Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ମହାରାଷ୍ଟ୍ରର ଛତ୍ରପତି ସମ୍ୱାଜି ନଗର ପରିଦର୍ଶନ କରିବେ ଉପରାଷ୍ଟ୍ରପତି
ଆଜିର ଖବର

ଆଜି ମହାରାଷ୍ଟ୍ରର ଛତ୍ରପତି ସମ୍ୱାଜି ନଗର ପରିଦର୍ଶନ କରିବେ ଉପରାଷ୍ଟ୍ରପତି

February 22, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଜି ମହାରାଷ୍ଟ୍ରର ଛତ୍ରପତି ସମ୍ୱାଜୀ ନଗରକୁ ଦିନିକିଆ ଗସ୍ତରେ ଆସିବେ ଉପରାଷ୍ଟ୍ରପତି ଜଗଦୀପ ଧନଖଡ। ଏହି ଗସ୍ତ ସମୟରେ ଉପରାଷ୍ଟ୍ରପତି ଜଗଦୀପ ଧନଖଡ ସମ୍ୱାଜୀ ନଗରରେ ଡକ୍ଟର ବାବାସାହେବ ଆମ୍ବେଦକର ମରାଠୱାଡା ବିଶ୍ୱବିଦ୍ୟାଳୟର ୬୫ ତମ ସମ୍ମିଳନୀରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ।

ସେ ସମ୍ୱାଜି ନଗରର ଏସବି କଲେଜରେ ସମ୍ବିଧାନ ସଚେତନତା ବର୍ଷ ଏବଂ ଅମୃତ ମହୋତ୍ସବଜେ ମଧ୍ୟ ଉଦ୍ଘାଟନ କରିବେ। ଶ୍ରୀ ଧନଖଡ ଏଲୋରାର ଗ୍ରୀଶ୍ନେଶ୍ଵର ମନ୍ଦିରରେ ପ୍ରାର୍ଥନା କରିବେ ଏବଂ ଏଲୋରା ଗୁମ୍ଫା (କୈଳାଶ ଗୁମ୍ଫା) ମଧ୍ୟ ପରିଦର୍ଶନ କରିବେ।

ଅମୃତ ମହୋତ୍ସବ ଏଲୋରା ଏଲୋରା ଗୁମ୍ଫା ଏସବି କଲେଜ ଗ୍ରୀଶ୍ନେଶ୍ଵର ମନ୍ଦିର ଜଗଦୀପ ଧନଖଡ ଡକ୍ଟର ବାବାସାହେବ ଆମ୍ବେଦକର ମରାଠୱାଡା ବିଶ୍ୱବିଦ୍ୟାଳୟ ସମ୍ୱାଜି ନଗର
Share. Facebook Twitter LinkedIn Email WhatsApp Copy Link

Related Posts

ବେଟିଂ ଆପ୍ସ ମାମଲା: ଇଡିରେ ହାଜର ହେବା ପାଇଁ ସମୟ ମାଗିଲେ ରାଣା ଦଗ୍ଗୁବତୀ

July 23, 2025

ପରିବର୍ତ୍ତିତ ଘଟଣାକ୍ରମରେ ମାଳଦ୍ୱୀପ ଏବଂ ଶ୍ରୀଲଙ୍କା ସହ ସମ୍ପର୍କକୁ ସୁଦୃଢ଼ ରଖିପାରିଛି ଭାରତ

July 23, 2025

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା, ଖୁବ୍ ଶୀଘ୍ର ଘୋଷଣା ହେବ ତାରିଖ

July 23, 2025

ଆଜି ମାଞ୍ଚେଷ୍ଟରରେ ବର୍ଷା ସମ୍ଭାବନା, ଗୁରୁତ୍ୱପୂର୍ଣ୍ଣ ହେବ ଟସ୍, ପଢ଼ନ୍ତୁ ପିଚ୍ ରିପୋର୍ଟ

July 23, 2025
Latest News

ବେଟିଂ ଆପ୍ସ ମାମଲା: ଇଡିରେ ହାଜର ହେବା ପାଇଁ ସମୟ ମାଗିଲେ ରାଣା ଦଗ୍ଗୁବତୀ

July 23, 2025

ପରିବର୍ତ୍ତିତ ଘଟଣାକ୍ରମରେ ମାଳଦ୍ୱୀପ ଏବଂ ଶ୍ରୀଲଙ୍କା ସହ ସମ୍ପର୍କକୁ ସୁଦୃଢ଼ ରଖିପାରିଛି ଭାରତ

July 23, 2025

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା, ଖୁବ୍ ଶୀଘ୍ର ଘୋଷଣା ହେବ ତାରିଖ

July 23, 2025

ଆଜି ମାଞ୍ଚେଷ୍ଟରରେ ବର୍ଷା ସମ୍ଭାବନା, ଗୁରୁତ୍ୱପୂର୍ଣ୍ଣ ହେବ ଟସ୍, ପଢ଼ନ୍ତୁ ପିଚ୍ ରିପୋର୍ଟ

July 23, 2025

ବିଫଳ ହେଲା ପାକିସ୍ତାନର ଶାହିନ-୩ କ୍ଷେପଣାସ୍ତ୍ର!: ପରୀକ୍ଷଣ ସମୟରେ ନିଜ ଦେଶରେ ହେଲା ବିସ୍ଫୋରଣ

July 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.