Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି : ଆଇନ୍‌ ମନ୍ତ୍ରୀଙ୍କୁ ଭେଟିଲେ ବଲାଙ୍ଗୀର ବାର୍‌ ଆସୋସିଏସନ୍‌
ଆଜିର ଖବର

ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି : ଆଇନ୍‌ ମନ୍ତ୍ରୀଙ୍କୁ ଭେଟିଲେ ବଲାଙ୍ଗୀର ବାର୍‌ ଆସୋସିଏସନ୍‌

July 16, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ ଆଜି ବିଧାନସଭାରେ ବଲାଙ୍ଗୀର ବାର ଆସୋସିଏସନ ଆଇନମନ୍ତ୍ରୀଙ୍କୁ  ଭେଟିଛନ୍ତି ।  ଦୀର୍ଘଦିନରୁ ଓକିଲ ସଂଘ ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପାଇଁ ଦାବି କରି ଆସୁଥିଲେ ମଧ୍ୟ ଆଜି ଯାଏଁ ଏଥିରେ ସୁଫଳ ପାଇନାହାନ୍ତି । ତେଣୁ ଏହି ଦାବି ନେଇ ଆଜି କ୍ରିୟାନୁଷ୍ଠାନ କମିଟି ଓ ବାର ଆସୋସିଏସନ ଲୋୟର୍‌ ପିଏମ୍‌ଜିଠାରେ ବିକ୍ଷୋଭ କରିବା ସହିତ ଧାରଣା ଦେଇଥିଲେ । ପରେ ବିଧାନସଭାକୁ ଏକ ଶୋଭାଯାତ୍ରାରେ ଯାଇ ଆଇନମନ୍ତ୍ରୀଙ୍କୁ ଭେଟିଥିଲେ । ବାର ଆସୋସିଏସନ କର୍ମକର୍ତ୍ତାଙ୍କ ସହ ବରିଷ୍ଠ ବିଧାୟକ ନରସିଂହ ମିଶ୍ର, ମନ୍ତ୍ରୀ ନିରଞ୍ଜନ ପୂଜାରୀ ଓ ପଦ୍ମନାଭ ବେହେରା ମଧ୍ୟ ସାମିଲ ଥିଲେ । ବାର ଆସୋସିଏସନ ଆଜି ବିଧାନସଭାରେ ଆଇନମନ୍ତ୍ରୀଙ୍କୁ ଦେଖା କରି ଦାବିପତ୍ର ଦେଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

NEET ପୁନଃପରୀକ୍ଷା ପୂର୍ବରୁ ଜୀବନ ହାରିଲେ ଆଉ ଜଣେ ଛାତ୍ରୀ: ଆତ୍ମହତ୍ୟା କଲେ ୨୦ ବର୍ଷୀୟା ସାନା 

June 21, 2026

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ୧୧ ବଲରେ ଅର୍ଦ୍ଧଶତକ ମାରି ସୃଷ୍ଟି କଲେ ବିଶ୍ୱ ରେକର୍ଡ

June 21, 2026

ନଡିଆ ଗଛ ପାଇଁ ଭାଇ ଭାଉଜଙ୍କୁ ଆକ୍ରମଣ

June 21, 2026

ଇରାନର ଦାବି ଓ ଟ୍ରମ୍ପଙ୍କ ନୀତି ମଧ୍ୟରେ ହରମୁଜ୍ ପ୍ରଣାଳୀ ପୁଣି ଚର୍ଚ୍ଚାର କେନ୍ଦ୍ରବିନ୍ଦୁ

June 21, 2026
Latest News

ଟ୍ରମ୍ପଙ୍କ ଧମକକୁ ଖାତିର ନାହିଁ!: ରୁଷ ତୈଳ ଉପରେ କଟକଣା ସତ୍ତ୍ୱେ ରେକର୍ଡ ଆମଦାନୀ କଲା ଭାରତ

June 21, 2026

ଶ୍ରୀ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

International Day of Yoga:କୋଲକାତାରେ ବହୁ ଅଭ୍ୟାସକାରୀଙ୍କ ଗହଣରେ ଯୋଗ କଲେ ପ୍ରଧାନମନ୍ତ୍ରୀ

June 21, 2026

ଅନ୍ତର୍ଜାତୀୟ ଯୋଗ ଦିବସ: କଳିଙ୍ଗ ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଯୋଗାଭ୍ୟାସ

June 21, 2026

NEET ପୁନଃପରୀକ୍ଷା ପୂର୍ବରୁ ଜୀବନ ହାରିଲେ ଆଉ ଜଣେ ଛାତ୍ରୀ: ଆତ୍ମହତ୍ୟା କଲେ ୨୦ ବର୍ଷୀୟା ସାନା 

June 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.