Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିହାର ମନ୍ତ୍ରୀମଣ୍ଡଳ ସଂପ୍ରସାରଣ, ସାତ ଜଣ ନୂଆ ମନ୍ତ୍ରୀ ନେଲେ ଶପଥ
ଆଜିର ଖବର

ବିହାର ମନ୍ତ୍ରୀମଣ୍ଡଳ ସଂପ୍ରସାରଣ, ସାତ ଜଣ ନୂଆ ମନ୍ତ୍ରୀ ନେଲେ ଶପଥ

February 26, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିହାର ମନ୍ତ୍ରୀମଣ୍ଡଳ ସଂପ୍ରସାରଣ, ସାତ ଜଣ ନୂଆ ମନ୍ତ୍ରୀ ନେଲେ ଶପଥ

ନୂଆଦିଲ୍ଲୀ: ବିହାରରେ ଆଜି ମନ୍ତ୍ରୀ ପରିଷଦର ସଂପ୍ରସାରଣ କରାଯାଇଛି। ନୀତିଶ କୁମାରଙ୍କ ନେତୃତ୍ୱାଧୀନ ମନ୍ତ୍ରିମଣ୍ଡଳରେ ସାତ ଜଣ ନୂତନ ମନ୍ତ୍ରୀଙ୍କୁ ସାମିଲ କରାଯାଇଛି। ରାଜ୍ୟପାଳ ଆରିଫ୍ ମହମ୍ମଦ ଖାନ ପାଟନା ରାଜଭବନରେ ଆଜି ସନ୍ଧ୍ୟାରେ ଶପଥ କରାଇଛନ୍ତି।

ଏଥିରେ ବିଜେପି କୋଟାରୁ ସାତ ଜଣ ବିଧାୟକଙ୍କୁ ଶପଥ ପାଠ କରିଛନ୍ତି। ଶପଥ ଗ୍ରହଣ କରିଥିବା ନୂତନ ମନ୍ତ୍ରୀମାନେ ହେଲେ ସଞ୍ଜୟ ସାରୋଗୀ, କୃଷ୍ଣ କୁମାର ମଣ୍ଟୁ, ଡକ୍ଟର ସୁନୀଲ କୁମାର, ମୋତିଲାଲ ପ୍ରସାଦ, ରାଜୁ କୁମାର ସିଂହ, ବିଜୟ କୁମାର ମଣ୍ଡଳ ଏବଂ ଜୀବେଶ କୁମାର। ଏହି ସଂପ୍ରସାରଣ ପରେ ନୀତିଶ କୁମାରଙ୍କ ନେତୃତ୍ୱାଧୀନ ମନ୍ତ୍ରିମଣ୍ଡଳର ସଂଖ୍ୟା ମୁଖ୍ୟମନ୍ତ୍ରୀ ସମେତ ୩୬ ରେ ପହଞ୍ଚିଛି।

ଆସନ୍ତା ଅକ୍ଟୋବର ନଭେମ୍ବରରେ ବିହାରରେ ବିଧାନସଭା ନିର୍ବାଚନ ହେବାକୁ ଥିବା ବେଳେ ମନ୍ତ୍ରିମଣ୍ଡଳର ସଂପ୍ରସାରଣ ହୋଇଛି। ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଥିବା ବିଧାୟକଙ୍କ ମଧ୍ୟରୁ ଚାରି ଜଣ ମିଥିଳା ଅଞ୍ଚଳର, ଯାହାକୁ ବିଜେପିର ଗଡ ବୋଲି କୁହାଯାଏ। ଜୀବେଶ କୁମାର ଏବଂ ରାଜୁ କୁମାର ସିଂହ ପୂର୍ବତନ ମନ୍ତ୍ରୀ କିନ୍ତୁ ଅନ୍ୟ ପାଞ୍ଚ ଜଣ ସଦସ୍ୟ ନୂତନ ମୁହଁ ଯେଉଁମାନେ ପ୍ରଥମ ଥର ପାଇଁ ସୁଯୋଗ ପାଇଛନ୍ତି।

ନୀତିଶ କୁମାର
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତର ମାଷ୍ଟରଷ୍ଟ୍ରୋକ୍!: ରାଫେଲ୍ ଦେବ ଫ୍ରାନ୍ସ, ବଦଳରେ ନେବ ପିନାକା

February 17, 2026

୨୦୨୬ ଟି-୨୦ ବିଶ୍ୱକପ୍‌: ପାକିସ୍ତାନ ମ୍ୟାଚ ହାରୁଥିବା ଦେଖି ଷ୍ଟାଡିୟମରୁ ଚାଲିଗଲେ ମୋହସିନ୍ ନକଭି

February 17, 2026

ରବୀନ୍ଦ୍ର ମଣ୍ଡପ ଠାରେ ବିଶିଷ୍ଟ ସଙ୍ଗୀତଜ୍ଞ ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ପ୍ରତିମୂର୍ତ୍ତି ଲୋକାର୍ପିତ

February 17, 2026

2026 T20 ବିଶ୍ୱକପ: ଆଜି ସୁପର 8 ପାଇଁ ସ୍ଥାନ ସୁରକ୍ଷିତ କରିପାରନ୍ତି ଏହି ଦୁଇଟି ଦଳ

February 17, 2026
Latest News

ଭାରତର ମାଷ୍ଟରଷ୍ଟ୍ରୋକ୍!: ରାଫେଲ୍ ଦେବ ଫ୍ରାନ୍ସ, ବଦଳରେ ନେବ ପିନାକା

February 17, 2026

୨୦୨୬ ଟି-୨୦ ବିଶ୍ୱକପ୍‌: ପାକିସ୍ତାନ ମ୍ୟାଚ ହାରୁଥିବା ଦେଖି ଷ୍ଟାଡିୟମରୁ ଚାଲିଗଲେ ମୋହସିନ୍ ନକଭି

February 17, 2026

ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେଲା ବିଧାନସଭାର ବଜେଟ ଅଧିବେସନ

February 17, 2026

ରବୀନ୍ଦ୍ର ମଣ୍ଡପ ଠାରେ ବିଶିଷ୍ଟ ସଙ୍ଗୀତଜ୍ଞ ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ପ୍ରତିମୂର୍ତ୍ତି ଲୋକାର୍ପିତ

February 17, 2026

2026 T20 ବିଶ୍ୱକପ: ଆଜି ସୁପର 8 ପାଇଁ ସ୍ଥାନ ସୁରକ୍ଷିତ କରିପାରନ୍ତି ଏହି ଦୁଇଟି ଦଳ

February 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.