Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୁର୍ନୀତି ଅଭିଯୋଗରେ ୮୬୩ଜଣ ଅଧିକାରୀ ଧରାପଡିଛନ୍ତି : ପ୍ରତାପ ଜେନା
ଆଜିର ଖବର

ଦୁର୍ନୀତି ଅଭିଯୋଗରେ ୮୬୩ଜଣ ଅଧିକାରୀ ଧରାପଡିଛନ୍ତି : ପ୍ରତାପ ଜେନା

July 16, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାରେ ଦୁର୍ନୀତି ଅଭିଯୋଗରେ ୮୩୬ ଜଣ ଅଧିକାରୀ ଧରାପଡ଼ିଛନ୍ତି । ଗତ ୨ ବର୍ଷ ମଧ୍ୟରେ ଏ ସମସ୍ତଙ୍କୁ ଚିହ୍ନଟ କରାଯାଇ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଏ ନେଇ କଂଗ୍ରେସ ବିଧାୟକ ସନ୍ତୋଷ ସିଂହ ସାଲୁଜା ପଚାରିଥିବା ପ୍ରଶ୍ନର ଉତ୍ତର ରଖିଛନ୍ତି ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରତାପ ଜେନା ।  ରାଜ୍ୟରେ ଗତ ଦୁଇ ବର୍ଷ ମଧ୍ୟ ଇନ୍ଦିରା ଆବାସ ଯୋଜନା, ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ ବିଜୁ ପକ୍କାଘର ଯୋଜନାରେ ଦୁର୍ନୀତୀ କରିଥିବା କେତେ ଅଧିକାରୀ ଧରାପଡ଼ିଛନ୍ତି ବୋଲି ସନ୍ତୋଷ ସିଂହ ସାଲୁଜା ପ୍ରଶ୍ନ କରିଥିଲେ ।  ଏହି ପ୍ରଶ୍ନର ଉତ୍ତରରେ ବିଭାଗୀୟ ମନ୍ତ୍ରୀ ଉତ୍ତର ଦେଇ କହିଛନ୍ତି ଯେ,  ୨ ବର୍ଷରେ ୮୩୬ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ଧରାଯାଇଛି । ସେମାନଙ୍କ ବିରୋଧରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ମଧ୍ୟ ଗ୍ରହଣ କରାଯାଇଛି । ଏଯାବତ୍‌ ୭୯ କାର୍ଯ୍ୟରୁ ନିଲମ୍ବିତ କରାଯାଇଥିବାବେଳେ ୨୨ ବହିଷ୍କୃତ କରାଯାଇଛି । ସେହିପରି ୨୬୮ କାରଣ ଦର୍ଶାଅ ନୋଟିସ୍‌ ଜାରି କରାଯାଇଥିବାବେଳେ ୪୩୨ ଜଣଙ୍କୁ ଜବାବ ତଲବ କରାଯାଇଛି । ସେହିପରି ୩୫ ଜଣଙ୍କ ବିରୋଧରେ ଡ୍ରାଫ୍ଟ ଚାର୍ଜ ହୋଇଥିବା ମନ୍ତ୍ରୀ କହିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଦଳର ଲକ୍ଷ୍ୟ କ’ଣ?: IND vs PAK ମ୍ୟାଚ୍ ପୂର୍ବରୁ ସୂର୍ଯ୍ୟକୁମାର ଯାଦବଙ୍କ ବଡ ବୟାନ

February 12, 2026

“କୌଣସି ବର୍ଗକୁ ଅପମାନ କରିବା ଭୁଲ”: “ଘୁଷଖୋର ପଣ୍ଡିତ” ର ନିର୍ମାତାଙ୍କୁ କଡ଼ା ଭର୍ତ୍ସନା କଲେ ସୁପ୍ରିମକୋର୍ଟ

February 12, 2026

ରାହୁଲ ଗାନ୍ଧୀଙ୍କ ଲୋକସଭା ସଦସ୍ୟତା ସମାପ୍ତ ହେବ କି?: ଲୋକସଭାରେ ପ୍ରସ୍ତାବ ଦେଲେ ବିଜେପି ସାଂସଦ 

February 12, 2026

‘ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧମକ, ବାଚସ୍ପତିଙ୍କୁ ଦୁର୍ବ୍ୟବହାର’: ବିରୋଧୀଙ୍କ ହଟ୍ଟଗୋଳର ଭିଡିଓ ଜାରି କଲେ ରିଜିଜୁ

February 12, 2026
Latest News

ଦଳର ଲକ୍ଷ୍ୟ କ’ଣ?: IND vs PAK ମ୍ୟାଚ୍ ପୂର୍ବରୁ ସୂର୍ଯ୍ୟକୁମାର ଯାଦବଙ୍କ ବଡ ବୟାନ

February 12, 2026

“କୌଣସି ବର୍ଗକୁ ଅପମାନ କରିବା ଭୁଲ”: “ଘୁଷଖୋର ପଣ୍ଡିତ” ର ନିର୍ମାତାଙ୍କୁ କଡ଼ା ଭର୍ତ୍ସନା କଲେ ସୁପ୍ରିମକୋର୍ଟ

February 12, 2026

ରାହୁଲ ଗାନ୍ଧୀଙ୍କ ଲୋକସଭା ସଦସ୍ୟତା ସମାପ୍ତ ହେବ କି?: ଲୋକସଭାରେ ପ୍ରସ୍ତାବ ଦେଲେ ବିଜେପି ସାଂସଦ 

February 12, 2026

କଂଗ୍ରେସ ସାଂସଦ ପାପୁ ଯାଦବଙ୍କ ହାଜର ହେବ ପୂର୍ବରୁ ପାଟନା ସିଭିଲ୍ କୋର୍ଟକୁ ପୁଣି ଥରେ ବୋମା ଧମକ

February 12, 2026

‘ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧମକ, ବାଚସ୍ପତିଙ୍କୁ ଦୁର୍ବ୍ୟବହାର’: ବିରୋଧୀଙ୍କ ହଟ୍ଟଗୋଳର ଭିଡିଓ ଜାରି କଲେ ରିଜିଜୁ

February 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.