Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନ୍ୟୁୟର୍କ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ: ମଧ୍ୟଭାଗରୁ ଫେରିଲା ମୁମ୍ବାଇ
ଆଜିର ଖବର

ନ୍ୟୁୟର୍କ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ: ମଧ୍ୟଭାଗରୁ ଫେରିଲା ମୁମ୍ବାଇ

March 10, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଏକ ଏୟାର ଇଣ୍ଡିଆର ବିମାନ ମୁମ୍ବାଇରୁ ନ୍ୟୁୟର୍କ ଯିବାକୁ ଥିଲା, କିନ୍ତୁ ମଧ୍ୟଭାଗରେ ଏହାକୁ ପୁଣି ମୁମ୍ବାଇ ଫେରିବାକୁ ପଡିଛି। ବିମାନକୁ ବୋମା ଧମକ ଯୋଗୁଁ ପାଇଲଟଙ୍କୁ ତାଙ୍କର ଗତିପଥ ବଦଳାଇବାକୁ ପଡ଼ିଛି। ଯେତେବେଳେ ଏୟାର ଇଣ୍ଡିଆର ବୋଇଙ୍ଗ ୩୫୦ ବିମାନ ଆଜେରବାଇଜାନ ଉପରେ ଉଡୁଥିଲା, ବିମାନର କ୍ରୁ ସଦସ୍ୟମାନେ ଏହି ଧମକ ପାଇଥିଲେ। ବିମାନ ମୁମ୍ବାଇକୁ ଫେରିବା ପରେ ବୋମା ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ତେବେ ତଦନ୍ତରେ ଏପର୍ଯ୍ୟନ୍ତ କିଛି ଜଣାପଡିନାହିଁ। ଏହା କେବଳ ମିଥ୍ୟା ଧମକ ଥିଲା ବୋଲି କୁହାଯାଉଛି।

ଏହି ବିମାନରେ ସମୁଦାୟ ୩୦୩ ଯାତ୍ରୀ ଏବଂ ୧୯ ଜଣ କ୍ରୁ ସଦସ୍ୟ ଯାତ୍ରା କରୁଥିଲେ। ବିମାନଟି ମୁମ୍ବାଇରୁ ରାତି ୨ ଟାରେ ଉଡାଣ ଆରମ୍ଭ କରିଥିଲା ଏବଂ ସକାଳ ୧୦.୨୫ ରେ ଫେରିଆସିଥିଲା। ମୁମ୍ବାଇର ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦରରୁ ନ୍ୟୁୟର୍କର ଜନ୍ ଏଫ୍ କେନେଡି ବିମାନବନ୍ଦର ପର୍ଯ୍ୟନ୍ତ ଯାତ୍ରା ଶେଷ କରିବାକୁ ଏଆଇ-୧୧୯ ବିମାନ ପ୍ରାୟ ୧୫ ଘଣ୍ଟା ସମୟ ନେଇଥାଏ। ଏୟାର ଇଣ୍ଡିଆ କହିଛି ଯେ, ବିମାନଟି ଆସନ୍ତାକାଲି ସକାଳ ୫ ଟାରେ ଉଡ଼ାଣ ଆରମ୍ଭ କରିଥିଲେ। ଏୟାର ଇଣ୍ଡିଆ ଏହା ମଧ୍ୟ କହିଛି ଯେ, ଯାତ୍ରୀମାନଙ୍କୁ ବିଶ୍ରାମ ସ୍ଥାନ, ଖାଦ୍ୟ ଏବଂ ଅନ୍ୟାନ୍ୟ ସହାୟତା ଯୋଗାଇ ଦିଆଯାଇଛି।

Air India AIR INDIA FLIGHT Breaking News
Share. Facebook Twitter LinkedIn Email WhatsApp Copy Link

Related Posts

ବଜ୍ରପାତରେ ଆହତ ହେବା ପରେ ବି ୧୦୦% ଡିଜିଟାଇଜେସନ କାମ ଶେଷ କଲେ ବିଏଲ୍ଓ ପ୍ରମିଳା ଓଝା

June 27, 2026

ପାରାଦୀପର ବିଭିନ୍ନ ପ୍ରଗତିମୂଳକ ପ୍ରକଳ୍ପର ସମୀକ୍ଷା କଲେ ଉଷା ପାଢ଼ୀ

June 27, 2026

ଭାରତରେ ଗ୍ରୀନ୍ ୟୁରିଆ ଉତ୍ପାଦନକୁ ବାସ୍ତବରୂପ ଦେବା ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ କରୁଛନ୍ତି ସରକାର

June 27, 2026

ଜିଲ୍ଲାସ୍ତରୀୟ ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ସମାରୋହରେ ଉପମୁଖ୍ୟମନ୍ତ୍ରୀ

June 27, 2026
Latest News

ବଜ୍ରପାତରେ ଆହତ ହେବା ପରେ ବି ୧୦୦% ଡିଜିଟାଇଜେସନ କାମ ଶେଷ କଲେ ବିଏଲ୍ଓ ପ୍ରମିଳା ଓଝା

June 27, 2026

ପାରାଦୀପର ବିଭିନ୍ନ ପ୍ରଗତିମୂଳକ ପ୍ରକଳ୍ପର ସମୀକ୍ଷା କଲେ ଉଷା ପାଢ଼ୀ

June 27, 2026

ଭାରତରେ ଗ୍ରୀନ୍ ୟୁରିଆ ଉତ୍ପାଦନକୁ ବାସ୍ତବରୂପ ଦେବା ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ କରୁଛନ୍ତି ସରକାର

June 27, 2026

ଜିଲ୍ଲାସ୍ତରୀୟ ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ସମାରୋହରେ ଉପମୁଖ୍ୟମନ୍ତ୍ରୀ

June 27, 2026

ଶ୍ରେୟସ ଆୟରଙ୍କ ଖରାପ ଆରମ୍ଭ: ପ୍ରଥମ ଥର ପାଇଁ ଆୟରଲ୍ୟାଣ୍ଡଠାରୁ ହାରିଲା ଭାରତ

June 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.