Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୁର୍ନୀତି ଅଭିଯୋଗରେ ୮୬୩ଜଣ ଅଧିକାରୀ ଧରାପଡିଛନ୍ତି : ପ୍ରତାପ ଜେନା
ଆଜିର ଖବର

ଦୁର୍ନୀତି ଅଭିଯୋଗରେ ୮୬୩ଜଣ ଅଧିକାରୀ ଧରାପଡିଛନ୍ତି : ପ୍ରତାପ ଜେନା

July 16, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାରେ ଦୁର୍ନୀତି ଅଭିଯୋଗରେ ୮୩୬ ଜଣ ଅଧିକାରୀ ଧରାପଡ଼ିଛନ୍ତି । ଗତ ୨ ବର୍ଷ ମଧ୍ୟରେ ଏ ସମସ୍ତଙ୍କୁ ଚିହ୍ନଟ କରାଯାଇ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଏ ନେଇ କଂଗ୍ରେସ ବିଧାୟକ ସନ୍ତୋଷ ସିଂହ ସାଲୁଜା ପଚାରିଥିବା ପ୍ରଶ୍ନର ଉତ୍ତର ରଖିଛନ୍ତି ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରତାପ ଜେନା ।  ରାଜ୍ୟରେ ଗତ ଦୁଇ ବର୍ଷ ମଧ୍ୟ ଇନ୍ଦିରା ଆବାସ ଯୋଜନା, ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ ବିଜୁ ପକ୍କାଘର ଯୋଜନାରେ ଦୁର୍ନୀତୀ କରିଥିବା କେତେ ଅଧିକାରୀ ଧରାପଡ଼ିଛନ୍ତି ବୋଲି ସନ୍ତୋଷ ସିଂହ ସାଲୁଜା ପ୍ରଶ୍ନ କରିଥିଲେ ।  ଏହି ପ୍ରଶ୍ନର ଉତ୍ତରରେ ବିଭାଗୀୟ ମନ୍ତ୍ରୀ ଉତ୍ତର ଦେଇ କହିଛନ୍ତି ଯେ,  ୨ ବର୍ଷରେ ୮୩୬ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ଧରାଯାଇଛି । ସେମାନଙ୍କ ବିରୋଧରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ମଧ୍ୟ ଗ୍ରହଣ କରାଯାଇଛି । ଏଯାବତ୍‌ ୭୯ କାର୍ଯ୍ୟରୁ ନିଲମ୍ବିତ କରାଯାଇଥିବାବେଳେ ୨୨ ବହିଷ୍କୃତ କରାଯାଇଛି । ସେହିପରି ୨୬୮ କାରଣ ଦର୍ଶାଅ ନୋଟିସ୍‌ ଜାରି କରାଯାଇଥିବାବେଳେ ୪୩୨ ଜଣଙ୍କୁ ଜବାବ ତଲବ କରାଯାଇଛି । ସେହିପରି ୩୫ ଜଣଙ୍କ ବିରୋଧରେ ଡ୍ରାଫ୍ଟ ଚାର୍ଜ ହୋଇଥିବା ମନ୍ତ୍ରୀ କହିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ପୁରୀ ଜିଲ୍ଲାରେ ୭୨ ପ୍ରଧାନଶିକ୍ଷକଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ଦରମା ବନ୍ଦ ନିର୍ଦ୍ଦେଶ ଦେଲେ ଡିଇଓ

January 22, 2026

୪ ଲକ୍ଷ ୫୭ ହଜାରରୁ ଉର୍ଦ୍ଧ୍ୱ ହିତାଧିକାରୀଙ୍କୁ ମିଳିଲା ସୁଭଦ୍ରା ଟଙ୍କା

January 22, 2026

ଓଡିଶା ଆସୁଛନ୍ତି ଉପରାଷ୍ଟ୍ରପତି ସିପି ରାଧାକୃଷ୍ଣନ, ନେତାଜୀ ଜୟନ୍ତୀରେ ଦେବେ ଯୋଗ

January 22, 2026

ବିଶ୍ୱକପରେ ବଡ଼ ବିପର୍ଯ୍ୟୟର ଆଶଙ୍କା!: ପ୍ରଥମ ଟି-୨୦ ବିଜୟ ସତ୍ତ୍ୱେ ଟିମ୍ ଇଣ୍ଡିଆର ବଢିଲା ଚିନ୍ତା

January 22, 2026
Latest News

ପୁରୀ ଜିଲ୍ଲାରେ ୭୨ ପ୍ରଧାନଶିକ୍ଷକଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ଦରମା ବନ୍ଦ ନିର୍ଦ୍ଦେଶ ଦେଲେ ଡିଇଓ

January 22, 2026

୪ ଲକ୍ଷ ୫୭ ହଜାରରୁ ଉର୍ଦ୍ଧ୍ୱ ହିତାଧିକାରୀଙ୍କୁ ମିଳିଲା ସୁଭଦ୍ରା ଟଙ୍କା

January 22, 2026

“ଭାରତ ବିନା ଆମେ ଅସମ୍ପୂର୍ଣ୍ଣ”: EU ର ଏହି ବୟାନରେ ଚୀନ ଓ ପାକିସ୍ତାନ ଅସ୍ଥିର

January 22, 2026

ରାଜ୍ୟସଭା ନିର୍ବାଚନ ପାଇଁ ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ଏପ୍ରିଲରେ ଖାଲି ହେବ ୩୭ ଟି ଆସନ

January 22, 2026

ଓଡିଶା ଆସୁଛନ୍ତି ଉପରାଷ୍ଟ୍ରପତି ସିପି ରାଧାକୃଷ୍ଣନ, ନେତାଜୀ ଜୟନ୍ତୀରେ ଦେବେ ଯୋଗ

January 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.