Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବରରେ ପହଞ୍ଚିଲେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ ପି ନଡ୍ଡା, ପୁରୀରେ ରାତ୍ରିଯାପନ
ଆଜିର ଖବର

ଭୁବନେଶ୍ବରରେ ପହଞ୍ଚିଲେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ ପି ନଡ୍ଡା, ପୁରୀରେ ରାତ୍ରିଯାପନ

February 27, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
J P Nadda
ଭୁବନେଶ୍ବରରେ ପହଞ୍ଚିଲେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ ପି ନଡ୍ଡା, ପୁରୀରେ ରାତ୍ରିଯାପନ

ଭୁବନେଶ୍ବର: ଆଜି ସଂଧ୍ୟାରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା ଭୁବନେଶ୍ବରରେ ପହଞ୍ଚିଛନ୍ତି। ତାଙ୍କୁ ବିମାନ ବନ୍ଦରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ବିଜେପି ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ, ସଭାପତି ମନମୋହନ ସାମଲ, ସାଂସଦ ଅପରାଜିତା ଷଡଙ୍ଗୀ, ବିଜେପି ନେତା ଗୋଲକ ମହାପାତ୍ର, ପ୍ରଭାରୀ ବିଜୟପାଲ ସିଂ ତୋମାର ପ୍ରମୁଖ ସ୍ବାଗତ କରିଥିଲେ।

ଆଜି ନଡ୍ଡା ପୁରୀରେ ରାତ୍ରୀ ଯାପନ କରିବେ। ଆସନ୍ତାକାଲି ଜାତୀୟ ସ୍ୱାସ୍ଥ୍ୟ ମିଶନ କାର୍ଯ୍ୟକ୍ରମରେ ଯୋଗଦେବେ । ଏଥିରେ ସବୁ ରାଜ୍ୟର ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକମାନେ ଉପସ୍ଥିତ ରହିବେ। ଏହାପରେ ସେ ଭୁବନେଶ୍ୱର ଫେରି ଦଳର ପ୍ରମୁଖ କାର୍ଯ୍ୟକର୍ତାଙ୍କ ସହ  ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।

J P Nadda ଜାତୀୟ ସ୍ବାସ୍ଥ୍ୟ ମିଶନର ଜେ ପି ନଡ୍ଡା
Share. Facebook Twitter LinkedIn Email WhatsApp Copy Link

Related Posts

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ପଶ୍ଚିମବଙ୍ଗ ଭୋଟର ତାଲିକାରୁ ହଟିଲା ୯୧ ଲକ୍ଷ ନାମ: ଜିଲ୍ଲାୱାରୀ ତାଲିକା ପ୍ରକାଶ କଲେ ନିର୍ବାଚନ କମିଶନ 

April 7, 2026
Latest News

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ପଶ୍ଚିମବଙ୍ଗ ଭୋଟର ତାଲିକାରୁ ହଟିଲା ୯୧ ଲକ୍ଷ ନାମ: ଜିଲ୍ଲାୱାରୀ ତାଲିକା ପ୍ରକାଶ କଲେ ନିର୍ବାଚନ କମିଶନ 

April 7, 2026

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.