Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ପରଲୋକ
ଆଜିର ଖବର

ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ପରଲୋକ

March 9, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଜେଡି ନେତା
ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ପରଲୋକ

ଭୁବନେଶ୍ବର: ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ 85 ବର୍ଷ ବୟସରେ ପରଲୋକ ଘଟିଛି। ଗତକାଲି ରାତିରେ ଭୁବନେଶ୍ବରସ୍ଥିତ ବାସଭବନରେ ତାଙ୍କର ପରଲୋକ ହୋଇଛି। ସେ ବାଲେଶ୍ବର ଜିଲ୍ଲା ଭୋଗରାଇରୁ ଲଗାତର ଭାବେ ଚାରିଥର ବିଧାୟକ ଥିଲେ।

ସେ 2014 ମସିହାରେ ନବୀନଙ୍କ ମନ୍ତ୍ରୀ ମଣ୍ଡଳରେ ଉଚ୍ଚଶିକ୍ଷା ଏବଂ ଶିଳ୍ପ ମନ୍ତ୍ରୀ ଥିଲେ। ତେବେ ଗତ ନିର୍ବାଚନରେ ବିଜେଡି ତାଙ୍କ ବଦଳରେ ଗୌତମ ବୁଦ୍ଧ ଦାସଙ୍କୁ ଟିକେଟ ଦେଇଥିଲେ। ସେ ବିଜୟ ଲାଭ କରି ବର୍ତ୍ତମାନ ବିଧାୟକ ଅଛନ୍ତି। ତାଙ୍କ ବିୟୋଗରେ ଓଡିଶା ରାଜନୀତି ମହଲରେ ଶୋକର ଛାୟା ଖେଳିଯାଇଛି।

ଅନନ୍ତ ଦାସ
Share. Facebook Twitter LinkedIn Email WhatsApp Copy Link

Related Posts

ଲୋକପ୍ରିୟ ହାସ୍ୟ ଅଭିନେତା ଅସରାନିଙ୍କ ଦେହାନ୍ତ: ଜାଣନ୍ତୁ ତାଙ୍କ ବିଷୟରେ ସବୁ କିଛି

October 20, 2025

ପାର୍ବଣ ଋତୁରେ ଯାତ୍ରୀଙ୍କ ଗତିବିଧିର ସମୀକ୍ଷା କଲେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

October 20, 2025

ଫ୍ରାନ୍ସକୁ ଝଟକା ଦେଲା ଏହି ମୁସଲିମ ଦେଶ: ରାଫେଲ ଜେଟ୍ ବଦଳରେ ଚୀନ୍ ଠାରୁ କିଣିବ ଲଢ଼ୁଆ ବିମାନ

October 20, 2025

ଦୀପାବଳି ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

October 20, 2025
Latest News

ଲୋକପ୍ରିୟ ହାସ୍ୟ ଅଭିନେତା ଅସରାନିଙ୍କ ଦେହାନ୍ତ: ଜାଣନ୍ତୁ ତାଙ୍କ ବିଷୟରେ ସବୁ କିଛି

October 20, 2025

ନାମାଙ୍କନ ଦାଖଲ କରିବା ମାତ୍ରେ ଆରଜେଡି ପ୍ରାର୍ଥୀଙ୍କୁ ଗିରଫ କଲା ଝାଡ଼ଖଣ୍ଡ ପୋଲିସ: ଜାଣନ୍ତୁ କାରଣ

October 20, 2025

ପାର୍ବଣ ଋତୁରେ ଯାତ୍ରୀଙ୍କ ଗତିବିଧିର ସମୀକ୍ଷା କଲେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

October 20, 2025

ଆଇଏନଏସ ବିକ୍ରାନ୍ତରେ ଦେଶପ୍ରେମ ଓ ଆଲୋକର ଉତ୍ସବ ଦୀପାବଳି ପାଳିଲେ ପ୍ରଧାନମନ୍ତ୍ରୀ

October 20, 2025

ପରାଜୟର ହ୍ୟାଟ୍ରିକ୍ ପରେ କିପରି ସେମିଫାଇନାଲରେ ପହଞ୍ଚିପାରିବ ଟିମ୍ ଇଣ୍ଡିଆ?: ଜାଣନ୍ତୁ ସମୀକରଣ

October 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.