Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁମ୍ବାଇରେ ଭୁଶୁଡିଲା କୋଠା : ଦବି ରହିଛନ୍ତି ପ୍ରାୟ ୫୦ ଲୋକ
ଆଜିର ଖବର

ମୁମ୍ବାଇରେ ଭୁଶୁଡିଲା କୋଠା : ଦବି ରହିଛନ୍ତି ପ୍ରାୟ ୫୦ ଲୋକ

July 16, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇସ୍ଥିତ ଡୋଙ୍ଗରୀ ଅଞ୍ଚଳରେ ଏକ ୪ ମହଲା କୋଠା ଭୁଶୁଡିଛି । ଏହି ଘଟଣାରେ ପାଖାପାଖି ୪୦ରୁ ୫୦ ମାଟିତଳେ ଦବି ରହିଥିବାର ସୂଚନା ରହିଛି । ତେବେ ଏହି ଘଟଣା ପରେ ଏନ୍‌ଡିଆର୍‌ଏଫ୍‌ ଟିମ୍‌ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି । ପୋଲିସି ଅଧିକାରୀ ଘଟଣାସ୍ଥଲରେ ପହଞ୍ଚି ଉଦ୍ଧାର କାର୍ଯ୍ୟରେ ସାହାଯ୍ୟ କରୁଛନ୍ତି । ମଙ୍ଗଳବାର ପାଖାପାଖି ୧୧.୪୦ ମିନିଟ୍‌ ସମୟରେ ଏହି କୋଠା ଭୁଶୁଡି ପଡ଼ିଥିବାର ସୂଚନା ରହିଛି । ପ୍ରାୟ ୮୦ ବର୍ଷ ତଳର ପୁରୁଣା ଏହି ବିଲ୍ଡିଂ ବୋଲି ଜଣାପଡିଛି । ଏହି ବିଲ୍ଡିଂରେ ୮ରୁ ୧୦ ପରିବାର ରହୁଥିଲେ ବୋଲି ସୂଚନା ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଟ୍ରମ୍ପଙ୍କ ‘ଭିସା ବୋମା’: ଆମେରିକା ନ ଛାଡିବାକୁ ପରାମର୍ଶ ଜାରି କଲେ META ଏବଂ ମାଇକ୍ରୋସଫ୍ଟ

September 20, 2025

ଆମେରିକାର H-1B ଭିସା ଫି ବୃଦ୍ଧି ଦ୍ୱାରା ଭାରତ ଲାଭବାନ ହେବ: ଅର୍ଥନୈତିକ ପରାମର୍ଶଦାତା

September 20, 2025

ପ୍ରସିଦ୍ଧ ଗାୟକ ଜୁବୀନ ଗର୍ଗଙ୍କ ଆକସ୍ମିକ ବିୟୋଗରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

September 20, 2025

ମାତ୍ର 2 ଘଣ୍ଟାରେ ମୁମ୍ବାଇରୁ ଅହମ୍ମଦାବାଦ ଯାତ୍ରା, କେବେ ଚାଲିବ ବୁଲେଟ୍ ଟ୍ରେନ୍?, କହିଲେ ରେଳମନ୍ତ୍ରୀ

September 20, 2025
Latest News

ସରକାର ପରିବର୍ତ୍ତନ କରିବାରେ ‘ନିର୍ଭୟ’ ର ଭୂମିକା ଥିଲା ସର୍ବାଗ୍ରେ: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

September 20, 2025

ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନ ଉପଲକ୍ଷେ ବାଣପୁର ନଗର ମଣ୍ଡଳ ବିଜେପି ପକ୍ଷରୁ ଏକାଧିକ ସେବା କାର୍ଯ୍ୟ

September 20, 2025

ଟ୍ରମ୍ପଙ୍କ ‘ଭିସା ବୋମା’: ଆମେରିକା ନ ଛାଡିବାକୁ ପରାମର୍ଶ ଜାରି କଲେ META ଏବଂ ମାଇକ୍ରୋସଫ୍ଟ

September 20, 2025

ଆମେରିକାର H-1B ଭିସା ଫି ବୃଦ୍ଧି ଦ୍ୱାରା ଭାରତ ଲାଭବାନ ହେବ: ଅର୍ଥନୈତିକ ପରାମର୍ଶଦାତା

September 20, 2025

ପ୍ରସିଦ୍ଧ ଗାୟକ ଜୁବୀନ ଗର୍ଗଙ୍କ ଆକସ୍ମିକ ବିୟୋଗରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

September 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.