Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହିମାଚଳ ପ୍ରଦେଶରେ କୋଠା ଭୁଶୁଡି 6 ଯବାନ ମୃତ : 17 ଜଣଙ୍କୁ ଉଦ୍ଧାର
ଆଜିର ଖବର

ହିମାଚଳ ପ୍ରଦେଶରେ କୋଠା ଭୁଶୁଡି 6 ଯବାନ ମୃତ : 17 ଜଣଙ୍କୁ ଉଦ୍ଧାର

July 15, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
himachal pradesh building collapse 6 jawan died
himachal pradesh building collapse 6 jawan died

ହିମାଚଳ ପ୍ରଦେଶର ସୋଲନ ଜିଲା ଅନ୍ତର୍ଗତ କୁହ୍ମାରହଟ୍ଟି-ନାହନ ରାସ୍ତାପାର୍ଶ୍ଵରେ ଥିବା ଏକ ଅଟ୍ଟାଳିକା ଭୁଶୁଡ଼ି ପଡ଼ିବା ଫଳରେ 6 ଯବାନଙ୍କ ସମେତ 7 ଜଣଙ୍କ ମୃତ୍ୟୁ ଘଟିଛି । କୋଠା ତଳେ ସେନାର 35 ଯବାନ ଚାପି ହୋଇ ରହିଥିଲେ। ସେମାନଙ୍କ ମଧ୍ୟରୁ 17 ଜଣଙ୍କୁ ଉଦ୍ଧାର କରାଯାଇଛି । ସେମାନଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ମୃତକଙ୍କ ମଧ୍ୟରେ 6 ଜଣ ଯବାନ ଓ ଜଣେ ସାଧାରଣ ନାଗରିକ ରହିଛନ୍ତି । ଅନ୍ୟ କେତେଜଣ ଯବାନ କୋଠାର ଭଗ୍ନାବଶେଷ ତଳେ ଫସି ରହିଛନ୍ତି । ସେମାନଙ୍କୁ ଉଦ୍ଧାର କରିବା ଲାଗି ଉଦ୍ୟମ ଚାଲିଛି । ମିଳିଥିବା ସୂଚନା ମୁତାବକ, ଉକ୍ତ କୋଠାରେ ଏକ ଢାବା ଚାଲୁଥିଲା। ରବିବାର ମଧ୍ୟାହ୍ନରେ ପାଖାପାଖି 35 ଜଣ ଯବାନ ସେଠାରେ ଭୋଜନ କରିବାକୁ ଅଟକିଥିଲେ । ଖାଉଥିବାବେଳେ ହଠାତ କୋଠା ଭୁଶୁଡ଼ି ପଡ଼ିଥିଲା । ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର ଘଟଣା ସମ୍ପର୍କରେ ଜିଲାପାଳଙ୍କ ସହ ଆଲୋଚନା କରିଛନ୍ତି । ଉଦ୍ଧାର କାର୍ଯ୍ୟରେ ସେନା, ପୁଲିସ ଏବଂ ଏନଡିଆରଏଫ ସାମିଲ ହୋଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ବିଦ୍ୟୁତ୍ ତାର ନେଲା ଏକବର୍ଷର ଶିଶୁପୁତ୍ରର ଜୀବନ

August 20, 2026

ଲୋୟର ପିଏମ୍‌ଜି ହଙ୍ଗାମା: ଗିରଫ ସଂଖ୍ୟା ୧୧୩, ୭ଟି ମାମଲା ରୁଜୁ

August 20, 2026

ଶସ୍ତା ହେଲା ସୁନା ଏବଂ ରୂପା: ଜାଣନ୍ତୁ ଅଗଷ୍ଟ 20 ରେ କେତେ ରହିଛି ମୂଲ୍ୟ?

August 20, 2026

ବେଣ୍ଟ ଜଙ୍ଗଲରୁ ଅଜଣା ବ୍ୟକ୍ତିଙ୍କ ଗଳିତ କଙ୍କାଳ ଉଦ୍ଧାର: ରହସ୍ୟ ଘେରରେ ମୃତ୍ୟୁ

August 20, 2026
Latest News

ବିଦ୍ୟୁତ୍ ତାର ନେଲା ଏକବର୍ଷର ଶିଶୁପୁତ୍ରର ଜୀବନ

August 20, 2026

ଏବେ ଲୋକସଭା ଆସନ ପାଇଁ ବଡ଼ ନିଷ୍ପତ୍ତି ନେଲା କଂଗ୍ରେସ: ମୁଖ୍ୟମନ୍ତ୍ରୀ ବିଜୟଙ୍କ ପରି ପ୍ରସ୍ତାବ ପାସ୍

August 20, 2026

ଲୋୟର ପିଏମ୍‌ଜି ହଙ୍ଗାମା: ଗିରଫ ସଂଖ୍ୟା ୧୧୩, ୭ଟି ମାମଲା ରୁଜୁ

August 20, 2026

ଶସ୍ତା ହେଲା ସୁନା ଏବଂ ରୂପା: ଜାଣନ୍ତୁ ଅଗଷ୍ଟ 20 ରେ କେତେ ରହିଛି ମୂଲ୍ୟ?

August 20, 2026

ବେଣ୍ଟ ଜଙ୍ଗଲରୁ ଅଜଣା ବ୍ୟକ୍ତିଙ୍କ ଗଳିତ କଙ୍କାଳ ଉଦ୍ଧାର: ରହସ୍ୟ ଘେରରେ ମୃତ୍ୟୁ

August 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.