Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଟକରେ ବେଆଇନ ବନ୍ଧୁକ ତିଆରି କାରଖାନା ଠାବ କଲା କ୍ରାଇମ ବ୍ରାଞ୍ଚ, ଚଢାଉ ଜାରୀ
ଆଜିର ଖବର

କଟକରେ ବେଆଇନ ବନ୍ଧୁକ ତିଆରି କାରଖାନା ଠାବ କଲା କ୍ରାଇମ ବ୍ରାଞ୍ଚ, ଚଢାଉ ଜାରୀ

March 13, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
handmade gun
କଟକରେ ବେଆଇନି ବନ୍ଧୁକ ତିଆରି କାରଖାନା ଠାବ କଲା କ୍ରାଇମ ବ୍ରାଞ୍ଚ, ଚଢାଉ ଜାରୀ

ଭୁବନେଶ୍ବର: ଆଜି କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫ୍ କଟକ ବୟାଳିଶି ମୌଜାରୁ ଏକ ବେଆଇନ ବନ୍ଧୁକ କାରଖାନା ଠାବ କରିଛି। ଏଠାରୁ ଶହ ଶହ ବନ୍ଧୁକ ତିଆରି ଜିନିଷ ଓ ମାଗାଜିନ୍ ଜବତ କରାଯାଇଛି। ବନ୍ଧୁକ କାରଖାନା ଠାବ କରିବା ସହ ୪ଜଣଙ୍କୁ ଗିରଫ କରିଛି କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫ୍।

ଘଟଣାରୁ ଜଣାପଡିଛି ଯେ, ବୟାଳିଶି ମୌଜାର ଜଙ୍ଗଲ ଭିତରେ ଏକ ନିଛାଟିଆ ଜାଗାରେ ବନ୍ଧୁକ କାରଖାନା ହୋଇଥିଲା । ସରୋଜ ଚଦ୍ର ବେହେରା ନାମକ ବ୍ୟକ୍ତିଙ୍କ ଘରେ ଏହି ବେଆଇନ ବନ୍ଧୁକ କାରଖାନା ତିଆରି ଚାଲିଥିଲା। ଏହି କାରଖାନା ଦୀର୍ଘ ଦିନ ହେବ ଚାଲି ଆସି ବ୍ୟବସାୟ କରୁଥିଲା।

ତେବେ କୌଣସି ସୂତ୍ରରୁ ଖବର ପାଇ କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫ୍ ଏହି ବନ୍ଧୁକ କାରଖାନା ଉପରେ ଚଢାଉ କରିଛି। ଚଢାଉ ବେଳେ ବିପୁଳ ପରିମାଣର ବନ୍ଧୁକ ସହ ବନ୍ଧୁକ ତିଆରି ସାମଗ୍ରୀ ଜବତ କରାଯାଇଛି। ତେବେ କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫ୍‌ ବର୍ତ୍ତମାନ ସୁଦ୍ଧା ଚଢାଉ କରୁଥିବାରୁ ସବିଶେଷ ତଥ୍ୟ ମିଳିପାରି ନାହିଁ।

ବନ୍ଧୁକ କାରଖାନା
Share. Facebook Twitter LinkedIn Email WhatsApp Copy Link

Related Posts

୨୦୩୬ ସୁଦ୍ଧା ପ୍ରତ୍ୟେକ ଜିଲ୍ଲାରେ ବିଶ୍ୱସ୍ତରୀୟ ରୋଗ ନିର୍ଣ୍ଣୟ ଏବଂ ପରୀକ୍ଷଣ କେନ୍ଦ୍ର ସ୍ଥାପନ ହେବ: ଉପମୁଖ୍ୟମନ୍ତ୍ରୀ

December 21, 2025

ରାମ ମନ୍ଦିର ସ୍ଥାନଟି ସର୍ବଦା ବାବ୍ରୀ ମସଜିଦ ଭାବରେ ଜଣାଯିବ: ବଦରୁଦ୍ଦିନଙ୍କ ବିବାଦୀୟ ବୟାନ

December 21, 2025

ଏସିଆ କପ ଫାଇନାଲରେ ଭାରତର ନୈରାଶ୍ୟଜନକ ପ୍ରଦର୍ଶନ: ପାକିସ୍ତାନ ହେଲା ନୂଆ ଚମ୍ପିୟାନ

December 21, 2025

‘ଧରିତ୍ରୀ ମାତା ପାଇଁ ରବିବାର’ କାର୍ଯ୍ୟକ୍ରମ: ପରିବେଶ ସଚେତନତା ସହ ଅସହାୟଙ୍କୁ ଶୀତବସ୍ତ୍ର ବଣ୍ଟନ

December 21, 2025
Latest News

୨୦୩୬ ସୁଦ୍ଧା ପ୍ରତ୍ୟେକ ଜିଲ୍ଲାରେ ବିଶ୍ୱସ୍ତରୀୟ ରୋଗ ନିର୍ଣ୍ଣୟ ଏବଂ ପରୀକ୍ଷଣ କେନ୍ଦ୍ର ସ୍ଥାପନ ହେବ: ଉପମୁଖ୍ୟମନ୍ତ୍ରୀ

December 21, 2025

ରାମ ମନ୍ଦିର ସ୍ଥାନଟି ସର୍ବଦା ବାବ୍ରୀ ମସଜିଦ ଭାବରେ ଜଣାଯିବ: ବଦରୁଦ୍ଦିନଙ୍କ ବିବାଦୀୟ ବୟାନ

December 21, 2025

ଏସିଆ କପ ଫାଇନାଲରେ ଭାରତର ନୈରାଶ୍ୟଜନକ ପ୍ରଦର୍ଶନ: ପାକିସ୍ତାନ ହେଲା ନୂଆ ଚମ୍ପିୟାନ

December 21, 2025

‘ଧରିତ୍ରୀ ମାତା ପାଇଁ ରବିବାର’ କାର୍ଯ୍ୟକ୍ରମ: ପରିବେଶ ସଚେତନତା ସହ ଅସହାୟଙ୍କୁ ଶୀତବସ୍ତ୍ର ବଣ୍ଟନ

December 21, 2025

ମହାରାଷ୍ଟ୍ରରେ ସ୍ଥାନୀୟ ନିର୍ବାଚନ: ଟ୍ରେଣ୍ଡରେ ବିଜେପି ର ବଡ଼ ଅଗ୍ରଣୀ, ଜାଣନ୍ତୁ ଅନ୍ୟ ଦଳର ସ୍ଥିତି

December 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.