Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଇକ୍ କାର ଦୁର୍ଘଟଣା, ୩ ମୃତ
ଆଜିର ଖବର

ବାଇକ୍ କାର ଦୁର୍ଘଟଣା, ୩ ମୃତ

March 9, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ସଡ଼କ ଦୁର୍ଘଟଣା
ସାଉଦି ଆରବରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୪୨ ଭାରତୀୟଙ୍କ ମୃତ୍ୟୁ ଆଶଙ୍କା

ଭୁବନେଶ୍ଵର: ଜି ଉଦୟଗିରି ଥାନା ଅନ୍ତର୍ଗତ ଶ୍ରିକଲା ନିକଟରେ ୱାଗନର କାର ଏବଂ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଘଟଣା ସ୍ଥଳରେ ୩ ବାଇକ ଆରୋହୀଙ୍କ ମୃତୁ ହୋଇଥିବା ସୂଚନା ମିଳିଛି।

ସୂଚନା ଅନୁସାରେ କଳିଙ୍ଗା ଗ୍ରାମର ଶୁଭମ ନାୟକ, ଗଦିଙ୍ଗିଆ ଗ୍ରାମର ଶଙ୍କର ପ୍ରଧାନ ଓ ଶ୍ରୀହରି ପ୍ରଧାନ ନାମକ ୩ ଜଣ ଯୁବକ କତିଙ୍ଗିଆ ଠାରୁ ବାଇକ୍ ଯୋଗେ ଆସୁଥିବା ବେଳେ ଘୁ.ଉଦୟଗିରି ପଟୁ ରାଇକିଆ ଅଭିମୁଖେ ଦ୍ରୁତ ଗତିରେ ଯାଉଥିବା ୱାଗନର କାର୍ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ୩ ଜଣ ବାଇକ୍ ଆରୋହୀ ମୃତ୍ୟୁବରଣ କରିଥିଲେ। ଘଟଣା ସ୍ଥଳରେ ସ୍ଥାନୀୟ ଜି ଉଦୟଗିରି ପୁଲିସ ପହଁଞ୍ଚି ତଦନ୍ତ ଆରମ୍ଭ କରିଛି। ଜଣେ ଯୁବକ କାର୍ ତଳେ ଚାପି ହୋଇ ଥିବାରୁ ସ୍ଥାନୀୟ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ତାଙ୍କ ମୃତଦେହକୁ ଉଦ୍ଧାର କରିଛି। କାର୍ ଚାଳକ ଓ ଅନ୍ୟ ଜଣଙ୍କୁ ଜି ଉଦୟଗିରି ପୁଲିସ ଅଟକ ରଖି ତଦନ୍ତ ଆରମ୍ଭ କରିଛି।

ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟଗୁଡ଼ିକ ସହ ଖରିଫ୍ ପ୍ରସ୍ତୁତି ସମୀକ୍ଷା କଲେ ଶିବରାଜ ସିଂହ ଚୌହାନ  

June 24, 2026

ବ୍ରିକ୍ସ ଦେଶଗୁଡ଼ିକର ଜାତୀୟ ସୁରକ୍ଷା ପରାମର୍ଶଦାତାମାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

June 24, 2026

୨୦୨୪ ବ୍ୟାଚ୍ ଆଇଏଏସ୍ ଅଧିକାରୀ ପ୍ରଶିକ୍ଷାର୍ଥୀଙ୍କ ସହିତ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

June 24, 2026

ନାଫେଡର ଇ-ନିଲାମ ପୋର୍ଟାଲ NAFEX.in ର ଶୁଭାରମ୍ଭ କଲେ ଅମିତ ଶାହ

June 24, 2026
Latest News

ରାଜ୍ୟଗୁଡ଼ିକ ସହ ଖରିଫ୍ ପ୍ରସ୍ତୁତି ସମୀକ୍ଷା କଲେ ଶିବରାଜ ସିଂହ ଚୌହାନ  

June 24, 2026

ବ୍ରିକ୍ସ ଦେଶଗୁଡ଼ିକର ଜାତୀୟ ସୁରକ୍ଷା ପରାମର୍ଶଦାତାମାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

June 24, 2026

୨୦୨୪ ବ୍ୟାଚ୍ ଆଇଏଏସ୍ ଅଧିକାରୀ ପ୍ରଶିକ୍ଷାର୍ଥୀଙ୍କ ସହିତ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

June 24, 2026

ନାଫେଡର ଇ-ନିଲାମ ପୋର୍ଟାଲ NAFEX.in ର ଶୁଭାରମ୍ଭ କଲେ ଅମିତ ଶାହ

June 24, 2026

ବିଭିନ୍ନ ପ୍ରକଳ୍ପଗୁଡ଼ିକ ଉପରେ ବିଦ୍ୟୁତ ଜନିତ ସମସ୍ୟାକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

June 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.