Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁତୁରା ଆକାଶ ଆନନ୍ଦଙ୍କୁ ବିଏସପିରୁ ବହିଷ୍କାର କଲେ ମାୟାବତୀ, ଶ୍ୱଶୁର ହେଲେ କାରଣ?
ଆଜିର ଖବର

ପୁତୁରା ଆକାଶ ଆନନ୍ଦଙ୍କୁ ବିଏସପିରୁ ବହିଷ୍କାର କଲେ ମାୟାବତୀ, ଶ୍ୱଶୁର ହେଲେ କାରଣ?

March 3, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବହୁଜନ ସମାଜ ପାର୍ଟି (ବିଏସପି) ମୁଖ୍ୟ ମାୟାବତୀ ଏକ ବଡ ପଦକ୍ଷେପ ନେଇ ପୁତୁରା ଆକାଶ ଆନନ୍ଦଙ୍କୁ ବିଏସପିରୁ ବହିଷ୍କାର କରିଛନ୍ତି। ମାୟାବତୀ ଗତକାଲି ଦଳର ସମସ୍ତ ଗୁରୁତ୍ୱପୂର୍ଣ୍ଣ ପଦବୀରୁ ଆକାଶ ଆନନ୍ଦଙ୍କୁ ହଟାଇ ଦେଇଥିଲେ। ବର୍ତ୍ତମାନ ବିଏସପି ମୁଖ୍ୟ ମାୟାବତୀ ଏକ୍ସରେ ପୋଷ୍ଟ କରିଛନ୍ତି ଏବଂ ଆକାଶ ଆନନ୍ଦଙ୍କୁ ଦଳରୁ ବହିଷ୍କାର କରିବା ବିଷୟରେ ସୂଚନା ଦେଇଛନ୍ତି।

ବିଏସପି ସୁପ୍ରିମୋ ମାୟାବତୀ X ରେ ପୋଷ୍ଟ କରି ଲେଖିଛନ୍ତି ଯେ, ଗତକାଲି ବିଏସପିର ସର୍ବ-ଭାରତ ବୈଠକରେ ଆକାଶ ଆନନ୍ଦ ତାଙ୍କ ଶଶୁର ଅଶୋକ ସିଦ୍ଧାର୍ଥଙ୍କ ପ୍ରଭାବରେ ରହିଥିବାରୁ ତାଙ୍କୁ ପାର୍ଟିର ସ୍ୱାର୍ଥ ପାଇଁ ଦଳରୁ ବହିଷ୍କୃତ କରାଯାଇଛି। ବର୍ତ୍ତମାନ ସେ ସମସ୍ତ ଦାୟିତ୍ଵରୁ ମୁକ୍ତି ପାଇଛନ୍ତି।

Akash Anand bsp mayawati UP news
Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ ହସ୍ପିଟାଲ୍‌ରେ ଅଙ୍ଗଦାନକାରୀଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ

September 9, 2025

ମହିଳା ଓ ଶିଶୁ ସୁରକ୍ଷା ନିମନ୍ତେ ଦିନିକିଆ କର୍ମଶାଳା

September 9, 2025

ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ଏବଂ ଆର୍ଦ୍ରଭୂମି ସହର ମାନ୍ୟତା ପୁରସ୍କାର ପ୍ରଦାନ କଲେ କେନ୍ଦ୍ର ମନ୍ତ୍ରୀ

September 9, 2025

ସିପି ରାଧାକୃଷ୍ଣନ୍ ହେଲେ ଦେଶର ନୂତନ ଉପରାଷ୍ଟ୍ରପତି, ଜାଣନ୍ତୁ କେତେ ମିଳିଲା ଭୋଟ?

September 9, 2025
Latest News

ସମ୍ ହସ୍ପିଟାଲ୍‌ରେ ଅଙ୍ଗଦାନକାରୀଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ

September 9, 2025

ମହିଳା ଓ ଶିଶୁ ସୁରକ୍ଷା ନିମନ୍ତେ ଦିନିକିଆ କର୍ମଶାଳା

September 9, 2025

ବାଣପୁର: ପଞ୍ଚାୟତ ସ୍ତରୀୟ ଅନ୍ତଃରାଜ୍ୟ ପ୍ରବାସୀ ଶ୍ରମିକ ସଚେତନତା ଶିବିର

September 9, 2025

ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ଏବଂ ଆର୍ଦ୍ରଭୂମି ସହର ମାନ୍ୟତା ପୁରସ୍କାର ପ୍ରଦାନ କଲେ କେନ୍ଦ୍ର ମନ୍ତ୍ରୀ

September 9, 2025

ବିଜେଡିକୁ ପୁଣି ତେରଚ୍ଛା ବାଣ ମାରିଲେ ପୂର୍ବତନ ସାଂସଦ ତଥାଗତ ଶତପଥୀ, କହିଲେ…

September 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.