Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ମହାରାଷ୍ଟ୍ରର ଛତ୍ରପତି ସମ୍ୱାଜି ନଗର ପରିଦର୍ଶନ କରିବେ ଉପରାଷ୍ଟ୍ରପତି
ଆଜିର ଖବର

ଆଜି ମହାରାଷ୍ଟ୍ରର ଛତ୍ରପତି ସମ୍ୱାଜି ନଗର ପରିଦର୍ଶନ କରିବେ ଉପରାଷ୍ଟ୍ରପତି

February 22, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Former Vice President
Former Vice President in the news again, applied for pension

ନୂଆଦିଲ୍ଲୀ: ଆଜି ମହାରାଷ୍ଟ୍ରର ଛତ୍ରପତି ସମ୍ୱାଜୀ ନଗରକୁ ଦିନିକିଆ ଗସ୍ତରେ ଆସିବେ ଉପରାଷ୍ଟ୍ରପତି ଜଗଦୀପ ଧନଖଡ। ଏହି ଗସ୍ତ ସମୟରେ ଉପରାଷ୍ଟ୍ରପତି ଜଗଦୀପ ଧନଖଡ ସମ୍ୱାଜୀ ନଗରରେ ଡକ୍ଟର ବାବାସାହେବ ଆମ୍ବେଦକର ମରାଠୱାଡା ବିଶ୍ୱବିଦ୍ୟାଳୟର ୬୫ ତମ ସମ୍ମିଳନୀରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ।

ସେ ସମ୍ୱାଜି ନଗରର ଏସବି କଲେଜରେ ସମ୍ବିଧାନ ସଚେତନତା ବର୍ଷ ଏବଂ ଅମୃତ ମହୋତ୍ସବଜେ ମଧ୍ୟ ଉଦ୍ଘାଟନ କରିବେ। ଶ୍ରୀ ଧନଖଡ ଏଲୋରାର ଗ୍ରୀଶ୍ନେଶ୍ଵର ମନ୍ଦିରରେ ପ୍ରାର୍ଥନା କରିବେ ଏବଂ ଏଲୋରା ଗୁମ୍ଫା (କୈଳାଶ ଗୁମ୍ଫା) ମଧ୍ୟ ପରିଦର୍ଶନ କରିବେ।

ଅମୃତ ମହୋତ୍ସବ ଏଲୋରା ଏଲୋରା ଗୁମ୍ଫା ଏସବି କଲେଜ ଗ୍ରୀଶ୍ନେଶ୍ଵର ମନ୍ଦିର ଜଗଦୀପ ଧନଖଡ ଡକ୍ଟର ବାବାସାହେବ ଆମ୍ବେଦକର ମରାଠୱାଡା ବିଶ୍ୱବିଦ୍ୟାଳୟ ସମ୍ୱାଜି ନଗର
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ କଲେ ରୁଷବୈଦେଶିକ ମନ୍ତ୍ରୀ

May 14, 2026

ଓଡ଼ିଶାରେ ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ବିଶେଷ ପଦକ୍ଷେପ

May 14, 2026

ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ

May 14, 2026

ପୁରୁଣାଗଡ଼ରେ ପ୍ରତ୍ନତାତ୍ୱିକ ଗବେଷଣା କାର୍ଯ୍ୟ ଆରମ୍ଭ

May 14, 2026
Latest News

ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ କଲେ ରୁଷବୈଦେଶିକ ମନ୍ତ୍ରୀ

May 14, 2026

ଓଡ଼ିଶାରେ ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ବିଶେଷ ପଦକ୍ଷେପ

May 14, 2026

ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ

May 14, 2026

ପୁରୁଣାଗଡ଼ରେ ପ୍ରତ୍ନତାତ୍ୱିକ ଗବେଷଣା କାର୍ଯ୍ୟ ଆରମ୍ଭ

May 14, 2026

ସ୍ତ୍ରୀର ଅଶ୍ଳୀଳ ଫଟୋ ଭାଇରାଲ କରି ସ୍ଵାମୀ ଗିରଫ

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.