Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମରିସସର ସର୍ବୋଚ୍ଚ ନାଗରିକ ପୁରସ୍କାରରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଆଜିର ଖବର

ମରିସସର ସର୍ବୋଚ୍ଚ ନାଗରିକ ପୁରସ୍କାରରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

March 13, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମରିସସ୍ ସାଧାରଣତନ୍ତ୍ରର ୫୭ତମ ଜାତୀୟ ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି।

ସମାରୋହ ଉପଲକ୍ଷେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ମରିସସର ସର୍ବୋଚ୍ଚ ନାଗରିକ ସମ୍ମାନ ଗ୍ରାଣ୍ଡ କମାଣ୍ଡର୍‌ ଅଫ୍‌ ଦ ଅର୍ଡର ଅଫ୍‌ ଦ ଷ୍ଟାର୍‌ ଆଣ୍ଡ କି ଅଫ୍‌ ଦ ଇଣ୍ଡିଆନ ଓସନ୍‌ (ଜିସିଏସକେ) ପୁରସ୍କାରରେ ସମ୍ମାନିତ କରାଯାଇଛି । ପ୍ରଥମ ଥର ପାଇଁ ଜଣେ ଭାରତୀୟ ନେତାଙ୍କୁ ଏହି ସମ୍ମାନ ମିଳିଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ପୁରସ୍କାରକୁ ଭାରତ ଏବଂ ମରିସସ ମଧ୍ୟରେ ରହିଥିବା ନିବିଡ଼ ବନ୍ଧୁତା ଏବଂ ଭାରତର ୧୪୦ କୋଟି ନାଗରିକ ଓ ମରିସସର ୧୩ ଲକ୍ଷ ଭାଇ ଓ ଭଉଣୀମାନଙ୍କୁ ଉତ୍ସର୍ଗ କରିଛନ୍ତି।

ଜାତୀୟ ଦିବସ ସମାରୋହରେ ଭାରତୀୟ ନୌସେନାର ଏକ ଦଳ ପରେଡରେ ଅଂଶଗ୍ରହଣ କରିଥିଲା। ସେହିପରି ଭାରତୀୟ ନୌସେନାର ଗୋଟିଏ ଜାହାଜ ମଧ୍ୟ ଜାତୀୟ ଦିବସ ସମାରୋହ ଅବସରରେ ସେଠାକାର ବନ୍ଦରରେ ପହଞ୍ଚିଥିଲା।

maritus narendramodi ମରିସସ
Share. Facebook Twitter LinkedIn Email WhatsApp Copy Link

Related Posts

ଜାତିର ପିତାଙ୍କୁ କେନ୍ଦ୍ର ସରକାରଙ୍କ ଅପମାନ ବରଦାସ୍ତ କରାଯିବ ନାହିଁ : କଂଗ୍ରେସ

August 17, 2025

ଓଡ଼ିଶା ସୂଚନା ସେବା ସଂଘ ପକ୍ଷରୁ ବନ୍ଧୁ ମିଳନ ଓ ସମ୍ବର୍ଦ୍ଧନା ସଭା

August 17, 2025

ଇଗ୍ନୋର ନାମଲେଖା ଅବଧି ଅଗଷ୍ଟ ୩୧ ତାରିଖକୁ ବୃଦ୍ଧି

August 17, 2025

NDAର ଉପରାଷ୍ଟ୍ରପତି ପ୍ରାର୍ଥୀ ହେବେ ସିପି ରାଧାକୃଷ୍ଣନ୍, ଘୋଷଣା କଲେ ବିଜେପି ସଭାପତି

August 17, 2025
Latest News

ନବୀନ ପଟ୍ଟନାୟକଙ୍କ ଚାଲିଛି ଚିକିତ୍ସା, ହସପିଟାଲ ଭିତରୁ ଆସିଲା ଭିଡିଓ

August 17, 2025

ଜାତିର ପିତାଙ୍କୁ କେନ୍ଦ୍ର ସରକାରଙ୍କ ଅପମାନ ବରଦାସ୍ତ କରାଯିବ ନାହିଁ : କଂଗ୍ରେସ

August 17, 2025

ଓଡ଼ିଶା ସୂଚନା ସେବା ସଂଘ ପକ୍ଷରୁ ବନ୍ଧୁ ମିଳନ ଓ ସମ୍ବର୍ଦ୍ଧନା ସଭା

August 17, 2025

ନବୀନ ପଟ୍ଟନାୟକ ଅସୁସ୍ଥ, ଭୁବନେଶ୍ହରର ଏକ ହସପିଟାଲରେ ଭର୍ତ୍ତି, ଚାଲିଛି ଚିକିତ୍ସା

August 17, 2025

ଇଗ୍ନୋର ନାମଲେଖା ଅବଧି ଅଗଷ୍ଟ ୩୧ ତାରିଖକୁ ବୃଦ୍ଧି

August 17, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.