Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେନ୍ଦ୍ରୀୟ ଟିମର ରାୟଗଡ଼ ଜିଲ୍ଲା ଗସ୍ତ, ଜଳଶକ୍ତି ଅଭିଯାନରେ ବିଭିନ୍ନ କାର୍ଯ୍ୟ ସମୀକ୍ଷା
ଆଜିର ଖବର

କେନ୍ଦ୍ରୀୟ ଟିମର ରାୟଗଡ଼ ଜିଲ୍ଲା ଗସ୍ତ, ଜଳଶକ୍ତି ଅଭିଯାନରେ ବିଭିନ୍ନ କାର୍ଯ୍ୟ ସମୀକ୍ଷା

March 13, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: କେନ୍ଦ୍ରୀୟ ଜଳାଶକ୍ତି ବିଭାଗର ଯୁଗ୍ମ କମିଶନର ତଥା ନୋଡାଲ ଅଧିକାରୀ ସମୀର କୁମାର ପାଣ୍ଡେଙ୍କ ନେତୃତ୍ୱରେ କେନ୍ଦ୍ରୀୟ ଟିମ ଦୁଇଦିନିଆ ରାୟଗଡ଼ ଜିଲ୍ଲା ଗସ୍ତରେ ଆସି ବିଭିନ୍ନ ଅଂଚଳ ଗସ୍ତ କରି ଉନ୍ନୟନ କାର୍ଯ୍ୟ ଅନୁଧ୍ୟାନ କରିଥିଲେ। ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଅକ୍ଷୟ କୁମାର ଖେମୁଣ୍ଡୁଙ୍କ ତତ୍ୱାବଧାନରେ ଜିଲ୍ଲାର କାଳନରା, ରାମନାଗୁଡ଼ା, ପଦ୍ମପୁର, ଗୁଣୁପୁର ଓ ରାୟଗଡ଼ା ବ୍ଲକ ଗସ୍ତ କରିଥିଲେ।

ଏହି ପରିଦର୍ଶନ ସମୟରେ ପଂଚାୟତ ରାଜ ଓ ପାନୀୟ ଜଳ ବିଭାଗ, କ୍ଷୁଦ୍ର ଜଳସେଚନ ବିଭାଗ, ଜଳଛାୟା ମିଶନ, ଉଦ୍ୟାନ ବିଭାଗ, ଗ୍ରମୀୟ ଯୋଗାଣ ସଂସ୍ଥା ଓ ବନ ବିଭାଗ ତରଫରୁ ନିଆଯାଇଥିବା ବିଭିନ୍ନ ପ୍ରକଳ୍ପ ଯଥା କ୍ଷେତ ପୋଖରୀ, ଚେକେଡେମ, ଗୋଲାପ ବଗିଚା, ଅମୃତ ସରବୋର, କ୍ଷୁଦ୍ର ଜଳ ସେଚନ ବିଭାଗର ପୋଖରୀ, ନଳ ଯୋଗେ ଜଳ ଯୋଗାଣ ପ୍ରକଳ୍ପ ଆଦି ବୁଲିଦେଖିଥିଲେ।

ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିବା ବେଳେ କେନ୍ଦ୍ରୀୟ ଯୁଗ୍ମ କମିଶନର ଶ୍ରୀ ପାଣ୍ଡେଙ୍କ ସମେତ କେନ୍ଦ୍ରୀୟ ସଦସ୍ୟ ବିଭୂତି ଭୂଷଣ ସାହୁ, ସିଡିଓ ରାୟଗଡା, ବନ ଖଣ୍ଡ ଅଧିକାରୀ ସଚିନ ଅନ୍ହା ସାହେବ ଓହଲେ, କ୍ଷୁଦ୍ର ଜଳସେଚନ ବିଭାଗର ନିର୍ବାହୀ ଯନ୍ତ୍ରୀ, ଉଦ୍ୟାନ ବିଭାଗର ଉଦ୍ୟାନବିତ, ଜଲଛାୟା ମିଶନର ପ୍ରକଳ୍ପ ନିର୍ଦେଶକ, ଗ୍ରାମୀୟ ଜଳ ଲଯୋଗାଣ ସଂସ୍ଥାର ସହକାରୀ ଯନ୍ତ୍ରୀ ଓ ଅନ୍ୟାନ୍ୟ ଅଧିକାରୀ ମନେ ଉପସ୍ଥିତ ରହି ନିଜ ନିଜ ବିଭାଗର କାର୍ଯ୍ୟକ୍ରମ ଉପରେ ଉପସ୍ଥାପନା କରିଥିଲେ।

କେନ୍ଦ୍ରୀୟ ଟିମ ଜଳଶକ୍ତି ଅଭିଯାନ
Share. Facebook Twitter LinkedIn Email WhatsApp Copy Link

Related Posts

ନିଜ ଘରେ ପଶି ଅଷ୍ଟ୍ରେଲିଆକୁ ଧରାଶାୟୀ କଲା ଭାରତ: ୨-୧ ରେ ଜିତିଲା ଟି-୨୦ ସିରିଜ

February 21, 2026

ଶଙ୍କରାଚାର୍ଯ୍ୟଙ୍କୁ ବଡ଼ ଝଟକା: ଯୌନ ନିର୍ଯାତନା ମାମଲାରେ ଦାଖଲ ହେବ ଏଫଆଇଆର

February 21, 2026

ଏଆଇ ସମ୍ମିଳନୀ ବିବାଦ: ଚାରି ଯୁବ କଂଗ୍ରେସ କର୍ମୀଙ୍କ ଜାମିନ ଆବେଦନ ଖାରଜ

February 21, 2026

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026
Latest News

ନିଜ ଘରେ ପଶି ଅଷ୍ଟ୍ରେଲିଆକୁ ଧରାଶାୟୀ କଲା ଭାରତ: ୨-୧ ରେ ଜିତିଲା ଟି-୨୦ ସିରିଜ

February 21, 2026

ଶଙ୍କରାଚାର୍ଯ୍ୟଙ୍କୁ ବଡ଼ ଝଟକା: ଯୌନ ନିର୍ଯାତନା ମାମଲାରେ ଦାଖଲ ହେବ ଏଫଆଇଆର

February 21, 2026

ଏଆଇ ସମ୍ମିଳନୀ ବିବାଦ: ଚାରି ଯୁବ କଂଗ୍ରେସ କର୍ମୀଙ୍କ ଜାମିନ ଆବେଦନ ଖାରଜ

February 21, 2026

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026

IND vs SA ମ୍ୟାଚ୍ ପୂର୍ବରୁ ଚିନ୍ତାଜନକ ଖବର: ଅଭ୍ୟାସ ସମୟରେ ଆହତ ହେଲେ ଭାରତୀୟ ବୋଲର

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.