Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନାଚୁଣୀ ପୁରୁଣା ସାହିରେ ଭୀଷଣ ଅଗ୍ନିକାଣ୍ଡ: ୧୪ ବଖରା ଘର ସମେତ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପାଉଁଶ
ଆଜିର ଖବର

ନାଚୁଣୀ ପୁରୁଣା ସାହିରେ ଭୀଷଣ ଅଗ୍ନିକାଣ୍ଡ: ୧୪ ବଖରା ଘର ସମେତ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପାଉଁଶ

February 25, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଗତକାଲି ବାଣପୁର ବ୍ଲକ ନାଚୁଣୀ ପୁରୁଣା ସାହିରେ ଅଗ୍ନିକାଣ୍ଡ ଘଟି ୧୪ ବଖରା ଘର ସମେତ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡି ପାଉଁଶ ହୋଇଯାଇଛି। ଉକ୍ତ ଅଗ୍ନିକାଣ୍ଡ ଫଳରେ ସ୍ଥାନୀୟ ବାସିନ୍ଦା ତଥା ନାଚୁଣୀ ସମିତି ସଭ୍ୟ ବିରଞ୍ଚିନାରାୟଣ ରାଉତଙ୍କ ୪ ବଖରା ଘର ଓ ସମସ୍ତ ଆସବାବପତ୍ର ମଧ୍ୟ ପୋଡ଼ିଯାଇଛି। ଅନୁରୂପଭାବେ ଜୟକୃଷ୍ଣ ସୁବୁଦ୍ଧିଙ୍କ ୪ ବଖରା ପୋଡ଼ିଯାଇଛି। ନିଆଁକୁ ଆୟତ୍ତ କରିବାପାଇଁ ଗଙ୍ଗାଧରପୁର ଓ ବାଲୁଗାଁ ଅଗ୍ନିଶମ ବାହିନୀ ନିୟୋଜିତ ହୋଇଥିଲେ ସୁଦ୍ଧା ନିଆଁ ଅଣାୟତ୍ତ ହୋଇପଡ଼ିଥିଲା।

ଉକ୍ତ ଅଗ୍ନିକାଣ୍ଡରେ ୧୪ ବଖରା ଚାଳଘର ସମେତ ସମସ୍ତ ଆସବାବପତ୍ର ପୋଡ଼ିପାଉଁଶ ହୋଇଯାଇଥିବା ଜଣାପଡିଛି। ଲକ୍ଷାଧିକ ଟଙ୍କାର କ୍ଷୟକ୍ଷତି ହୋଉଥିବାବେଳେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଅ। ତେବେ ଉକ୍ତ ଖବର ପାଇ ସ୍ଥାନୀୟ ବିଧାୟକ ତଥା ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ ଗଭୀର ଦୁଃଖ ପ୍ରକାଶ କରିବା ସହ ସମସ୍ତ ପ୍ରକାର ସହାୟତା ଯୋଗାଇବା ପାଇଁ ପ୍ରତିଶୃତି ଦେଇଛନ୍ତି।

ଅଗ୍ନିକାଣ୍ଡ ନାଚୁଣୀ ବାଣପୁର ବ୍ଲକ
Share. Facebook Twitter LinkedIn Email WhatsApp Copy Link

Related Posts

ଗୃହ ବିଭାଗର ଖର୍ଚ୍ଚ ଦାବୀ ଉପରେ ଆଲୋଚନା କରି ରାଜ୍ୟର ଆଇନ ଶୃଙ୍ଖଳା ଉପରେ ମୁଖ୍ୟମନ୍ତ୍ରୀ କହିଲେ…

December 4, 2025

Amrit Bharat Station Scheme: ଓଡିଶା ସଂସ୍କୃତିରେ ଝଲସିଲା ଓଡିଶାର ବରପାଲି ରେଳ ଷ୍ଟେସନ

December 4, 2025

New IPS Officer: କାର୍ଯ୍ୟରେ ଯୋଗ ଦେଲେ ଓଡିଶା କ୍ୟାଡରର ୭ ଆଇପିଏସ ଅଫିସର

December 4, 2025

ନଦୀ ଗର୍ଭରୁ ମିଳିଲା ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ନିଖୋଜ ଉଦିତଙ୍କ ମରଶରୀର, ଶୋକର ଛାୟା

December 4, 2025
Latest News

ଗୃହ ବିଭାଗର ଖର୍ଚ୍ଚ ଦାବୀ ଉପରେ ଆଲୋଚନା କରି ରାଜ୍ୟର ଆଇନ ଶୃଙ୍ଖଳା ଉପରେ ମୁଖ୍ୟମନ୍ତ୍ରୀ କହିଲେ…

December 4, 2025

Putin Arrives in New Delhi: ପହଞ୍ଚିଲେ ଋଷର ରାଷ୍ଟ୍ରପତି ପୁଟିନ, ସ୍ବାଗତ କଲେ ପ୍ରଧାନମନ୍ତ୍ରୀ ମୋଦି

December 4, 2025

Swaraj Kaushal Dies: ସୁଷମା ସ୍ବରାଜଙ୍କ ସ୍ବାମୀ ସ୍ବରାଜ କୈଶଳଙ୍କ ଦେହାନ୍ତ, ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଶୋକ

December 4, 2025

Amrit Bharat Station Scheme: ଓଡିଶା ସଂସ୍କୃତିରେ ଝଲସିଲା ଓଡିଶାର ବରପାଲି ରେଳ ଷ୍ଟେସନ

December 4, 2025

New IPS Officer: କାର୍ଯ୍ୟରେ ଯୋଗ ଦେଲେ ଓଡିଶା କ୍ୟାଡରର ୭ ଆଇପିଏସ ଅଫିସର

December 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.