Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୁଣି ଗାରେଡ଼ି ସନ୍ଦେହରେ ହତ୍ୟା, ୬ ଜଣଙ୍କୁ ଆଜୀବନ କାରାଦଣ୍ଡ
ଆଜିର ଖବର

ଗୁଣି ଗାରେଡ଼ି ସନ୍ଦେହରେ ହତ୍ୟା, ୬ ଜଣଙ୍କୁ ଆଜୀବନ କାରାଦଣ୍ଡ

February 25, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାୟଗଡା: ଗୁଣି ଗାରେଡ଼ି ସନ୍ଧେହରେ ଆଦିବାସୀ ଯୁବକଙ୍କୁ ଜିଅନ୍ତା ପୋଡି ମାରିବା ଘଟଣାରେ ୬ ଜଣଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି ବିଷମକଟକ ଏ.ଡି.ଜି.ଏମ ଅଦାଲତ। ରାୟଗଡା ଜିଲ୍ଲା ବିଷମ କଟକ ଥାନା ସାହାଡା ପଞ୍ଚାୟତ ଅନ୍ତର୍ଗତ କଣ ଗାଁର ଜଗବନ୍ଧୁ କଲାକା ନାମକ ଜଣେ ଆଦିବାସୀ ଯୁବକଙ୍କୁ ୨୦୧୫ ମସିହାରେ ଗୁଣି ଗାରେଡି ସନ୍ଦେହରେ ଉକ୍ତ ଗ୍ରାମର ଦଶଜଣ ବ୍ୟକ୍ତି ନିର୍ମମ ଭାବେ ଜୀବନ୍ତ ପୋଡି ଦେଇଥିବା ଅଭିଯୋଗ ହୋଇଥିଲା।

ବିଷମକଟକ ଏ.ଡି.ଜି.ଏମ ଉକ୍ତ କେଶର ରାୟ ପ୍ରକାଶ କରି ଛଅ ଜଣଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଥିବା ବେଳେ ତିନି ଜଣ ନାବାଳକ ହୋଇଥିବାରୁ ତାଙ୍କୁ ପୂର୍ବରୁ ହିଁ ସୁଧାର ଗୃହକୁ ପଠାଯାଇଥିଲା ଏବଂ ଅନ୍ୟ ଜଣଙ୍କର ମୃତ୍ୟୁ ହୋଇଯାଇଛି।

ଆଜୀବନ କାରାଦଣ୍ଡ ରାୟଗଡା ଜିଲ୍ଲା
Share. Facebook Twitter LinkedIn Email WhatsApp Copy Link

Related Posts

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026

ଭାରତରେ ସ୍ୱାଭାବିକ ରହିଛି ତୈଳ ଓ ଗ୍ୟାସ ଯୋଗାଣ

April 27, 2026
Latest News

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026

ଭାରତରେ ସ୍ୱାଭାବିକ ରହିଛି ତୈଳ ଓ ଗ୍ୟାସ ଯୋଗାଣ

April 27, 2026

ଜାପାନରେ ଭୂମିକମ୍ପ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.