Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜେକେଆଇଏମ ଏବଂ ‘ଅୱାମୀ ଆକ୍ସନ କମିଟିକୁ ବେଆଇନ ଘୋଷଣା କଲେ ସରକାର
ଆଜିର ଖବର

ଜେକେଆଇଏମ ଏବଂ ‘ଅୱାମୀ ଆକ୍ସନ କମିଟିକୁ ବେଆଇନ ଘୋଷଣା କଲେ ସରକାର

March 12, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ବେଆଇନ ଗତିବିଧି (ନିବାରଣ) ଆଇନ (ୟୁଏପିଏ) 1967ର ଧାରା 3 (1) ଆଧାରରେ କେନ୍ଦ୍ର ସରକାର ଜାମ୍ମୁ କାଶ୍ମୀର ଇତ୍ତିହାଦୁଲ ମୁସଲିମିନ (ଜେକେଆଇଏମ) ଏବଂ ଅୱାମୀ ଆକ୍ସନ୍ କମିଟି (ଏଏସି)କୁ 5 ବର୍ଷ ପାଇଁ ବେଆଇନ ସଙ୍ଗଠନ ଭାବରେ ଘୋଷଣା କରିଛନ୍ତି।

କେନ୍ଦ୍ର ସ୍ୱରାଷ୍ଟ୍ର ଓ ସମବାୟ ମନ୍ତ୍ରୀ ଅମିତ ଶାହ ଏକ୍ସ ପ୍ଲାଟଫର୍ମରେ ଏକ ପୋଷ୍ଟ କରି ସୂଚନା ଦେଇଛନ୍ତି ଯେ, ଏହି ସଂଗଠନଗୁଡ଼ିକ ଆଇନ ଶୃଙ୍ଖଳା ପରିସ୍ଥିତିକୁ ବ୍ୟାଘାତ କରିବା ଏବଂ ଭାରତର ଏକତା ଓ ଅଖଣ୍ଡତା ପ୍ରତି ବିପଦ ସୃଷ୍ଟି କରିବା ପାଇଁ ଜନସାଧାରଣଙ୍କୁ ଉତ୍ତେଜିତ କରୁଥିବା ଭଳି କାର୍ଯ୍ୟରେ ଲିପ୍ତ ରହିଥିବା ଜଣାପଡ଼ିଥିଲା। ଦେଶର ଶାନ୍ତି, ଆଇନ ଏବଂ ସାର୍ବଭୌମତ୍ୱ ବିରୋଧୀ ଗତିବିଧିରେ ଲିପ୍ତ ଥିବା ବ୍ୟକ୍ତିଙ୍କ ବିରୋଧରେ ମୋଦୀ ସରକାର କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ।

‘ଜାମ୍ମୁ କାଶ୍ମୀର ଇତ୍ତିହାଦୁଲ ମୁସଲିମିନ’ (ଜେକେଆଇଏମ) ଏବଂ ‘ଆୱାମୀ ଆକ୍ସନ କମିଟି’ (ଏଏସି)ର ସଦସ୍ୟମାନେ ଲୋକଙ୍କ ମଧ୍ୟରେ ଅସନ୍ତୋଷର ବୀଜ ବୁଣିବା, ଆଇନ ଶୃଙ୍ଖଳା ଭଙ୍ଗ କରିବା ପାଇଁ ଲୋକଙ୍କୁ ଉସୁକାଇବା, ଆତଙ୍କବାଦକୁ ସମର୍ଥନ କରିବା ଏବଂ ପ୍ରତିଷ୍ଠିତ ସରକାରଙ୍କ ବିରୋଧରେ ଘୃଣା ସୃଷ୍ଟି କରିବା ଭଳି ଦେଶ ବିରୋଧୀ ଓ ବିଧ୍ୱଂସକ କାର୍ଯ୍ୟକଳାପରେ ଲିପ୍ତ ରହି ଜାମ୍ମୁ କାଶ୍ମୀରକୁ ଭାରତରୁ ଅଲଗା କରିବା ପାଇଁ ପ୍ରୋତ୍ସାହନ ଓ ସମର୍ଥନ କରି ଆସୁଥିଲେ।

ଜମ୍ମୁ ଓ କାଶ୍ମୀର
Share. Facebook Twitter LinkedIn Email WhatsApp Copy Link

Related Posts

ଷୋଡ଼ଶ ଆର୍ଥିକ କମିଶନଙ୍କ ସୁପାରିଶକୁ ସରକାରଙ୍କ ସ୍ୱୀକୃତି: ରାଜ୍ୟଗୁଡ଼ିକୁ ମିଳିବ ୪୧% କେନ୍ଦ୍ରୀୟ ଟିକସ

February 1, 2026

“କେରଳର ନାମ ଉଲ୍ଲେଖ ନାହିଁ”: ବଜେଟ୍ ଉପରେ ଶଶି ଥରୁରଙ୍କ ପ୍ରଥମ ପ୍ରତିକ୍ରିୟା

February 1, 2026

ଇସଲାମ ଛାଡି ହିନ୍ଦୁ ନାମ ରଖିଛନ୍ତି କି ଉର୍ଫି ଜାଭେଦ?: ସ୍ପଷ୍ଟ କଲେ ଅଭିନେତ୍ରୀ

February 1, 2026

ଆସନ୍ତାକାଲିଠାରୁ ଛଅ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ଭୁବନେଶ୍ବରର ଏହି ରାସ୍ତା ହେବ ବନ୍ଦ

February 1, 2026
Latest News

ଷୋଡ଼ଶ ଆର୍ଥିକ କମିଶନଙ୍କ ସୁପାରିଶକୁ ସରକାରଙ୍କ ସ୍ୱୀକୃତି: ରାଜ୍ୟଗୁଡ଼ିକୁ ମିଳିବ ୪୧% କେନ୍ଦ୍ରୀୟ ଟିକସ

February 1, 2026

“କେରଳର ନାମ ଉଲ୍ଲେଖ ନାହିଁ”: ବଜେଟ୍ ଉପରେ ଶଶି ଥରୁରଙ୍କ ପ୍ରଥମ ପ୍ରତିକ୍ରିୟା

February 1, 2026

ଇସଲାମ ଛାଡି ହିନ୍ଦୁ ନାମ ରଖିଛନ୍ତି କି ଉର୍ଫି ଜାଭେଦ?: ସ୍ପଷ୍ଟ କଲେ ଅଭିନେତ୍ରୀ

February 1, 2026

ବଜେଟ 2026 କୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ ପ୍ରତିକ୍ରିୟା, କହିଲେ…….

February 1, 2026

ଆସନ୍ତାକାଲିଠାରୁ ଛଅ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ଭୁବନେଶ୍ବରର ଏହି ରାସ୍ତା ହେବ ବନ୍ଦ

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.