଡା କୋଲକାତା କାମାକ୍ଷୀ ଅଭିମୁଖେ ଯାତ୍ରା କରିଛନ୍ତି। ରାୟଗଡାରେ ସମସ୍ତ ତୀର୍ଥଯାତ୍ରୀ ରାତ୍ରି ଯାପନ କରି ସ୍ୱତନ୍ତ୍ର ଟ୍ରେନ ଯୋଗେ କୋଲକାତା କାମାକ୍ଷୀ ଯାତ୍ରା କରି ଆସନ୍ତା ଫେବୃଆରୀ ୨୩ ତାରିଖରେ ଫେରିବେ।

ଜିଲ୍ଲା ପର୍ଯ୍ୟଟନ ବିଭାଗ ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ , ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ତନ୍ମୟ କୁମାର ଦରୱାନ ଯୋଗଦେଇ ଜିଲ୍ଲା ପର୍ଯ୍ୟଟନ କାର୍ଯ୍ୟାଳୟ ରୁ ପତାକା ଦେଖାଇ ଏହି ତୀର୍ଥ ଯାତ୍ରାର ଶୁଭାରମ୍ଭ କରିଥିଲେ। ସମସ୍ତ ତୀର୍ଥଯାତ୍ରୀ ଏପଟେ ସେପଟେ ନ ହୋଇ ସାଙ୍ଗରେ ରହି ନିଜର ସୁବିଧା ଅସୁବିଧା ସାଙ୍ଗରେ ଯାଇଥିବା ଏସ୍କର୍ଟ ଅଧିକାରୀଙ୍କୁ ଜଣାଇ କିପରି ସୁରକ୍ଷିତ ଭାବରେ ତୀର୍ଥଯାତ୍ରା ଭ୍ରମଣ ସାରି ନିଜ ନିଜ ଘରକୁ ଫେରିବେ ସେ ସମ୍ପର୍କରେ ଜିଲାପାଳ ପରାମର୍ଶ ଦେଇଥିଲେ। ଜିଲ୍ଲାର ୧୯୨ ଜଣ ବରିଷ୍ଠ ତୀର୍ଥ ଯାତ୍ରୀ ଭଲରେ ତୀର୍ଥ ଯାତ୍ରା ସାରି କେମିତି ଭଲରେ ଫେରିଆସିବେ ସେଥି ପାଇଁ ଜିଲ୍ଲାପାଳ ସମସ୍ତ ଙ୍କର ଶୁଭ କାମନା କରିଥିଲେ। ବରିଷ୍ଠ ନାଗରିକ ତୀର୍ଥ ଯାତ୍ରୀଙ୍କୁ ନେଇ ଯାଉଥିବା ବସରେ ଯାତ୍ରୀଙ୍କ ସୁବିଧା ଅସୁବିଧା ବୁଝିବା ପାଇଁ ତାଙ୍କୁ ଭଲରେ ନେଇ ଆଣିବା ପାଇଁ ୬ ଜଣ ଏସ୍କର୍ଟ ଅଧିକାରୀଙ୍କୁ ସାଙ୍ଗରେ ପଠାଯାଇଛି।

ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ କମିଶନର ବନ୍ଦୋବସ୍ତ କଳାହାଣ୍ଡି, ଅଗସ୍ଥି ପ୍ରଧାନ, ଡେପୁଟି କଲେକ୍ଟର ବନମାଳୀ ମେହେର, ସହ ନିର୍ଦ୍ଦେଶକ ଜିଲ୍ଲା ସ୍ୱଳ୍ପ ସଞ୍ଚୟ ବିଭାଗ ତଥା ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଲଧର ନିଆଲ, ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ସୁବୋଧ ଛତ୍ରିଆ,ଡେପୁଟି ସି ଓ, ଓ ର ମାସ, ଜର୍ଜ୍ କେରକେଟା, ପ୍ରମୂଖ ଯୋଗଦେଇ କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ।

କାମାକ୍ଷୀ କୋଲକାତା ବରିଷ୍ଠ ନାଗରିକ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନା ରାୟଗଡା
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟରେ ଖୁବ ଶୀଘ୍ର ୧୮୪୦ ଡାକ୍ତର, ୫୦୦୦ରୁ ଉର୍ଦ୍ଧ୍ଵ ପାରାମେଡିକାଲ ଷ୍ଟାଫ ନିଯୁକ୍ତି

August 18, 2025

ଶାହାଙ୍କୁ ଭେଟିଲେ ସାମଲ, ଭେଟଘାଟକୁ ନେଇ ବଢିଲା ଚର୍ଚ୍ଚା

August 18, 2025

ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

August 18, 2025

ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବେ ସିପି ରାଧାକୃଷ୍ଣନଙ୍କ ମନୋନୟନକୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

August 18, 2025
Latest News

ରାଜ୍ୟରେ ଖୁବ ଶୀଘ୍ର ୧୮୪୦ ଡାକ୍ତର, ୫୦୦୦ରୁ ଉର୍ଦ୍ଧ୍ଵ ପାରାମେଡିକାଲ ଷ୍ଟାଫ ନିଯୁକ୍ତି

August 18, 2025

ଶାହାଙ୍କୁ ଭେଟିଲେ ସାମଲ, ଭେଟଘାଟକୁ ନେଇ ବଢିଲା ଚର୍ଚ୍ଚା

August 18, 2025

ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

August 18, 2025

ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବେ ସିପି ରାଧାକୃଷ୍ଣନଙ୍କ ମନୋନୟନକୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

August 18, 2025

ସୁରକ୍ଷା ସମ୍ବନ୍ଧୀୟ କାର୍ଯ୍ୟ ହେତୁ ଟ୍ରେନ ଚଳାଚଳରେ ପରିବର୍ତ୍ତନ: ପଢନ୍ତୁ ତାଲିକା

August 18, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.