Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀଙ୍କ ଦ୍ବାରା ଉଦଘାଟନ ହେଲା ପଳାଶୁଣୀ ଫୁଟ୍ ଓଭରବ୍ରିଜ୍
ଆଜିର ଖବର

ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀଙ୍କ ଦ୍ବାରା ଉଦଘାଟନ ହେଲା ପଳାଶୁଣୀ ଫୁଟ୍ ଓଭରବ୍ରିଜ୍

March 6, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Aparajita
ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀଙ୍କ ଦ୍ବାରା ଉଦଘାଟନ ହେଲା ପଳାଶୁଣୀ ଫୁଟ୍ ଓଭରବ୍ରିଜ୍

ଭୁବନେଶ୍ବର: ପଳାଶୁଣୀ ଫୁଟ୍ ଓଭରବ୍ରିଜ୍ ଉଦଘାଟନ ହୋଇଛି। ସାଂସଦ ଅପରାଜିତା ଷଡ଼ଙ୍ଗୀ ଏହାକୁ ଉଦଘାଟନ କରିଛନ୍ତି। ଲୋକଙ୍କ ଉଦ୍ଦେଶ୍ୟରେ ସେ ଏହାକୁ ଉତ୍ସର୍ଗୀକୃତ କରିଛନ୍ତି। ଫଳରେ ପଳାଶୁଣୀ ସମେତ ଆଖପାଖ ଅଞ୍ଚଳର ବାସିନ୍ଦାଙ୍କ ଦୀର୍ଘଦିନର ଦାବି ପୂରଣ ହୋଇଛି।

ସାଂସଦ ଶ୍ରୀମତୀ ଷଡ଼ଙ୍ଗୀ କହିଛନ୍ତି, ଗତ କିଛି ବର୍ଷ ଭିତରେ ପଳାଶୁଣୀ ଛକ ଜାତୀୟ ରାଜପଥ ଉପରେ 200ରୁ ଅଧିକ ଦୁର୍ଘଟଣା ହୋଇଛି। ଏଥିରେ ଅନେକ ମୃତାହତ ହୋଇଛନ୍ତି। ଏହି ସ୍ଥାନରେ ଫୁଟ୍ ଓଭରବ୍ରିଜ୍ ନିର୍ମ।ଣ ପାଇଁ ଦୀର୍ଘ ଦିନରୁ ଦାବି ହେଉଥିଲା। ତେବେ ସାଂସଦ ଶ୍ରୀମତୀ ଷଡ଼ଙ୍ଗୀ ଏହି ଦାବିକୁ ଗୁରୁତର ସହ ନେଇ ଫୁଟ୍ ଓଭରବ୍ରିଜ୍ ନିର୍ମ।ଣ ପାଇଁ ପ୍ରୟାସ ଆରମ୍ଭ କରିଥିଲେ। ଗତବର୍ଷ ଜୁଲାଇ ମାସ ୧୯ ତାରିଖରେ ସେ କେନ୍ଦ୍ର ସଡ଼କ ପରିବହନ ଓ ରାଜମାର୍ଗ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଭେଟି ପଳାଶୁଣୀଠାରେ ଫୁଟ୍ ଓଭରବ୍ରିଜ୍ ପାଇଁ ପ୍ରସ୍ତାବ ଦେଇଥିଲେ। କେନ୍ଦ୍ରମନ୍ତ୍ରୀ ତତ୍କାଳ ପଦକ୍ଷେପ ନେଇ ଏହି ପ୍ରସ୍ତାବକୁ ମଞ୍ଜୁରୀ ଦେବା ସହ ପ୍ରକଳ୍ପ ପାଇଁ 3 କୋଟି ଟଙ୍କାର ଅନୁମୋଦନ ଦେଇଥିଲେ।

କିନ୍ତୁ ପୂର୍ବ ବିଜେଡି ସରକାର ସହଯୋଗ ନ କରିବାରୁ ଫୁଟ୍ ଓଭରବ୍ରିଜ୍ ନିର୍ମ।ଣ କାମ ବିଳମ୍ବିତ ହୋଇଥିଲା। ବିଜେପି ସରକାର ଆସିବା ପରେ ଏହି ପ୍ରକଳ୍ପ କାମ ତ୍ବରାନ୍ବିତ ହୋଇଥିଲା ବୋଲି ସାଂସଦ କହିଛନ୍ତି। ଏହି ଫୁଟ୍ ଓଭରବ୍ରିଜ୍ ଦ୍ବାରା ସ୍ଥାନୀୟ ଲୋକେ ଆଶ୍ବସ୍ତ ହୋଇଛନ୍ତି। ବୃଦ୍ଧ ଓ ବୃଦ୍ଧାଙ୍କଠାରୁ ନେଇ ପଥଚାରୀମାନେ ସୁବିଧାରେ ରାସ୍ତା ପାର୍ ହେବେ ବୋଲି ସେ କହିଛନ୍ତି।

aparajita ଅପରାଜିତା ଷଡଙ୍ଗୀ ଭୁବନେଶ୍ବର ସାଂସଦ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଭାରତ-ଇଂଲଣ୍ଡ ମଧ୍ୟରେ ନିର୍ଣ୍ଣାୟକ ଲଢେଇ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ଫାଇନାଲ ମ୍ୟାଚ୍?

July 22, 2025

ସୁନା ଶସ୍ତା ହେଲା ନା ମହଙ୍ଗା?, ଜାଣନ୍ତୁ ଆଜିର ମୂଲ୍ୟ

July 22, 2025

‘ଏହା କୌଣସି ସାଧାରଣ ଘଟଣା ନୁହେଁ, ବହୁତ କିଛି ହେବାକୁ ଯାଉଛି…’: ଧନଖରଙ୍କ ଇସ୍ତଫା ଉପରେ ସଂଜୟ ରାଉତ ଆଶଙ୍କା

July 22, 2025

ଅଜଣା ବ୍ୟକ୍ତିଙ୍କ ଅର୍ଦ୍ଧଦଗ୍ଧ ମୃତ ଦେହ ଉଦ୍ଧାର: ପୋଲିସ ର ତଦନ୍ତ ଜାରି

July 22, 2025
Latest News

ଆଜି ଭାରତ-ଇଂଲଣ୍ଡ ମଧ୍ୟରେ ନିର୍ଣ୍ଣାୟକ ଲଢେଇ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ଫାଇନାଲ ମ୍ୟାଚ୍?

July 22, 2025

ସୁନା ଶସ୍ତା ହେଲା ନା ମହଙ୍ଗା?, ଜାଣନ୍ତୁ ଆଜିର ମୂଲ୍ୟ

July 22, 2025

‘ଏହା କୌଣସି ସାଧାରଣ ଘଟଣା ନୁହେଁ, ବହୁତ କିଛି ହେବାକୁ ଯାଉଛି…’: ଧନଖରଙ୍କ ଇସ୍ତଫା ଉପରେ ସଂଜୟ ରାଉତ ଆଶଙ୍କା

July 22, 2025

ଅଜଣା ବ୍ୟକ୍ତିଙ୍କ ଅର୍ଦ୍ଧଦଗ୍ଧ ମୃତ ଦେହ ଉଦ୍ଧାର: ପୋଲିସ ର ତଦନ୍ତ ଜାରି

July 22, 2025

ଚେସ୍ ମହିଳା ବିଶ୍ୱକପ୍‌ର ସେମିଫାଇନାଲ୍‌ରେ ପହଞ୍ଚିଲେ ଦିବ୍ୟା ଦେଶମୁଖ, ଜିତିବା ପରେ ହେଲେ ଭାବପ୍ରବଣ

July 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.