Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଚାମ୍ପିଅନ୍ସ ଟ୍ରଫିରେ ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ଲଢେଇ, ଜାଣନ୍ତୁ ସମ୍ଭାବ୍ୟ ଖେଳାଳି ଏକାଦଶ
ଆଜିର ଖବର

ଆଜି ଚାମ୍ପିଅନ୍ସ ଟ୍ରଫିରେ ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ଲଢେଇ, ଜାଣନ୍ତୁ ସମ୍ଭାବ୍ୟ ଖେଳାଳି ଏକାଦଶ

February 22, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଚାମ୍ପିଅନ୍ସ ଟ୍ରଫିର ଚତୁର୍ଥ ମ୍ୟାଚ୍ ଲାହୋରରେ ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯିବ। ଏହି ଉଭୟ ଦଳ ଗ୍ରୁପ୍ ବିରେ ଅନ୍ତର୍ଭୁକ୍ତ। ଗ୍ରୁପ୍ ବି ର ଏହା ଦ୍ୱିତୀୟ ମ୍ୟାଚ୍ ହେବ। ଏହି ଦଳର ପ୍ରଥମ ମ୍ୟାଚ୍ ଦକ୍ଷିଣ ଆଫ୍ରିକା ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ ଦକ୍ଷିଣ ଆଫ୍ରିକା ଜିତିଥିଲା। ଷ୍ଟିଭ ସ୍ମିଥଙ୍କ ଅଧିନାୟକତ୍ୱରେ ଅଷ୍ଟ୍ରେଲିଆ ଦଳ ଖେଳିବ। ଯେତେବେଳେ କି ଇଂଲଣ୍ଡର ନେତୃତ୍ଵ ଜୋସ୍ ବଟଲରଙ୍କ ହାତରେ ରହିବ।

ଅଷ୍ଟ୍ରେଲୀୟ ଦଳର ବୋଲିଂ ଆକ୍ରମଣରେ ଆଦମ ଜାମ୍ପା ସବୁଠାରୁ ଅଭିଜ୍ଞ ଖେଳାଳି। ଦଳର ଅନେକ ବରିଷ୍ଠ ଖେଳାଳି ଆହତ କାରଣରୁ ଟୁର୍ଣ୍ଣାମେଣ୍ଟରୁ ବାଦ ପଡିଛନ୍ତି।

ସେହିଭଳି ଚାମ୍ପିଅନ୍ସ ଟ୍ରଫି ପୂର୍ବରୁ ଭାରତ ବିପକ୍ଷରେ ଇଂଲଣ୍ଡ ଏକ ଦିନିକିଆ ସିରିଜ ଖେଳିଥିଲା। କିନ୍ତୁ ଏଥିରେ ତାଙ୍କୁ ପରାଜୟର ସାମ୍ନା କରିବାକୁ ପଡିଲା। ତେବେ ବଟଲରଙ୍କ ଅଧିନାୟକତ୍ୱରେ ଇଂଲଣ୍ଡ ଭାରତକୁ କଡ଼ା ପ୍ରତିଯୋଗିତା ଦେଇଥିଲା। ଏବେ ଦଳ ଅଷ୍ଟ୍ରେଲିଆ ବିପକ୍ଷରେ ପଡିଆକୁ ଓହ୍ଳାଇବ।

ଅଷ୍ଟ୍ରେଲିଆ-ଇଂଲଣ୍ଡର ସମ୍ଭାବ୍ୟ ଖେଳାଳି ଏକାଦଶ:

ଅଷ୍ଟ୍ରେଲିଆ: ମାଥ୍ୟୁ ସର୍ଟ, ଟ୍ରାଭିସ୍ ହେଡ୍, ଷ୍ଟିଭ୍ ସ୍ମିଥ୍ (ଅଧିନାୟକ), ମାର୍ନସ୍ ଲାବୁଶେନ, ଜୋସ୍ ଇଂଲିସ୍, ଗ୍ଲେନ୍ ମ୍ୟାକ୍ସୱେଲ, ଆଲେକ୍ସ କେରି (ୱିକେଟ୍ କିପର), ଆରୋନ୍ ହାର୍ଡି, ସୀନ୍ ଆବଟ, ନାଥନ୍ ଏଲିସ୍, ଆଦମ ଜାମ୍ପା।

