Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉତ୍ତମ ମହାନ୍ତିଙ୍କୁ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଆଜିର ଖବର

ଉତ୍ତମ ମହାନ୍ତିଙ୍କୁ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 28, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଉତ୍ତମ ମହାନ୍ତି
ଉତ୍ତମ ମହାନ୍ତିଙ୍କୁ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର: ଓଡିଆ ଚଳିଚତ୍ରର ଲୋକପ୍ରିୟ ଅଭିନେତା ଉତ୍ତମ ମହାନ୍ତିଙ୍କ ଶେଷ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆଜି ବରମୁଣ୍ଡା ବାସଭବନରେ ଥିବା ତାଙ୍କ ପ୍ରାର୍ଥୀବ ଶରୀର ଉପରେ ଫୁଳମାଳ ଦେଇ ଶେଷ ଶ୍ରଦ୍ଧାଞ୍ଜଳି ପ୍ରଦାନ କରିଛନ୍ତି। ଓଡିଆ ଚଳଚିତ୍ର ଜଗତର ଏହି ପ୍ରଖ୍ୟାତ ଅଭିନେତାଙ୍କ ଗତକାଲି ରାତିରେ ନୂଆଦିଲ୍ଲୀରେ ପରଲୋକ ହୋଇଯାଇଛି।

ଆଜି ସକାଳେ ତାଙ୍କର ପ୍ରାର୍ଥୀବ ଶରୀର ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାରେ ତାଙ୍କର ପ୍ରଶଂସକଙ୍କର ପ୍ରବଳ ଭିଡ ପରିଲକ୍ଷିତ ହୋଇଥିଲା। ଏହାପରେ ତାଙ୍କ ବାସଭବନରେ ମଧ୍ୟ ଲୋକଙ୍କ ପ୍ରବଳ ଗହଳି ଲାଗିରହିଥିଲା। ତାଙ୍କର ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟଦାର ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଆଜି ସଂଧ୍ୟାରେ ସତ୍ୟନଗର ମଶାଣୀରେ ତାଙ୍କର ଶେଷକୃତ୍ୟ କରାଯିବ।

ଉତ୍ତମ ମହାନ୍ତି ଉତ୍ତମ ମହାନ୍ତିଙ୍କ ପରଲୋକ ମୋହନ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଖ୍ୟାତ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ ଆଉ ନାହାଁନ୍ତି, ମହାଶିବରାତ୍ରୀରେ ପରଲୋକ

February 15, 2026

ଇଶାନ କିଶାନଙ୍କ ବିସ୍ଫୋରକ ବ୍ୟାଟିଂ: ପାକିସ୍ତାନକୁ ୧୭୬ ରନର ଟାର୍ଗେଟ ଦେଲା ଭାରତ

February 15, 2026

ଭୁବନେଶ୍ୱର ସାହିତ୍ୟ ସମାଜ ଟ୍ରଷ୍ଟ ତରଫରୁ ଦୁଇ ଦିନିଆ ସାହିତ୍ୟ ପର୍ବ ଉଦଯାପିତ

February 15, 2026

ଭାରତର ହାତ ମିଳାଇବା ନୀତି ଜାରି: ପାକିସ୍ତାନୀ ଅଧିନାୟକଙ୍କୁ ଅଣଦେଖା କଲେ ସୂର୍ଯ୍ୟକୁମାର ଯାଦବ

February 15, 2026
Latest News

ପ୍ରଖ୍ୟାତ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ ଆଉ ନାହାଁନ୍ତି, ମହାଶିବରାତ୍ରୀରେ ପରଲୋକ

February 15, 2026

ଇଶାନ କିଶାନଙ୍କ ବିସ୍ଫୋରକ ବ୍ୟାଟିଂ: ପାକିସ୍ତାନକୁ ୧୭୬ ରନର ଟାର୍ଗେଟ ଦେଲା ଭାରତ

February 15, 2026

ଭୁବନେଶ୍ୱର ସାହିତ୍ୟ ସମାଜ ଟ୍ରଷ୍ଟ ତରଫରୁ ଦୁଇ ଦିନିଆ ସାହିତ୍ୟ ପର୍ବ ଉଦଯାପିତ

February 15, 2026

ଭାରତର ହାତ ମିଳାଇବା ନୀତି ଜାରି: ପାକିସ୍ତାନୀ ଅଧିନାୟକଙ୍କୁ ଅଣଦେଖା କଲେ ସୂର୍ଯ୍ୟକୁମାର ଯାଦବ

February 15, 2026

ଜାଗର ଯାତ୍ରାରେ ଭକ୍ତିମୟ ରଣପୁର: ଶିବ ପଞ୍ଚାକ୍ଷର ମନ୍ତ୍ରରେ ଗୁଞ୍ଜିଉଠିଲା ମନ୍ଦିର ପରିସର

February 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.