Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓକିଲ ସଂଘ ନିର୍ବାଚନ ପାଇଁ ବାଣପୁର କୋର୍ଟ ଚଳଚଞ୍ଚଳ, ମୈଦାନରେ ୧୩ ପ୍ରାର୍ଥୀ
ଆଜିର ଖବର

ଓକିଲ ସଂଘ ନିର୍ବାଚନ ପାଇଁ ବାଣପୁର କୋର୍ଟ ଚଳଚଞ୍ଚଳ, ମୈଦାନରେ ୧୩ ପ୍ରାର୍ଥୀ

March 14, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ସାରା ରାଜ୍ୟରେ ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୯ ତାରିଖରେ ଅନୁଷ୍ଠିତ ହେବ।  ଏହି ପରିପ୍ରେକ୍ଷୀରେ ଚଳଚଞ୍ଚଳ ହୋଇଉଠିଛନ୍ତି ରାଜ୍ୟର ସମସ୍ତ ଓକିଲ ସଂଘ। ଅନୁରୂପ ଭାବେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଓକିଲ ସଂଘ ର ଚଳିତ ବର୍ଷ ନିର୍ବାଚନ ପାଇଁ ସମୁଦାୟ ୧୩ ଜଣ ପ୍ରାର୍ଥୀ ନିର୍ବାଚନ ରଣଙ୍ଗନାରେ ଅବତୀର୍ଣ୍ଣ ହୋଇଛନ୍ତି। ସଭାପତି, ସମ୍ପାଦକ, ଉପ ସଭାପତି ଓ ସହ ସମ୍ପାଦକ ପଦବୀ ପାଇଁ ଦୁଇ ଦୁଇ ଜଣ ପ୍ରାର୍ଥୀ ପ୍ରତିଦ୍ବନ୍ଦିତା କରୁଥିବା ବେଳେ କାର୍ଯ୍ୟକାରୀ ସମିତି ସଦସ୍ୟ ପଦବୀ ପାଇଁ ୫ ଜଣ ପ୍ରାର୍ଥୀ ପ୍ରତିଦ୍ବନ୍ଦିତା କରୁଛନ୍ତି।

ସଭାପତି ପଦବୀ ପାଇଁ ବୃନ୍ଦାବନ ପ୍ରଧାନ ଓ ଦେବି ପ୍ରସାଦ ସାମନ୍ତରାୟ, ଉପ ସଭାପତି ପଦବୀ ପାଇଁ ପଦ୍ମଜା ପଟ୍ଟନାୟକ ଓ ଶ୍ରୀନିବାସ ରାଓ , ସମ୍ପାଦକ ପଦବୀ ପାଇଁ ଗୟାଚନ୍ଦ ଜଗଦୀଶ ପଟ୍ଟନାୟକ ଓ ଜଗନ୍ନାଥ ଭୋଳ, ସହ ସମ୍ପାଦକ ପଦବୀ ପାଇଁ ବିଭୁତି ଭୂଷଣ ନାୟକ ଓ ନରେନ୍ଦ୍ର କୁମାର ନାୟକ ଏବଂ କାର୍ଯ୍ୟକାରୀ ସମିତି ସଦସ୍ୟ ପଦବୀ ପାଇଁ ନରେଶ କୁମାର ଚମ୍ପତ୍ତି, ପ୍ରସନ୍ନ କୁମାର ଜେନା, ସନ୍ତୋଷ କୁମାର ମହାପାତ୍ର, ସୁପ୍ରଭା ସାମନ୍ତରାୟ ଓ
ଭି. କାମେଶ୍ୱର ଆଚାରୀ ପ୍ରତିଦ୍ବନ୍ଦିତା କରୁଥିବାର ସୂଚନା ଦେଇଛନ୍ତି ବାଣପୁର ଓକିଲ ସଂଘ ନିର୍ବାଚନ ଅଧିକାରୀ ଅଜିତ କୁମାର ସ୍ୱାଇଁ। ମାର୍ଚ୍ଚ ୨୯ ରେ ବାଣପୁର ଓକିଲ ସଂଘ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ହାତରେ ମାତ୍ର ଆଉ ଦୁଇ ସପ୍ତାହ ରହିଛି ପ୍ରାର୍ଥୀଙ୍କ ହାତରେ।

ଏହି ପରିପ୍ରେକ୍ଷୀରେ ବାଣପୁର କୋର୍ଟ ପରିସରରେ ନିର୍ବାଚନ ଉଷ୍ମତା ଆରମ୍ଭ ହୋଇଯାଇଥିବା ବେଳେ ପ୍ରାର୍ଥୀ ମାନେ ନିଜ ନିଜ ସପକ୍ଷରେ ପ୍ରଚାର ଆରମ୍ଭ କରିଦେଇଥିବା ଦେଖିବାକୁ ମିଳିଛି।

ଓକିଲ ସଂଘ ନିର୍ବାଚନ ବାଣପୁର କୋର୍ଟ
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026

ଶିଶୁ ଯତ୍ନ ଅନୁଷ୍ଠାନରେ ଶିଶୁମାନଙ୍କ ଦ୍ଵାରା ଆଇ ଏଚ ଏମ କ୍ୟାମ୍ପସ ଏବଂ ସାଇ ଏକ୍ସପର୍ଟ ପରିଦର୍ଶନ

February 20, 2026

ଚିଲିକା ଅଞ୍ଚଳର ବିଭିନ୍ନ ମନ୍ଦିରରୁ ଚୋରୀ କରୁଥିବା ଦୁଇ ଅଭିଯୁକ୍ତ ଧରିଲା ବାଲୁଗାଁ ପୋଲିସ

February 20, 2026

Odisha Tourism Budget: ଭୁବନେଶ୍ବରରେ 800 କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଅତ୍ୟାଧୁନିକ ସଂଗ୍ରହାଳୟ

February 20, 2026
Latest News

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026

ଶିଶୁ ଯତ୍ନ ଅନୁଷ୍ଠାନରେ ଶିଶୁମାନଙ୍କ ଦ୍ଵାରା ଆଇ ଏଚ ଏମ କ୍ୟାମ୍ପସ ଏବଂ ସାଇ ଏକ୍ସପର୍ଟ ପରିଦର୍ଶନ

February 20, 2026

ଚିଲିକା ଅଞ୍ଚଳର ବିଭିନ୍ନ ମନ୍ଦିରରୁ ଚୋରୀ କରୁଥିବା ଦୁଇ ଅଭିଯୁକ୍ତ ଧରିଲା ବାଲୁଗାଁ ପୋଲିସ

February 20, 2026

Odisha Tourism Budget: ଭୁବନେଶ୍ବରରେ 800 କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଅତ୍ୟାଧୁନିକ ସଂଗ୍ରହାଳୟ

February 20, 2026

ବଜେଟରେ ନୂଆ ଯୋଜନା, କଲେଜ ପଢା ସରିବା ପରେ ଏଣିକି ଝିଅମାନଙ୍କୁ ମିଳିବ ଲକ୍ଷେ ଟଙ୍କା

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.