ଇଂଲଣ୍ଡ: ଫିଲିପ୍ ସଲ୍ଟ, ବେନ୍ ଡକେଟ୍, ଜେମି ସ୍ମିଥ୍ (ୱିକେଟ୍ କିପର), ଜୋ ରୁଟ୍, ହ୍ୟାରି ବ୍ରୁକ୍, ଜୋସ୍ ବଟଲର୍ (ଅଧିନାୟକ), ଲିଆମ୍ ଲିଭିଙ୍ଗଷ୍ଟୋନ୍, ବ୍ରାଇଡନ୍ କର୍ସ, ଜୋଫ୍ରା ଆର୍ଚର, ଆଦିଲ ରସିଦ, ମାର୍କ ଉଡ।

Australia Champions Trophy 2025 england ICC Champions Trophy ICC Champions Trophy 2025
Share. Facebook Twitter LinkedIn Email WhatsApp Copy Link

Related Posts

ପୁଟିନଙ୍କୁ ହାର୍ଦ୍ଦିକ ସ୍ୱାଗତ, ମଜବୁତ ହେବ ଭାରତ-ରୁଷ ରଣନୈତିକ ସମ୍ପର୍କ

September 11, 2026

ସମିତି ସଭ୍ୟଙ୍କୁ ଗୁଳିକରି ହତ୍ୟା

September 11, 2026

ଦିଲ୍ଲୀରେ ପୁଟିନ, ମୋଦୀଙ୍କ ସହ ଆଜି ମହାବୈଠକ: ପ୍ରତିରକ୍ଷାଠାରୁ ଶକ୍ତି-ବାଣିଜ୍ୟ, ରହିବ ଏହି ବଡ଼ ପ୍ରସଙ୍ଗ

September 11, 2026

ନୂଆଦିଲ୍ଲୀରେ ବ୍ରିକ୍ସ ମହାକୁମ୍ଭ: ପୁଟିନ, ଜିନ୍‌ପିଙ୍ଗଙ୍କ ସହ ଏକାଠି ହେବେ ୧୧ ରାଷ୍ଟ୍ରମୁଖ୍ୟ

September 11, 2026
Latest News

ପୁଟିନଙ୍କୁ ହାର୍ଦ୍ଦିକ ସ୍ୱାଗତ, ମଜବୁତ ହେବ ଭାରତ-ରୁଷ ରଣନୈତିକ ସମ୍ପର୍କ

September 11, 2026

ସମିତି ସଭ୍ୟଙ୍କୁ ଗୁଳିକରି ହତ୍ୟା

September 11, 2026

ଦିଲ୍ଲୀରେ ପୁଟିନ, ମୋଦୀଙ୍କ ସହ ଆଜି ମହାବୈଠକ: ପ୍ରତିରକ୍ଷାଠାରୁ ଶକ୍ତି-ବାଣିଜ୍ୟ, ରହିବ ଏହି ବଡ଼ ପ୍ରସଙ୍ଗ

September 11, 2026

ନୂଆଦିଲ୍ଲୀରେ ବ୍ରିକ୍ସ ମହାକୁମ୍ଭ: ପୁଟିନ, ଜିନ୍‌ପିଙ୍ଗଙ୍କ ସହ ଏକାଠି ହେବେ ୧୧ ରାଷ୍ଟ୍ରମୁଖ୍ୟ

September 11, 2026

ସେପ୍ଟେମ୍ବର ୧୭ ରୁ ଅକ୍ଟୋବର ୧୭ ଯାଏଁ ‘ସ୍ୱଚ୍ଛତା ହିଁ ସେବା ୨୦୨୬’ ଅଭିଯାନ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.