Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିଲ୍ଲୀ ପୋଲିସ୍‌ର ସ୍ବତନ୍ତ୍ର ସେଲ୍‌ ପକ୍ଷରୁ ଜେଇଏମ୍‌ ଆତଙ୍କୀ ଗିରଫ
ଆଜିର ଖବର

ଦିଲ୍ଲୀ ପୋଲିସ୍‌ର ସ୍ବତନ୍ତ୍ର ସେଲ୍‌ ପକ୍ଷରୁ ଜେଇଏମ୍‌ ଆତଙ୍କୀ ଗିରଫ

July 16, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦିଲ୍ଳୀ ପୋଲିସ୍‌ର ସ୍ବତନ୍ତ୍ର ସେଲ୍‌ ପକ୍ଷରୁ ଜୈସ ଏ ମୁଜାହିଦ୍ଦିନର ଜନୈକ ଆତଙ୍କବାଦୀକୁ ଗିରଫ କରାଯାଇଛି। ଶ୍ରୀନଗରରୁ ଦିଲ୍ଳୀ ପୋଲିସ୍‌ର ସ୍ବତନ୍ତ୍ର ପୋଲିସ୍‌ ଏହି ଆତଙ୍କୀକୁ ଗିରଫ କରିଛି। ମଙ୍ଗଳବାର ସକାଳୁ ଶ୍ରୀନଗରରୁ ବସିର ଅହମ୍ମଦ ନାମକ ଏହି ଆତଙ୍କୀକୁ ଗିରଫ କରାଯାଇଛି। ବସିର ନାମରେ ୨ ଲକ୍ଷ ଟଙ୍କାର ପୁରସ୍କାର ରାଶି ରହିଥିଲା। ଦିଲ୍ଲୀ ପୁଲିସ୍‌ ସ୍ବତନ୍ତ୍ର ସେଲ୍‌ର ଡିସିପି ସଞ୍ଜୀବ କୁମାର ଯାଦବ ଏହି ଗିରଫ ସମ୍ପର୍କରେ ସୂଚନା ଦେଇଛନ୍ତି। ପୂର୍ବରୁ ବସିର୍‌ର ଦୁଇ ସହଯୋଗୀ ଫୟାଜ୍‌ ଏବଂ ମଜିଦ୍‌ ବାବାକୁ ପୋଲିସ୍‌ ଗତବର୍ଷ ଗିରଫ କରିଥିଲା।

Share. Facebook Twitter LinkedIn Email WhatsApp Copy Link

Related Posts

ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଫାଇନାଲରେ ପହଞ୍ଚିଲା ନ୍ୟୁଜିଲାଣ୍ଡ: ୩୩ ବଲ୍‌ରେ ଶତକ ହାସଲ କଲେ ଆଲେନ୍

March 4, 2026

ବାହାରିନରେ ଫସି ରହିଛନ୍ତି ୧୦୦ ରୁ ଅଧିକ ଭାରତୀୟ: ସାହାଯ୍ୟ ପାଇଁ ନିବେଦନ କଲେ ପରିବାର

March 4, 2026

ଟି-୨୦ ବିଶ୍ୱକପରେ ଖରାପ ପ୍ରଦର୍ଶନର ପ୍ରଭାବ: ପାକିସ୍ତାନ ଦଳରୁ ବାଦ ପଡ଼ିଲେ ବାବର ଆଜମ

March 4, 2026

ଶରଦ ପାୱାରଙ୍କ ଯୋଗୁଁ ମହାରଷ୍ଟ୍ରର ସମସ୍ତ ରାଜ୍ୟସଭା ଆସନ ନିର୍ବିରୋଧୀ ହେବ କି?: ଜାଣନ୍ତୁ ଗଣତି

March 4, 2026
Latest News

ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଫାଇନାଲରେ ପହଞ୍ଚିଲା ନ୍ୟୁଜିଲାଣ୍ଡ: ୩୩ ବଲ୍‌ରେ ଶତକ ହାସଲ କଲେ ଆଲେନ୍

March 4, 2026

ବାହାରିନରେ ଫସି ରହିଛନ୍ତି ୧୦୦ ରୁ ଅଧିକ ଭାରତୀୟ: ସାହାଯ୍ୟ ପାଇଁ ନିବେଦନ କଲେ ପରିବାର

March 4, 2026

ଟି-୨୦ ବିଶ୍ୱକପରେ ଖରାପ ପ୍ରଦର୍ଶନର ପ୍ରଭାବ: ପାକିସ୍ତାନ ଦଳରୁ ବାଦ ପଡ଼ିଲେ ବାବର ଆଜମ

March 4, 2026

ଶରଦ ପାୱାରଙ୍କ ଯୋଗୁଁ ମହାରଷ୍ଟ୍ରର ସମସ୍ତ ରାଜ୍ୟସଭା ଆସନ ନିର୍ବିରୋଧୀ ହେବ କି?: ଜାଣନ୍ତୁ ଗଣତି

March 4, 2026

ଐତିହାସିକ ବାଣପୁର ପଞ୍ଚୁଦୋଳ ଯାତ୍ରାର ଶୁଭାରମ୍ଭ: ଶୁଭ ମୁହୂର୍ତ୍ତରେ ପଡ଼ିଲା ଶୁଭ ଖୁଣ୍ଟି

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.