Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜଷ୍ଟିସ ହରିଶ ଟଣ୍ଡନ ହେବେ ଓଡିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି, ଜାଣନ୍ତୁ ସେ କିଏ
ଆଜିର ଖବର

ଜଷ୍ଟିସ ହରିଶ ଟଣ୍ଡନ ହେବେ ଓଡିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି, ଜାଣନ୍ତୁ ସେ କିଏ

March 6, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
JusticeTandon
ଜଷ୍ଟିସ ହରିଶ ଟଣ୍ଡନ ହେବେ ଓଡିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି, ଜାଣନ୍ତୁ ସେ କିଏ

ନୂଆଦିଲ୍ଲୀ: ଓଡିଶା ହାଇକୋର୍ଟର ନୂଆ ବିଚାରପତି ହେବେ ଜଷ୍ଟିସ ହରିଶ ଟଣ୍ଡନ। ଏ ନେଇ
ସୁପ୍ରିମକୋର୍ଟ କଲେଜିୟମ ପକ୍ଷରୁ ଜଷ୍ଟିସ ଟଣ୍ଡନଙ୍କ ନାମ ସୁପାରିସ୍ କରାଯାଇଛି। ଜଷ୍ଟିସ ଟଣ୍ଡନ ବର୍ତ୍ତମାନ କୋଲକାତା ହାଇକୋର୍ଟର ବିଚାରପତି ଅଛନ୍ତି। ସେ ୨୦୧୦ ମସିହାରେ କୋଲକାତା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତ ହୋଇଥିଲେ।

ବର୍ତ୍ତମାନ ସୁଦ୍ଧା ସେ କୋଲକାତା ହାଇକୋର୍ଟର ବିଚାରପତି ଭାବେେ କାର୍ଯ୍ୟ କରୁଛନ୍ତି। ସେ ସର୍ବଭାରତୀୟ ବିଚାରପତିଙ୍କ ରାଙ୍କରେ ସପ୍ତମ ସ୍ଥାନରେ ଅଛନ୍ତି। ଏହି ରାଙ୍କରେ ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ପ୍ରଥମ ସ୍ଥାନରେ ଅଛନ୍ତି। ବିଚାରପତି ପୂର୍ବରୁ ଲେ କୋଲକତା ହାଇକୋର୍ଟର ବରିଷ୍ଠ ଓକିଲ ଭାବେ କାର‌୍ୟ୍ୟ କରୁଥିଲେ।

 

Justice Harish Tandon JusticeTandon odisha highcourt ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ଟଣ୍ଡନ
Share. Facebook Twitter LinkedIn Email WhatsApp Copy Link

Related Posts

ବିଶ୍ୱ ଦକ୍ଷତା କେନ୍ଦ୍ରରେ ନାମଲେଖା ଆବେଦନ ଜାରି: ଶେଷ ତାରିଖ ସେପ୍ଟେମ୍ବର ୧

August 20, 2025

କପା ଉପରେ ଆମଦାନୀ ଶୁଳ୍କ ୩୦ ସେପ୍ଟେମ୍ବର ପର୍ଯ୍ୟନ୍ତ ଛାଡ କଲେ ସରକାର

August 20, 2025

ଆଦି କର୍ମଯୋଗୀ ଅଭିଯାନ : ଉତ୍ତରଦାୟୀ ଶାସନ ବ୍ୟବସ୍ଥା

August 20, 2025

ଭଦ୍ରକ ଜିଲ୍ଲାର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଲେ ରାଜ୍ୟପାଳ

August 20, 2025
Latest News

ବିଶ୍ୱ ଦକ୍ଷତା କେନ୍ଦ୍ରରେ ନାମଲେଖା ଆବେଦନ ଜାରି: ଶେଷ ତାରିଖ ସେପ୍ଟେମ୍ବର ୧

August 20, 2025

କପା ଉପରେ ଆମଦାନୀ ଶୁଳ୍କ ୩୦ ସେପ୍ଟେମ୍ବର ପର୍ଯ୍ୟନ୍ତ ଛାଡ କଲେ ସରକାର

August 20, 2025

ଆଦି କର୍ମଯୋଗୀ ଅଭିଯାନ : ଉତ୍ତରଦାୟୀ ଶାସନ ବ୍ୟବସ୍ଥା

August 20, 2025

ଭଦ୍ରକ ଜିଲ୍ଲାର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଲେ ରାଜ୍ୟପାଳ

August 20, 2025

ଇଣ୍ଟରଗ୍ରୁପ୍ ସୈନିକସ୍କୁଲ କ୍ରୀଡ଼ା ଓ ସାଂସ୍କୃତିକ ପ୍ରତିଯୋଗିତା ଉଦଘାଟିତ

August 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.