Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»‘ଭାରତରେ ଅନ୍ୟ କାହାକୁ ନିର୍ବାଚିତ କରିବା ପାଇଁ ଆମେରିକାର ପାଣ୍ଠି ଯୋଗାଣ ଚିନ୍ତାଜନକ’: ରଣଧୀର ଜୟସ୍ଵାଲ
ଆଜିର ଖବର

‘ଭାରତରେ ଅନ୍ୟ କାହାକୁ ନିର୍ବାଚିତ କରିବା ପାଇଁ ଆମେରିକାର ପାଣ୍ଠି ଯୋଗାଣ ଚିନ୍ତାଜନକ’: ରଣଧୀର ଜୟସ୍ଵାଲ

February 21, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ରଣଧୀର ଜୟସ୍ଵାଲ
ସିଜେପି ପ୍ରତିବାଦକୁ ସମର୍ଥନ କଲେ ପାକିସ୍ତାନର ଜେନ-ଜି: ପ୍ରତିକ୍ରିୟା ଦେଲେ ଭାରତ ସରକାର

ନୂଆଦିଲ୍ଲୀ: ଭାରତକୁ ଆମେରିକାର ପାଣ୍ଠି ଯୋଗାଇବାକୁ ନେଇ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ମୁଖପାତ୍ର ରଣଧୀର ଜୟସ୍ଵାଲ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଯେ, ଅନ୍ୟ କାହାକୁ ନିର୍ବାଚିତ ହେବା ପାଇଁ USAID ଭାରତକୁ ୨୧ ମିଲିୟନ ଡଲାର ପ୍ରଦାନ କରିବା ଏକ ଗୁରୁତର ବିଷୟ। ସେ କହିଛନ୍ତି ଯେ, ଭାରତର ଆଭ୍ୟନ୍ତରୀଣ ବ୍ୟାପାରରେ ବିଦେଶୀ ହସ୍ତକ୍ଷେପକୁ ନେଇ ଚିନ୍ତା ପ୍ରକଟ କରାଯାଉଛି ଏବଂ ସଂପୃକ୍ତ ବିଭାଗ ଏହାର ଅନୁସନ୍ଧାନ କରୁଛନ୍ତି।

ମୁଖପାତ୍ର ଆହୁରି ମଧ୍ୟ କହିଛନ୍ତି ଯେ, “ଆମେରିକା ପ୍ରଶାସନ ତରଫରୁ କିଛି କାର୍ଯ୍ୟକଳାପ ଏବଂ ପାଣ୍ଠି ବିଷୟରେ ମିଳିଥିବା ସୂଚନା ଅତ୍ୟନ୍ତ ଚିନ୍ତାଜନକ। ଏତେ ଶୀଘ୍ର ସର୍ବସାଧାରଣରେ ମନ୍ତବ୍ୟ ଦେବା ଠିକ ନୁହଁ, କିନ୍ତୁ ସରକାର ଏହାକୁ ବିଚାର କରୁଛନ୍ତି।”

donald trump mea Randhir Jaiswal USAID
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.