Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତା ୨୧ରୁ ମ୍ୟାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଖାତା ମୂଲ୍ୟାୟନ
ଆଜିର ଖବର

ଆସନ୍ତା ୨୧ରୁ ମ୍ୟାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଖାତା ମୂଲ୍ୟାୟନ

July 16, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମ୍ୟାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଖାତାର ମୂଲ୍ୟାୟନ ଆସନ୍ତା ୨୧ରୁ ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହା ସହ ମୁକ୍ତ ବିଦ୍ୟାଳୟର ସପ୍ଲିମେଣ୍ଟାରୀ ଖାତାଦେଖା ହେବ ବୋଲି ବେର୍ଡ଼ ପକ୍ଷରୁ ସୂଚନା ଦିଆଯାଇଛି । ଜୁଲାଇ ୨୧ରୁ ଆରମ୍ଭ ହୋଇ ଏହି ଖାତାଦେଖା ପ୍ରକ୍ରିୟା ଜୁଲାଇ ୨୩ରେ ଶେଷ ହେବ ବୋଲି ଲକ୍ଷ୍ୟ ରଖାଯାଇଛି । ମ୍ୟାଟ୍ରିକ ସପ୍ଲିମେଣ୍ଟାରୀ ଖାତାଦେଖା ପାଇଁ ୧୨ଟି କେନ୍ଦ୍ର ରହିଥିବା ବେଳେ ମୁକ୍ତ ବିଦ୍ୟାଳୟ ପାଇଁ ୮ଟି ମୂଲ୍ୟାୟନ କେନ୍ଦ୍ର ରହିଛି । ଏନେଇ ବୋର୍ଡ଼ ପକ୍ଷରୁ ସୂଚନା ଦିଆଯାଇଛି । ଚଳିତଥର ମ୍ୟା୨୮ହଜାର ପରୀକ୍ଷାର୍ଥୀ ମ୍ୟାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଦେଇଛନ୍ତି । ସେହିପରି ମୁକ୍ତ ମୁକ୍ତ ବିଦ୍ୟାଳୟ ସପ୍ଲିମେଣ୍ଟାରୀରେ ୯ହଜାରରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଖୁବ ଶିଘ୍ର ଭାରତ ଓ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହେବ ମୁକ୍ତ ବାଣିଜ୍ୟ ଚୁକ୍ତିନାମା, ଶେଷ ହେଲା ଆଲୋଚନା

November 9, 2025

ନିର୍ବାଚନ ସମ୍ପର୍କିତ ଭ୍ରାନ୍ତିପୂର୍ଣ୍ଣ ସୂଚନା ପ୍ରସାର ନ କରିବା ପାଇଁ ମୁଖ୍ୟ ନିର୍ବାଚନ କମିଶନରଙ୍କ ନିର୍ଦ୍ଦେଶ

November 9, 2025

ରଥଯାତ୍ରା ସମୟରେ ଦଳାଚକଟା ଘଟଣା: ୭ ପୁଲିସ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ସୁପାରିସ

November 9, 2025

ବାରାଣସୀରୁ ଚାରୋଟି ନୂତନ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

November 9, 2025
Latest News

ଖୁବ ଶିଘ୍ର ଭାରତ ଓ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହେବ ମୁକ୍ତ ବାଣିଜ୍ୟ ଚୁକ୍ତିନାମା, ଶେଷ ହେଲା ଆଲୋଚନା

November 9, 2025

ଆଜି ସରିବ ନୂଆପଡା ଉପନିର୍ବାଚନ ପ୍ରଚାର, ଅପରାହ୍ନ ସୁଦ୍ଧା ବାହାର ନେତାଙ୍କୁ ବାହାରିବାକୁ ନିର୍ଦ୍ଦେଶ

November 9, 2025

ନିର୍ବାଚନ ସମ୍ପର୍କିତ ଭ୍ରାନ୍ତିପୂର୍ଣ୍ଣ ସୂଚନା ପ୍ରସାର ନ କରିବା ପାଇଁ ମୁଖ୍ୟ ନିର୍ବାଚନ କମିଶନରଙ୍କ ନିର୍ଦ୍ଦେଶ

November 9, 2025

ରଥଯାତ୍ରା ସମୟରେ ଦଳାଚକଟା ଘଟଣା: ୭ ପୁଲିସ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ସୁପାରିସ

November 9, 2025

ବାରାଣସୀରୁ ଚାରୋଟି ନୂତନ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

November 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.