Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମଣିପୁରର ସୁରକ୍ଷା ସ୍ଥିତି ଉପରେ ଉଚ୍ଚସ୍ତରୀୟ ସମୀକ୍ଷା କଲେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ
ଆଜିର ଖବର

ମଣିପୁରର ସୁରକ୍ଷା ସ୍ଥିତି ଉପରେ ଉଚ୍ଚସ୍ତରୀୟ ସମୀକ୍ଷା କଲେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ

March 1, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: କେନ୍ଦ୍ର ସ୍ୱରାଷ୍ଟ୍ର ତଥା ସମବାୟ ମନ୍ତ୍ରୀ ଅମିତ ଶାହ ଆଜି ନୂଆଦିଲ୍ଲୀରେ ମଣିପୁରର ସୁରକ୍ଷା ସ୍ଥିତି ଉପରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିଛନ୍ତି। ଏହି ବୈଠକରେ ମଣିପୁରର ରାଜ୍ୟପାଳ, କେନ୍ଦ୍ର ସ୍ୱରାଷ୍ଟ୍ର ସଚିବ, ଗୁଇନ୍ଦା ବ୍ୟୁରୋର ନିର୍ଦ୍ଦେଶକ, ପଦାଦିକ ବାହିନୀର ଉପମୁଖ୍ୟ, ପୂର୍ବ କମାଣ୍ଡର ସେନା କମାଣ୍ଡର, ସୀମା ସୁରକ୍ଷା ବାହିନୀ (ବିଏସ୍ଏଫ୍), କେନ୍ଦ୍ରୀୟ ରିଜର୍ଭ ପୋଲିସ୍ ଫୋର୍ସ (ସିଆରପିଏଫ୍) ଏବଂ ଆସାମ ରାଇଫଲ୍ସର ମହାନିର୍ଦ୍ଦେଶକ, ମଣିପୁରର ସୁରକ୍ଷା ପରାମର୍ଶଦାତା ଏବଂ ଗୃହ ମନ୍ତ୍ରଣାଳୟ, ସେନା ଏବଂ ମଣିପୁର ପ୍ରଶାସନର ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।

ଏହି ବୈଠକରେ କେନ୍ଦ୍ର ସ୍ୱରାଷ୍ଟ୍ର ତଥା ସମବାୟ ମନ୍ତ୍ରୀ ଅମିତ ଶାହ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଭାରତ ସରକାର ମଣିପୁରରେ ସ୍ଥାୟୀ ଶାନ୍ତି ଫେରାଇ ଆଣିବା ପାଇଁ ସମ୍ପୂର୍ଣ୍ଣ ପ୍ରତିଶ୍ରୁତିବଦ୍ଧ ଏବଂ ଏ ଦିଗରେ ସମସ୍ତ ଆବଶ୍ୟକୀୟ ସହାୟତା ପ୍ରଦାନ କରୁଛନ୍ତି।

କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ନିର୍ଦ୍ଦେଶ ଦେଇଛନ୍ତି ଯେ ମାର୍ଚ୍ଚ ୮,୨୦୨୫ ଠାରୁ ମଣିପୁରର ସମସ୍ତ ରାସ୍ତାରେ ଲୋକଙ୍କ ପାଇଁ ମୁକ୍ତ ଯାତାୟାତ ସୁନିଶ୍ଚିତ କରାଯିବ। ବାଧା ସୃଷ୍ଟି କରିବାକୁ ଚେଷ୍ଟା କରୁଥିବା ବ୍ୟକ୍ତିଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି।

ଅମିତ ଶାହ ନିର୍ଦ୍ଦେଶ ଦେଇଛନ୍ତି ଯେ ମଣିପୁରର ଆନ୍ତର୍ଜାତୀୟ ସୀମାରେ ନିର୍ଦ୍ଧାରିତ ପ୍ରବେଶ ସ୍ଥାନର ଉଭୟ ପାର୍ଶ୍ୱରେ ବାଡ଼ କାମ ଯଥାଶୀଘ୍ର ଶେଷ ହେବା ଉଚିତ। ସେ କହିଥିଲେ ଯେ ମଣିପୁରକୁ ନିଶାଦ୍ରବ୍ୟ ମୁକ୍ତ କରିବା ପାଇଁ ନିଶା କାରବାର ସହିତ ଜଡ଼ିତ ସମଗ୍ର ନେଟୱାର୍କକୁ ସମାପ୍ତ କରାଯିବା ଉଚିତ।

ଅମିତ ଶାହ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ନୂଆଦିଲ୍ଲୀ ମଣିପୁର ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ପାଳନ ପାଇଁ ବସିଲା ପ୍ରସ୍ତୁତି ବୈଠକ, ନିଆଗଲା ଏହି ସବୁ ନିଷ୍ପତି

May 14, 2026

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026
Latest News

ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ପାଳନ ପାଇଁ ବସିଲା ପ୍ରସ୍ତୁତି ବୈଠକ, ନିଆଗଲା ଏହି ସବୁ ନିଷ୍ପତି

May 14, 2026

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ବାନ ପରେ, ଦିଲ୍ଲୀ ସରକାରୀ କାର୍ଯ୍ୟାଳୟରେ ‘ନୋ କାର ଡେ’

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.