Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମାର୍ଚ୍ଚ ୩ ରେ ଜନ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କେବେ ହେବ ପଞ୍ଜିକରଣ
ଆଜିର ଖବର

ମାର୍ଚ୍ଚ ୩ ରେ ଜନ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କେବେ ହେବ ପଞ୍ଜିକରଣ

February 27, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ମାର୍ଚ୍ଚ ୩ ରେ ଜନ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କେବେ ହେବ ପଞ୍ଜିକରଣ
ମାର୍ଚ୍ଚ ୩ ରେ ଜନ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କେବେ ହେବ ପଞ୍ଜିକରଣ

ଭୁବନେଶ୍ବର: ଆଗାମୀ ମାର୍ଚ୍ଚ ୩  ତାରିଖ, ସୋମବାର ଦିନ ମୁଖ୍ୟମନ୍ତ୍ରୀ  ଶ୍ରୀ ମୋହନ ଚରଣ ମାଝୀ ୟୁନିଟ୍-୫, ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି  କରିବେ । ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଫେବୃୟାରୀ ୨୮ତାରିଖ ଦିବା ୧୧ ଘଟିକା ଠାରୁ ଆରମ୍ଭ ହେବ ଏବଂ ସର୍ବାଧିକ ୧୦୦୦ ଜଣ  ପଞ୍ଜୀକରଣ କରିପାରିବେ ।

ଏଥି ନିମନ୍ତେ, ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ  ( https://janasunani.odisha.gov.in/) ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ ।

ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ଵୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ । ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ ମୁଖ୍ୟମନ୍ତ୍ରୀ ଜନଶୁଣାଣି ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ତିରୁଚିରାପଲ୍ଲିରେ ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

March 12, 2026

ଦୃଢ଼ ଡିଜିଟାଲ ଭିତ୍ତିଭୂମି ଦ୍ୱାରା ଡିଜିଟାଲ ଅନ୍ତର୍ଭୁକ୍ତିକୁ ଆଗେଇ ନେଉଛି ଡିଜିଟାଲ ଇଣ୍ଡିଆ: ଅଶ୍ୱିନୀ ବୈଷ୍ଣବ

March 12, 2026

କେନ୍ଦ୍ର ବୟନଶିଳ୍ପ ମନ୍ତ୍ରୀଙ୍କ ଦ୍ୱାରା ‘ଭାରତ ଟେକ୍ସ ୨୦୨୬’ ଶୁଭାରମ୍ଭ

March 12, 2026

ଏର୍ଣ୍ଣାକୁଲମ୍‌ରେ ୧୧ ହଜାର କୋଟିର ବିକାଶ ପ୍ରକଳ୍ପର ଉଦଘାଟନ ଓ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

March 12, 2026
Latest News

ଉତ୍ତରାଖଣ୍ଡ ରାଜ୍ୟପାଳଙ୍କୁ ଭେଟିଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.