Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୂଆଦିଲ୍ଲୀ ରେଳ ଷ୍ଟେସନରେ ଦଳାଚକଟା ମାମଲା: କେନ୍ଦ୍ର ସରକାର ନେଲେ ବଡ କାର୍ଯ୍ୟାନୁଷ୍ଠାନ
ଆଜିର ଖବର

ନୂଆଦିଲ୍ଲୀ ରେଳ ଷ୍ଟେସନରେ ଦଳାଚକଟା ମାମଲା: କେନ୍ଦ୍ର ସରକାର ନେଲେ ବଡ କାର୍ଯ୍ୟାନୁଷ୍ଠାନ

March 4, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ମାସରେ ନୂଆଦିଲ୍ଲୀ ରେଳ ଷ୍ଟେସନରେ ଘଟିଥିବା ଦଳାଚକଟା ମାମଲାରେ କେନ୍ଦ୍ର ସରକାର ଆଜି ବଡ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଏହି ମାମଲାରେ ରେଳ ମନ୍ତ୍ରଣାଳୟ ଦିଲ୍ଲୀର ଡିଭିଜନାଲ ରେଳ ମ୍ୟାନେଜର (ଡିଆରଏମ) ସୁଖବିନ୍ଦର ସିଂଙ୍କୁ ସ୍ଥାନାନ୍ତର କରିଛି।

ଜୁଲାଇ ୨୦୨୩ ରେ ସୁଖବିନ୍ଦର ସିଂଙ୍କୁ ଦିଲ୍ଲୀ ଡିଭିଜନର DRM ଭାବରେ ନିଯୁକ୍ତ କରାଯାଇଥିଲା ଏବଂ ତାଙ୍କର କାର୍ଯ୍ୟକାଳ ୨୦୨୫ ପର୍ଯ୍ୟନ୍ତ ଥିଲା, କିନ୍ତୁ ବର୍ତ୍ତମାନ ତାଙ୍କୁ ସମୟ ପୂର୍ବରୁ ହଟାଇ ଦିଆଯାଇଛି। ରେଳ ମନ୍ତ୍ରଣାଳୟର ନିର୍ଦ୍ଦେଶ ଅନୁଯାୟୀ ବର୍ତ୍ତମାନ ଉତ୍ତର କେନ୍ଦ୍ରୀୟ ରେଳ ଅଧିକାରୀ ପୁଷ୍ପ ଆର ତ୍ରିପାଠୀ ତାଙ୍କ ସ୍ଥାନରେ ନୂତନ ଡିଆରଏମ ହେବେ। ବର୍ତ୍ତମାନ ସୁଖବିନ୍ଦର ସିଂଙ୍କ ନୂତନ ପୋଷ୍ଟିଂ ସମ୍ପର୍କରେ ମନ୍ତ୍ରଣାଳୟ ପକ୍ଷରୁ କୌଣସି ସୂଚନା ଦିଆଯାଇ ନାହିଁ।

Breaking News indian railways New Delhi Railway Station Stampede
Share. Facebook Twitter LinkedIn Email WhatsApp Copy Link

Related Posts

ଯୁବମୋର୍ଚ୍ଚା ସଭାପତିଙ୍କ ବିରୋଧରେ ଥାନାରେ ଏତଲା ଦେଲା ଭୁବନେଶ୍ବର ଜିଲ୍ଲା କଂଗ୍ରେସ

July 23, 2025

ନୂଆଦିଲ୍ଲୀରେ ଭାରତ ଓ ନେପାଳ ମଧ୍ୟରେ ସ୍ୱରାଷ୍ଟ୍ର ସଚିବ ସ୍ତରୀୟ ଆଲୋଚନା

July 23, 2025

ପୂର୍ବାଞ୍ଚଳୀୟ ଲେଖକ ସମ୍ମିଳନୀ ଉଦଯାପିତ: ପୂର୍ବାଞ୍ଚଳୀୟ ଭାଷାର ସାହିତ୍ୟ ଖୁବ୍ ପ୍ରଭାବଶାଳୀ

July 23, 2025

ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ: ଛତିଶଗଡ଼ ସହିତ ମହାନଦୀ ଜଳବିବାଦର ଆପୋଷ ସମାଧାନ ଉପରେ ଗୁରୁତ୍ୱାରୋପ

July 23, 2025
Latest News

ଯୁବମୋର୍ଚ୍ଚା ସଭାପତିଙ୍କ ବିରୋଧରେ ଥାନାରେ ଏତଲା ଦେଲା ଭୁବନେଶ୍ବର ଜିଲ୍ଲା କଂଗ୍ରେସ

July 23, 2025

ମୋହନ ସରକାରଙ୍କ ବିରୋଧରେ ବିଜେଡି ଅନାସ୍ଥା ପ୍ରସ୍ତାବ ଆଣିଲେ କଂଗ୍ରେସ ସମର୍ଥନ କରିବ, ଭକ୍ତ ଦାସ

July 23, 2025

ନୂଆଦିଲ୍ଲୀରେ ଭାରତ ଓ ନେପାଳ ମଧ୍ୟରେ ସ୍ୱରାଷ୍ଟ୍ର ସଚିବ ସ୍ତରୀୟ ଆଲୋଚନା

July 23, 2025

ପୂର୍ବାଞ୍ଚଳୀୟ ଲେଖକ ସମ୍ମିଳନୀ ଉଦଯାପିତ: ପୂର୍ବାଞ୍ଚଳୀୟ ଭାଷାର ସାହିତ୍ୟ ଖୁବ୍ ପ୍ରଭାବଶାଳୀ

July 23, 2025

ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ: ଛତିଶଗଡ଼ ସହିତ ମହାନଦୀ ଜଳବିବାଦର ଆପୋଷ ସମାଧାନ ଉପରେ ଗୁରୁତ୍ୱାରୋପ

July 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.