Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦ୍ବିତୀୟ ବିବାହ କଲେ ବିଜେଡି ନେତା ମନ୍ମଥ ରାଉତରାୟ, ଜାଣନ୍ତୁ କିଏ ସେହି କନ୍ୟା
ଆଜିର ଖବର

ଦ୍ବିତୀୟ ବିବାହ କଲେ ବିଜେଡି ନେତା ମନ୍ମଥ ରାଉତରାୟ, ଜାଣନ୍ତୁ କିଏ ସେହି କନ୍ୟା

March 4, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
manmath
ଦ୍ବିତୀୟ ବିବାହ କଲେ ବିଜେଡି ନେତା ମନ୍ମଥ ରାଉତରାୟ, ଜାଣନ୍ତୁ କିଏ ସେହି କନ୍ୟା

ଭୁବନେଶ୍ବର: ବିଜେଡି ନେତା ତଥା ଭୁବନେଶ୍ବର ଲୋକସଭା ସାଂସଦ ପ୍ରାର୍ଥୀ ମନ୍ନଥ ରାଉତରାୟ ଗତକାଲି ରାତିରେ ବିବାହ କରିଛନ୍ତି। ଏହି ବିବାହ ଭୁବନେଶ୍ବରର ଚନ୍ଦକା ନେଚର ରିସୋର୍ଟରେ ଆୟୋଜିତ କରାଯାଇଥିଲା। ମନ୍ନଥଙ୍କର ଏହା ହେଉଛି ଦ୍ବିତୀୟ ବିବାହ। କାରଣ ପ୍ରଥମ ବିବାହ ବିଚ୍ଛେଦ ହେବା ପରେ ସେ ଏହି ଦ୍ବିତୀୟ ବିବାହ କରିଛନ୍ତି।

ବର୍ତ୍ତମାନ ମନ୍ନଥ ପଟିଆ ଅଞ୍ଚଳର ଜଣେ ଯୁବତୀଙ୍କୁ ବିବାହ କରିଛନ୍ତି। ତାଙ୍କ ନାମ ହେଉଛି ରୋଜାଲୀନ ପଟ୍ଟନାୟକ। ସେ ମୁମ୍ବାଇର ଏକ ଘରୋଇ ବ୍ୟାଙ୍କରେ ଚାକିରୀ କରିଛନ୍ତି। ମନ୍ମଥଙ୍କ ପ୍ରଥମ ପତ୍ନୀଙ୍କ ନାମ ହେଉଛି ସୁଚିସ୍ମିତା ମହାପାତ୍ର। ଆଉ ମଜାଦାର କଥା ହେଉଛି ସୁଚିସ୍ମିତା ଏବଂ ରୋଜାଲୀନ ଉଭୟ ବାନ୍ଧବୀ।

ଏହି ବିବାହ ଉତ୍ସବକୁ ମନ୍ନଥ ଖୁବ କମ ଲୋକଙ୍କୁ ନିମନ୍ତ୍ରଣ କରିଥିଲେ। ଏପରିକି ବିବାହ ଉତ୍ସବ ଫଟୋ ଉଠାଇବା ପାଇଁ ସେ ସମସ୍ତଙ୍କୁ ବାରଣ କରିଥିଲେ। ଏହି ଉତ୍ସବରେ ବିଜେଡି କି କଂଗ୍ରେସ ନେତା କେହି ଯୋଗଦେଇ ନ ଥିଲେ। କେବଳ କଂଗ୍ରେସର ପୂର୍ବତନ ସଭାପତି ପ୍ରସାଦ ହରିଚନ୍ଦନ ମନ୍ନଥଙ୍କ ଭିଣୋଇ ହୋଇଥିବାରୁ ସେ ଯୋଗ ଦେଇଥିଲେ।

ମନ୍ନଥ ରାଉତରାୟ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ଗସ୍ତରେ ଆସିବେ ଆମେରିକା ବୈଦେଶିକ ସଚିବ ମାର୍କୋ ରୁବିଓ

October 14, 2026

ନବରାତ୍ରୀ ସମୟରେ ଆପଣ ଏହି ସବୁ ସ୍ଵପ୍ନ ଦେଖୁଛନ୍ତି କି?: ତେବେ ମାତା ଦୂର୍ଗାଙ୍କ ପାଇବେ ଆଶୀର୍ବାଦ

October 14, 2026

ଦୁର୍ଗାପୂଜା ପାଇଁ ଭୁବନେଶ୍ୱରରେ ୧୯ ରୁ ୨୪ ପର୍ଯ୍ୟନ୍ତ ନୂଆ ଟ୍ରାଫିକ୍ କଟକଣା

October 14, 2026

ସପ୍ତାହରେ କିମ୍ବା ମାସରେ ଥରେ ଉପବାସ କଲେ ଶରୀରକୁ ମିଳେ ଅନେକ ଲାଭ, ଜାଣନ୍ତୁ କିପରି?

October 14, 2026
Latest News

ଭାରତ ଗସ୍ତରେ ଆସିବେ ଆମେରିକା ବୈଦେଶିକ ସଚିବ ମାର୍କୋ ରୁବିଓ

October 14, 2026

ଦିଲ୍ଲୀ କ୍ୟାପିଟାଲ୍ସର ଆସିଷ୍ଟାଣ୍ଟ୍ ଓ ବ୍ୟାଟିଂ କୋଚ୍ ହେଲେ ଯୁବରାଜ ସିଂହ

October 14, 2026

ଏସିଆନ୍ ଚାମ୍ପିଅନ୍ସ ଟ୍ରଫି ପାଇଁ ଭାରତୀୟ ହକି ଟିମ୍ ଘୋଷିତ

October 14, 2026

ନବରାତ୍ରୀ ସମୟରେ ଆପଣ ଏହି ସବୁ ସ୍ଵପ୍ନ ଦେଖୁଛନ୍ତି କି?: ତେବେ ମାତା ଦୂର୍ଗାଙ୍କ ପାଇବେ ଆଶୀର୍ବାଦ

October 14, 2026

ଦୁର୍ଗାପୂଜା ପାଇଁ ଭୁବନେଶ୍ୱରରେ ୧୯ ରୁ ୨୪ ପର୍ଯ୍ୟନ୍ତ ନୂଆ ଟ୍ରାଫିକ୍ କଟକଣା

October 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.