Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗଛକୁ ଧକ୍କା ଦେଲା କାର୍: ଚାଳକ ମୃତ, ଦୁଇ ଯୁବକ ଗୁରୁତର
ଆଜିର ଖବର

ଗଛକୁ ଧକ୍କା ଦେଲା କାର୍: ଚାଳକ ମୃତ, ଦୁଇ ଯୁବକ ଗୁରୁତର

March 14, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବଡ଼ଗଡ ଥାନା ଅର୍ନ୍ତଗତ ସିଙ୍ଗିପୁର ଛକରେ ଏକ ଗଛକୁ ପିଟି ହୋଇ ଦୁର୍ଘଟଣାର ସମ୍ମୁଖିନ ହୋଇଛି ଏକ କାର୍। ବ୍ରହ୍ମପୁର ସହରର ଦୀପକ ବେହେରା ନାମକ ଜଣେ କାର୍ ଚାଳକଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ କାର୍ ରେ ବସିଥିବା ଦୁଇ ଯୁବକ ଗୁରୁତର ଆହତ ହୋଇ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତରିତ ହୋଇଛନ୍ତି।

ଘଟଣାସ୍ଥଳରୁ ଜଣାପଡିଛି ଯେ, କୌଣସି କାମରେ ଆସି ବ୍ରହ୍ମପୁର ଫେରୁଥିବା ବେଳେ କାର୍ ଚାଳକ ଦୀପକ ଭାରସାମ୍ୟ ହରାଇ ଉକ୍ତ ଗଛକୁ ପିଟି ଦେଇଥିଲା। ଉପସ୍ଥିତ ଲୋକଙ୍କ ଠାରୁ ଖବର ପାଇ ପୋଲିସ ଅଗ୍ନିଶମ ବିଭାଗ କର୍ମଚାରୀମାନଙ୍କ ସହ ଘଟଣାସ୍ଥଳରେ ପହଞ୍ଚି ମୃତାହତ ମାନଙ୍କୁ ଉଦ୍ଧାର କରି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଛି। ସେହିଭଳି ଗୁରୁତର ଆହତ ମାନଙ୍କୁ ଚିକିତ୍ସା ପାଇଁ ବ୍ରହ୍ମପୁର ବଡଡାକ୍ତରଖାନାକୁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି।

ଚାଳକ ମୃତ ବଡ଼ଗଡ଼ ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

କୋଇଲା କ୍ଷେତ୍ରରେ ପ୍ରଗତି ଏବଂ ସଫଳତା: ୨୦୧୪ ମସିହାରୁ ଏମସିଏଲର ପରିବର୍ତ୍ତନଶୀଳ ଯାତ୍ରା

September 9, 2026

ଆବୁଧାବିରେ ନିବେଶକ ସମ୍ମିଳନୀର ପ୍ରସ୍ତୁତି ସମୀକ୍ଷା କଲେ ହେମନ୍ତ ଶର୍ମା

September 9, 2026

ସେପ୍ଟେମ୍ବର ୯ ତାରିଖ: କେମିତି ରହିବ ଆପଣଙ୍କର ଭାଗ୍ୟ, ପଢନ୍ତୁ ଆଜିର ରାଶିଫଳ

September 9, 2026

୧୧ରେ ଆଉ ଏକ ଲଘୁଚାପ ସମ୍ଭାବନା: ଆଜିଠୁ ବଢ଼ିବ ବର୍ଷାର ପରିମାଣ

September 8, 2026
Latest News

କୋଇଲା କ୍ଷେତ୍ରରେ ପ୍ରଗତି ଏବଂ ସଫଳତା: ୨୦୧୪ ମସିହାରୁ ଏମସିଏଲର ପରିବର୍ତ୍ତନଶୀଳ ଯାତ୍ରା

September 9, 2026

ଆବୁଧାବିରେ ନିବେଶକ ସମ୍ମିଳନୀର ପ୍ରସ୍ତୁତି ସମୀକ୍ଷା କଲେ ହେମନ୍ତ ଶର୍ମା

September 9, 2026

ଡେଡିକେଟେଡ୍ ଫ୍ରେଟ୍ କରିଡର ହେଉଛି ଦ୍ରୁତଗତିରେ ବିକଶିତ ଭାରତର ଜୀବନରେଖା: ପ୍ରଧାନମନ୍ତ୍ରୀ

September 9, 2026

ଗ୍ଲୋବାଲ ଫିନଟେକ ଫେଷ୍ଟ ୨୦୨୬କୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

September 9, 2026

ସେପ୍ଟେମ୍ବର ୯ ତାରିଖ: କେମିତି ରହିବ ଆପଣଙ୍କର ଭାଗ୍ୟ, ପଢନ୍ତୁ ଆଜିର ରାଶିଫଳ

September 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.