Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହାଶିବରାତ୍ରିରେ ବାବା ଆଖଣ୍ଡଳମଣିଙ୍କୁ ଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା
ଆଜିର ଖବର

ମହାଶିବରାତ୍ରିରେ ବାବା ଆଖଣ୍ଡଳମଣିଙ୍କୁ ଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

February 26, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ମହାଶିବରାତ୍ରି
ମହାଶିବରାତ୍ରିରେ ବାବା ଆଖଣ୍ଡଳମଣିଙ୍କୁ ଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ବିକାଶ କାର୍ଯ୍ୟ ଘୋଷଣା

ଭଦ୍ରକ: ଆଜି ମହାଶିବରାତ୍ରିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଭଦ୍ରକର ବାବା ଆଖଣ୍ଡଳମଣିଙ୍କୁ ଦର୍ଶନ କରିଛନ୍ତି। ଏହି ଦର୍ଶନ ସମୟରେ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସାମିଲ ହୋଇଥିଲେ। ଉପମୁଖ୍ୟମନ୍ତ୍ରୀ ବାବାଙ୍କୁ ଦର୍ଶନ କରିବା ସହିତ ଖିର ଅଭିଷେକ କରିଥିଲେ। ଏଥିସହିତ ସେ ସେଠାରେ ପୂଜାଅର୍ଚ୍ଚନା ମଧ୍ୟ କରିଥିଲେ।

ଏହି ଗସ୍ତ ଅବସରରେ ସେ କହିଥିଲେ ଯେ, ଆରଡି ଆଖଣ୍ଡଳମଣି ମନ୍ଦିର ବିକାଶ ପାଇଁ ପର୍ଯ୍ୟଟନ ବିଭାଗ ତରଫରୁ ଦଶ କୋଟି ବ୍ୟୟ ବରାଦ କରାଯାଇଛି। ଏଥିସହିତ ଆଉ ଯଦି କିଛି ଅନୁଦାନ ଆବଶ୍ୟକତା ରହିଛି ତେବେ ତାହା ଯୋଗାଇ ଦିଆଯିବ ବୋଲି ସେ କହିଥିଲେ।

ଏ ନେଇ ଉପମୁଖ୍ୟମନ୍ତ୍ରୀ ତାଙ୍କ ସାମାଜିକ ଗଣମାଧ୍ୟମରେ ସୂଚନା ପ୍ରଦାନ କରିଛନ୍ତି। ସେ କହିଛନ୍ତି ଯେ, ମହାଶିବରାତ୍ରୀ ଅବସରରେ ଭଦ୍ରକ ଜିଲ୍ଲାର ଆରଡ଼ିଠାରେ ଶ୍ରୀ ଶ୍ରୀ ଆଖଣ୍ଡଳମଣି ମହାଦେବଙ୍କୁ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିବା ସହ ରାଜ୍ୟବାସୀଙ୍କ ମଙ୍ଗଳ କାମନା କଲି। 

ଓଡିଶାର ପ୍ରସିଦ୍ଧ ଦର୍ଶନୀୟ ସ୍ଥାନ ଆଖଣ୍ଡଳମଣି ବାବାଙ୍କ ମନ୍ଦିରର ଉନ୍ନତିକରଣ ଦିଗରେ ରାଜ୍ୟ ସରକାର ଯତ୍ନଶୀଳ ଅଛନ୍ତି । ଆରଡ଼ି ଆଖଣ୍ଡଳମଣି ପୀଠର ଉନ୍ନତୀକରଣ ପାଇଁ ବର୍ତ୍ତମାନ 10 କୋଟି ଟଙ୍କା ବ୍ୟୟବରାଦ ହୋଇଛି ଆଗାମୀ ଦିନରେ ମନ୍ଦିରର ଉନ୍ନତି ପାଇଁ ଯାହା ଖର୍ଚ୍ଚ ହେବ ରାଜ୍ୟ ସରକାର ସବୁ ବହନ କରିବେ।

mahashivaratri ଆରଡି ଆଖଣ୍ଡଳମଣି ବାବା ଆଖଣ୍ଡଳମଣି ମହାଶିବରାତ୍ରି ମହାଶିବରାତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପି ରାଜ୍ୟ ସଭାପତିଙ୍କ ଦିଲ୍ଲୀଗସ୍ତ: ଜାଣନ୍ତୁ କାରଣ

August 18, 2025

ଫିକା ପଡ଼ିଲା ସୁନାର ଚମକ: ଜାଣନ୍ତୁ ଆଜିର ମୂଲ୍ୟ କେତେ?

August 18, 2025

ଭୋଟ ଚୋରି ପ୍ରସଙ୍ଗ: ସିଇସି ଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବ ଆଣିବେ ବିରୋଧୀ!

August 18, 2025

ଭିଜିଲାନ୍ସ ଜାଲରେ ଅଧୀକ୍ଷଣ ଯନ୍ତ୍ରୀ: ୮ଟି ଠିକଣାରେ ଚଢାଉ ଜାରି

August 18, 2025
Latest News

ବିଜେପି ରାଜ୍ୟ ସଭାପତିଙ୍କ ଦିଲ୍ଲୀଗସ୍ତ: ଜାଣନ୍ତୁ କାରଣ

August 18, 2025

ଫିକା ପଡ଼ିଲା ସୁନାର ଚମକ: ଜାଣନ୍ତୁ ଆଜିର ମୂଲ୍ୟ କେତେ?

August 18, 2025

ଭୋଟ ଚୋରି ପ୍ରସଙ୍ଗ: ସିଇସି ଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବ ଆଣିବେ ବିରୋଧୀ!

August 18, 2025

ଭିଜିଲାନ୍ସ ଜାଲରେ ଅଧୀକ୍ଷଣ ଯନ୍ତ୍ରୀ: ୮ଟି ଠିକଣାରେ ଚଢାଉ ଜାରି

August 18, 2025

ଏସିଆ କପ୍: ଶୁଭମନ ଗିଲଙ୍କ ବଦଳରେ ଶ୍ରେୟସ ଆୟରଙ୍କୁ ମିଳିବ ସୁଯୋଗ!

August 18, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.