Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କବିସୂର୍ଯ୍ୟନଗର ଏନଏସି ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଦାବି
ଆଜିର ଖବର

କବିସୂର୍ଯ୍ୟନଗର ଏନଏସି ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଦାବି

February 25, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଏନଏସି ଅଧ୍ୟକ୍ଷା ଏସ. ଲକ୍ଷ୍ମୀ ସେଠି ଙ୍କ ବିରୋଧ ରେ ଅନାସ୍ଥା ପ୍ରସ୍ତାବ ପାଇଁ ମେଳିବାନ୍ଧିଛନ୍ତି ବିଜେଡି କାଉସିଲର। ଏନେଇ ସୋମବାର ଏନଏସି ଉପାଧ୍ୟକ୍ଷ ବିକ୍ରାନ୍ତ କୁମାର ସାହୁଙ୍କ ସହ ୧୪ ବିଜେଡି କାଉସିଲର ଛତ୍ରପୁର ଆସି ଗଞ୍ଜାମ ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟରେ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା ଙ୍କୁ ଭେଟି ସହ ଏକଲିଖିତ ଅଭିଯୋଗ ପତ୍ର ପ୍ରଦାନ କରିଛନ୍ତି।

କବିସୂର୍ଯ୍ୟନଗର ଏନଏସି ର ୧୮ୱାର୍ଡ ମଧ୍ୟରୁ ୧୭ଟି ରେ ବିଜେଡି କାଉସିଲର ରହିଥିବା ବେଳେ ଅଧ୍ୟକ୍ଷା ମଧ୍ୟ ବିଜେଡି ର ରହିଛନ୍ତି। ତେବେ ଅଧ୍ୟକ୍ଷା ଏକ ବର୍ଷ ଧରି ଏନଏସି ରେ କୌଣସି ଉନ୍ନତି କାର୍ଯ୍ୟ କରାଇବାକୁ ଦେଉନଥିବା ଓ ସେ ବହୁତ ଦୁର୍ନୀତିରେ ଲିପ୍ତ ରହିଥିବା ଅଭିଯୋଗ ଆଣି କାଉସିଲର ମାନେ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି।  ଏପରିକି ଅଧ୍ୟକ୍ଷା ସଠିକ ବୈଠକ କରୁନାହାନ୍ତି, ସରକାରୀ ଅର୍ଥ ହରିଲୁଟ ଭଳି ଅଭିଯୋଗ ଆଣିଛନ୍ତି।

ଅନାସ୍ଥା ପ୍ରସ୍ତାବ ଏନଏସି ଅଧ୍ୟକ୍ଷା କବିସୂର୍ଯ୍ୟନଗର ଗଞ୍ଜାମ ଜିଲ୍ଲା
Share. Facebook Twitter LinkedIn Email WhatsApp Copy Link

Related Posts

ତିନି ଦଶନ୍ଧି ଧରି ବିଳମ୍ୱିତ ଥିଲା ଖୋର୍ଦ୍ଧା-ବଲାଙ୍ଗିର ରେଳ ପ୍ରକଳ୍ପ: ସମାପ୍ତ ହେଲା 90 ପ୍ରତିଶତ କାମ

January 11, 2026

ଆଜି ରାଜକୋଟ ଗସ୍ତ କରିବେ ପ୍ରଧାନମନ୍ତ୍ରୀ ମୋଦୀ

January 11, 2026

ପୁରୀ ପୌରପାଳିକାରେ ଯୋଗ୍ୟ ହିତାଧିକାରୀମାନଙ୍କୁନୂଆ ରାସନ କାର୍ଡ ବଣ୍ଟନ

January 11, 2026

ଗୁରୁ କେଳୁ ଚରଣ ମହାପାତ୍ରଙ୍କ ଜନ୍ମ ଶତବାର୍ଷିକୀ: ସାଂସ୍କୃତିକ କାର୍ଯ୍ୟକ୍ରମ ଉଦଯାପିତ

January 11, 2026
Latest News

ତିନି ଦଶନ୍ଧି ଧରି ବିଳମ୍ୱିତ ଥିଲା ଖୋର୍ଦ୍ଧା-ବଲାଙ୍ଗିର ରେଳ ପ୍ରକଳ୍ପ: ସମାପ୍ତ ହେଲା 90 ପ୍ରତିଶତ କାମ

January 11, 2026

ଆଜି ରାଜକୋଟ ଗସ୍ତ କରିବେ ପ୍ରଧାନମନ୍ତ୍ରୀ ମୋଦୀ

January 11, 2026

ପୁରୀ ପୌରପାଳିକାରେ ଯୋଗ୍ୟ ହିତାଧିକାରୀମାନଙ୍କୁନୂଆ ରାସନ କାର୍ଡ ବଣ୍ଟନ

January 11, 2026

ଗୁରୁ କେଳୁ ଚରଣ ମହାପାତ୍ରଙ୍କ ଜନ୍ମ ଶତବାର୍ଷିକୀ: ସାଂସ୍କୃତିକ କାର୍ଯ୍ୟକ୍ରମ ଉଦଯାପିତ

January 11, 2026

ଶୀତଦିନେ କରିପାରୁନାହାନ୍ତି କି ମର୍ଣ୍ଣିଂ ୱାକ୍?, ଗ୍ରହଣ କରନ୍ତୁ ଏହି ପଦକ୍ଷେପ

January 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.