Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବରରେ ମେଟ୍ରୋ ରେଳ ନେଇ ଉଠିଲା ପ୍ରଶ୍ନବାଚୀ, ଲାଭଦାୟକ ହେବ କି ନାହିଁ ଗଠନ ହେଲା କମିଟ
ଆଜିର ଖବର

ଭୁବନେଶ୍ବରରେ ମେଟ୍ରୋ ରେଳ ନେଇ ଉଠିଲା ପ୍ରଶ୍ନବାଚୀ, ଲାଭଦାୟକ ହେବ କି ନାହିଁ ଗଠନ ହେଲା କମିଟ

March 15, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
metro train
ଭୁବନେଶ୍ବରରେ ମେଟ୍ରୋ ରେଳ ନେଇ ଉଠିଲା ପ୍ରଶ୍ନବାଚୀ, ଲାଭଦାୟକ ହେବ କି ନାହିଁ ଗଠନ ହେଲା କମିଟ

ଭୁବନେଶ୍ବର: ଭୁବନେଶ୍ବରରେ ମେଟ୍ରୋ ରେଳ ହେବ କି ନାହିଁ ସେ ନେଇ ବର୍ତ୍ତମାନ ସନ୍ଦେହ ସୃଷ୍ଟି ହୋଇଛି। କାରଣ ହେଲା ଏହି ବହୁ କୋଟି ପ୍ରକଳ୍ପ ଲାଭଦାୟକ ହେବ କି ନାହିଁ ତାହାର ଅନୁଧ୍ୟାନ କରିବା ପାଇଁ ଗଠନ ହେଲା ଏକ କମିଟ। ଏ ନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର।

ସେ କହିଛନ୍ତି ଯେ, ଏହି ପ୍ରକଳ୍ପର କାମ ଏବଂ ଫିଜିବିଲିଟ୍ ନେଇ ଅନୁଧ୍ୟାନ କରାଯିବ। ସେମାନଙ୍କ ରିପୋର୍ଟ ଅନୁସାରେ କାମ ହେବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ଫଳରେ ଏହାର ଭବିଷ୍ୟତ ନେଇ ବର୍ତ୍ତମାନ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

ଏପ୍ରିଲ ୨୦୨୩ରେ ନବୀନ ସରକାର ମେଟ୍ରୋ ରେଳ ପ୍ରକଳ୍ପକୁ କରିଥିଲେ ଅନୁମୋଦନ । ୨୦୨୪ ଜାନୁଆରୀ ପହିଲାରେ ବାରଙ୍ଗରେ ପଡ଼ିଥିଲା ଭିତ୍ତିପ୍ରସ୍ତର । ପ୍ରକଳ୍ପ ପାଇଁ ୬ ହଜାର କୋଟିରୁ ଅଧିକ ଟଙ୍କା ମଞ୍ଜୁର କରିଥିଲେ ଓଡ଼ିଶା ସରକାର। ଏହାକୁ ନେଇ ରାଜ୍ୟବାସୀ ବେଶ ଆଶାବାଦୀ ଥିଲେ। ହେଲେ ବର୍ତ୍ତମାନ ତାହା ହେବ କି ନାହିଁ ସନ୍ଦେହ ସୃଷ୍ଟି ହେଲାଣି।

Metro Train ଭୁବନେଶ୍ବର ମେଟ୍ରୋ ଟ୍ରେନ ମେଟ୍ରୋ ରେଳ
Share. Facebook Twitter LinkedIn Email WhatsApp Copy Link

Related Posts

ଲର୍ଡସରେ ଇତିହାସ ରଚିବେ ରୋହିତ ଶର୍ମା: ଭାଙ୍ଗିପାରନ୍ତି ଏହି ଦୁଇଟି ରେକର୍ଡ

July 18, 2026

ନୟାଗଡ଼: ବାସସ୍ଥାନ ଯୋଜନାରୁ ବଞ୍ଚିତ ଦିନ ମଜୁରିଆଙ୍କ ପାଲ ତଳେ କଟୁଛି ଜୀବନ

July 18, 2026

ସୋନମ ୱାଙ୍ଗଚୁକଙ୍କୁ ହଟାଇବା ପରେ ଆମରଣ ଅନଶନରେ ବସିଲେ ଅଭିଜିତ ଦୀପକେ

July 18, 2026

କିଡନୀ ଖରାପ ହେଲେ ଦେଖାଯାଏ ଏହି ଲକ୍ଷଣ: ଆଦୌ କରନ୍ତୁ ନାହିଁ ଅଣଦେଖା

July 18, 2026
Latest News

ସୋନମ ୱାଙ୍ଗଚୁକଙ୍କ ସମ୍ପର୍କରେ ସରକାର ଏବଂ ସିଜେପି କୁ ସମାଲୋଚନା କଲେ ପ୍ରିୟଙ୍କା ଚତୁର୍ବେଦୀ

July 18, 2026

ଲର୍ଡସରେ ଇତିହାସ ରଚିବେ ରୋହିତ ଶର୍ମା: ଭାଙ୍ଗିପାରନ୍ତି ଏହି ଦୁଇଟି ରେକର୍ଡ

July 18, 2026

ଇତିହାସ ରଚିଲା ଭାରତ: ଶ୍ରୀହରିକୋଟାରୁ ଉତକ୍ଷେପଣ କଳା ପ୍ରଥମ ଘରୋଇ ରକେଟ୍

July 18, 2026

ରୁଷୀୟ ତୈଳ କ୍ରୟ ଉପରେ ୧୦୦% ଶୁଳ୍କ ଲାଗୁ କରିବ ଆମେରିକା?: ଜାଣନ୍ତୁ ଭାରତର ଜବାବ

July 18, 2026

ନୟାଗଡ଼: ବାସସ୍ଥାନ ଯୋଜନାରୁ ବଞ୍ଚିତ ଦିନ ମଜୁରିଆଙ୍କ ପାଲ ତଳେ କଟୁଛି ଜୀବନ

July 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.