Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗଞ୍ଜାମରେ ବିଜେଡ଼ି ଛାଡିଲେ ୪୫୦ ପରିବାର: ବିଜେପିର ହେଲେ ସାମିଲ
ଆଜିର ଖବର

ଗଞ୍ଜାମରେ ବିଜେଡ଼ି ଛାଡିଲେ ୪୫୦ ପରିବାର: ବିଜେପିର ହେଲେ ସାମିଲ

February 24, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକ ଅନ୍ତର୍ଗତ ଢୁଙ୍କାପଡା ପଞ୍ଚାୟତର ବଉଦିଆପଲ୍ଲୀ ଗ୍ରାମରେ ଆଜି ବିଜେପି ପକ୍ଷରୁ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ପୂର୍ବତନ ସରପଞ୍ଚ ପ୍ରତିନିଧି ବିଜେଡି ସଭାପତି ବସନ୍ତ କୁମାର ଜେନାଙ୍କ ତତ୍ତ୍ଵାବଧାନରେ ଢୁଙ୍କାପଡା ଗ୍ରାମର ୨୦୦ ଓ ବଉଦିଆପଲ୍ଲୀ ଗ୍ରାମର ୨୫୦ ପରିବାର ବିଜେଡି ଛାଡ଼ି ବିଜେପିରେ ସାମିଲ ହୋଇଛନ୍ତି। ବିଜେପିର ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ସମସ୍ତ ପରିବାର ବିଜେପିରେ ସାମିଲ ହୋଇଥିବା ପ୍ରକାଶ କରିଛନ୍ତି।

ଉକ୍ତ ମିଶ୍ରଣ ପର୍ବକୁ ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ଅଣୁ କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଯୋଗଦେଇ ବିଜେଡି ଛାଡ଼ି ବିଜେପିରେ ସାମିଲ ହୋଇଥିବା ସମସ୍ତ କର୍ମୀମାନଙ୍କୁ ଦଉତ୍ତରୀୟ ଓ ଟୋପି ପିନ୍ଧାଇ ଦଳକୁ ସ୍ବାଗତ କରିଥିଲେ। ଏହାସହିତ ଢୁଙ୍କାପଡା ପଞ୍ଚାୟତରେ ହୋଇଥିବା ବିଭିନ୍ନ ଦୁର୍ନୀତି ବିଷୟରେ କହିବା ସହ ରାଜ୍ୟ ସରକାରଙ୍କ ଯୋଜନା ବିଷୟରେ ଅବଗତ କରାଇ ଏହାର ଫାଇଦା ନେବାପାଇଁ ପରାମର୍ଶ ଦେଇଥିଲେ। ବିଧାୟକ ପାଣ୍ଠିରୁ ୫ ଲକ୍ଷ ଟଙ୍କା ବଉଦିଆପଲ୍ଲୀ ଗ୍ରାମର ଉନ୍ନତି ସକାଶେ ଦେବାପାଇଁ ମନ୍ତ୍ରୀ ଶ୍ରୀ ମଲ୍ଲିକ ଘୋଷଣା କରିଥିଲେ।

ଗଞ୍ଜାମ ବିଜେଡି ବିଜେପି
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱରରେ ‘ଦ୍ୱିତୀୟ ଜାତୀୟ ମଧ୍ୟସ୍ଥତା କର୍ମଶାଳା’ରେ କେନ୍ଦ୍ରମନ୍ତ୍ରୀଙ୍କ ଉଦବୋଧନ

September 29, 2025

ସେପ୍ଟେମ୍ବର ୨୯ ତାରିଖ ସୋମବାରରେ ଏହି ପାଞ୍ଚୋଟି ରାଶିର ଚମକିବ ଭାଗ୍ୟ

September 29, 2025

ବାଲୁଗାଁ ବ୍ୟବସାୟୀଙ୍କୁ ଅପହରଣ ଘଟଣାର ପର୍ଦ୍ଦାଫାଶ କଲା ପୋଲିସ: ୫ ଅଭିଯୁକ୍ତ ଗିରଫ

September 28, 2025

ଦଶହରା ପାଇଁ ରଣପୁର ଚଳଚଞ୍ଚଳ, ପୀଠରେ ମହାଶପ୍ତମୀ ପୂଜା ଦର୍ଶନ ପାଇଁ ପ୍ରବଳ ଭିଡ

September 28, 2025
Latest News

ଭୁବନେଶ୍ୱରରେ ‘ଦ୍ୱିତୀୟ ଜାତୀୟ ମଧ୍ୟସ୍ଥତା କର୍ମଶାଳା’ରେ କେନ୍ଦ୍ରମନ୍ତ୍ରୀଙ୍କ ଉଦବୋଧନ

September 29, 2025

‘ନକ୍ସଲ ମୁକ୍ତ ଭାରତ’ କାର୍ଯ୍ୟକ୍ରମର ଉଦଯାପନୀ ଅଧିବେଶନକୁ ସମ୍ବୋଧିତ କଲେ କେନ୍ଦ୍ର ଗୃହ ମନ୍ତ୍ରୀ

September 29, 2025

“ଭୂମି ଯାହା ହେଉନା କାହିଁକି, ବିଜୟ ଆମର:” ଭାରତର ବିଜୟ ଉପରେ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ପ୍ରତିକ୍ରିୟା

September 29, 2025

ସେପ୍ଟେମ୍ବର ୨୯ ତାରିଖ ସୋମବାରରେ ଏହି ପାଞ୍ଚୋଟି ରାଶିର ଚମକିବ ଭାଗ୍ୟ

September 29, 2025

ଖେଳ ପଡିଆରେ ‘ଅପରେସନ ସିନ୍ଦୁର’: ଟିମ ଇଣ୍ଡିଆର ବିଜୟ ପରେ ପ୍ରଧାନମନ୍ତ୍ରୀ ମୋଦୀ

September 29, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.