Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହିନ୍ଦୋଳ ବନଦୁର୍ଗା ମନ୍ଦିର ଓ ବଅଁରପାଳ ତଳମୂଳ ସ୍ଥିତ ଦୁର୍ଗା ମାଧବ ମନ୍ଦିରରେ ଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ
ଆଜିର ଖବର

ହିନ୍ଦୋଳ ବନଦୁର୍ଗା ମନ୍ଦିର ଓ ବଅଁରପାଳ ତଳମୂଳ ସ୍ଥିତ ଦୁର୍ଗା ମାଧବ ମନ୍ଦିରରେ ଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ

February 23, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଅନୁଗୋଳ/ଢେଙ୍କାନାଳ: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଅନୁଗୋଳ ଓ ଢେଙ୍କାନାଳ ଗସ୍ତରେ ଥିବା ବେଳେ ବିଭିନ୍ନ ମନ୍ଦିର ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଛନ୍ତି।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଆଜି ପ୍ରଥମେ ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ସ୍ଥିତ ବନଦୁର୍ଗା ମନ୍ଦିରରେ ମା’ଙ୍କ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଥିଲେ। ଏହି ଅବସରରେ ସେ କହିଥିଲେ ମା’ ହେଉଛନ୍ତି ପ୍ରତ୍ୟକ୍ଷ ଦେବୀ। ଆସ୍ଥା ଓ ବିଶ୍ୱାସର ପ୍ରତୀକ। ଶ୍ରୀ ପ୍ରଧାନ ମା’ଙ୍କ ପାଖରେ ସମସ୍ତଙ୍କ କଲ୍ୟାଣ ଓ ମଙ୍ଗଳ କାମନା କରିଥିଲେ।

ଅନୁରୂପ ଭାବରେ ଅନୁଗୋଳ ବଅଁରପାଳ ତଳମୂଳ ସ୍ଥିତ ଶ୍ରୀ ଶ୍ରୀ ଦୁର୍ଗା ମାଧବ ମନ୍ଦିର ଏବଂ ଶନିଶ୍ଚର ମନ୍ଦିର ଦର୍ଶନ କରିବା ସହ ଆଶୀର୍ବାଦ ନେଇଥିଲେ। ଏହି ଗସ୍ତ କାଳରେ ଶ୍ରୀ ପ୍ରଧାନଙ୍କୁ ବିଭିନ୍ନ ସ୍ଥାନରେ କାର୍ଯ୍ୟକର୍ତ୍ତାଙ୍କ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା।

ଧର୍ମେନ୍ଦ୍ର ପ୍ରଧାନ ବଅଁରପାଳ
Share. Facebook Twitter LinkedIn Email WhatsApp Copy Link

Related Posts

Bakula Amabasya: ଏଥର ବଉଳ ଅମବାସ୍ୟା କେବେ, କଣ ରହିଛି ଏହାର ମହତ୍ବ

December 5, 2025

Rashifal: ଆଜି ଡିସେମ୍ବର 5 ତାରିଖ ଶୁକ୍ରବାରରେ ଏହି ତିନୋଟ ରାଶିର ଭାଗ୍ୟ ଚମକିବ

December 5, 2025

ଗୃହ ବିଭାଗର ଖର୍ଚ୍ଚ ଦାବୀ ଉପରେ ଆଲୋଚନା କରି ରାଜ୍ୟର ଆଇନ ଶୃଙ୍ଖଳା ଉପରେ ମୁଖ୍ୟମନ୍ତ୍ରୀ କହିଲେ…

December 4, 2025

Amrit Bharat Station Scheme: ଓଡିଶା ସଂସ୍କୃତିରେ ଝଲସିଲା ଓଡିଶାର ବରପାଲି ରେଳ ଷ୍ଟେସନ

December 4, 2025
Latest News

Bakula Amabasya: ଏଥର ବଉଳ ଅମବାସ୍ୟା କେବେ, କଣ ରହିଛି ଏହାର ମହତ୍ବ

December 5, 2025

Rashifal: ଆଜି ଡିସେମ୍ବର 5 ତାରିଖ ଶୁକ୍ରବାରରେ ଏହି ତିନୋଟ ରାଶିର ଭାଗ୍ୟ ଚମକିବ

December 5, 2025

ଗୃହ ବିଭାଗର ଖର୍ଚ୍ଚ ଦାବୀ ଉପରେ ଆଲୋଚନା କରି ରାଜ୍ୟର ଆଇନ ଶୃଙ୍ଖଳା ଉପରେ ମୁଖ୍ୟମନ୍ତ୍ରୀ କହିଲେ…

December 4, 2025

Putin Arrives in New Delhi: ପହଞ୍ଚିଲେ ଋଷର ରାଷ୍ଟ୍ରପତି ପୁଟିନ, ସ୍ବାଗତ କଲେ ପ୍ରଧାନମନ୍ତ୍ରୀ ମୋଦି

December 4, 2025

Swaraj Kaushal Dies: ସୁଷମା ସ୍ବରାଜଙ୍କ ସ୍ବାମୀ ସ୍ବରାଜ କୈଶଳଙ୍କ ଦେହାନ୍ତ, ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଶୋକ

December 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.