Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଖ୍ୟାତ କବି ରମାକାନ୍ତ ରଥଙ୍କ ବିୟୋଗରେ ନବୀନ ପଟ୍ଟନାୟକଙ୍କ ଶୋକ, କହିଲେ ଏପରି କଥା
ଆଜିର ଖବର

ପ୍ରଖ୍ୟାତ କବି ରମାକାନ୍ତ ରଥଙ୍କ ବିୟୋଗରେ ନବୀନ ପଟ୍ଟନାୟକଙ୍କ ଶୋକ, କହିଲେ ଏପରି କଥା

March 16, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
naveen
ପ୍ରଖ୍ୟାତ କବି ରମାକାନ୍ତ ରଥଙ୍କ ବିୟୋଗରେ ନବୀନ ପଟ୍ଟନାୟକଙ୍କ ଶୋକ, କହିଲେ ଏପରି କଥା

ଭୁବନେଶ୍ବର: ଆଜି ପ୍ରଖ୍ୟାତ କବି ତଥା ସାହିତ୍ୟିକ ରମାକାନ୍ତ ରଥଙ୍କର ବିୟୋଗ ହୋଇଯାଇଛି। ସେ ୯୧ ବର୍ଷ ବୟସରେ ଶେଷ ନିଃସ୍ବାଶ ତ୍ୟାଗ କରିଛନ୍ତି। ଭୁବନେଶ୍ୱରର ଖାରବେଳନଗର ସ୍ଥିତ ବାସଭବନରେ ତାଙ୍କର ପରଲୋକ ହୋଇଛି। ତାଙ୍କ ବିୟୋଗରେ ସାରା ଓଡିଶାର ସାହିତ୍ୟ ଜଗତରେ ଶୋକର ଛାୟା ଖେଳିଯାଇଛି।

ଏହି ପରିପ୍ରେକ୍ଷୀରେ ଶୋକ ପ୍ରକାଶ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ। ସେ କହିଛନ୍ତି ଯେ,

“ପ୍ରସିଦ୍ଧ କବି ତଥା ସାହିତ୍ୟିକ ରମାକାନ୍ତ ରଥଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଆଧୁନିକ ଓଡ଼ିଆ ସାହିତ୍ୟକୁ ସମୃଦ୍ଧ କରିବାରେ ତାଙ୍କର ରହିଛି ବହୁମୂଲ୍ୟ ଯୋଗଦାନ। ନିଜ ସ୍ୱତନ୍ତ୍ର ରଚନା ଶୈଳୀ ପାଇଁ ପାଠକଙ୍କ ହୃଦୟରେ ସେ ଚିର ଅମର ହୋଇ ରହିବେ। ଏପରି ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି।’

naveen ନବୀନ ପଟ୍ଟନାୟକ ରମାକାନ୍ତ ରଥ
Share. Facebook Twitter LinkedIn Email WhatsApp Copy Link

Related Posts

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026

ଭାରତ ପାଇଁ ବଢିଲା ଟି-୨୦ ବିଶ୍ୱକପ୍ ରୁ ବାଦ ପଡ଼ିବାର ଆଶଙ୍କା: ବୁଝନ୍ତୁ ସମ୍ପୂର୍ଣ୍ଣ ସମୀକରଣ

June 22, 2026

ବିଜେଡିକୁ ବଡ଼ ଝଟକା: କ୍ରସ୍ ଭୋଟିଂ ମାମଲାରେ ୮ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ଆବେଦନ ଖାରଜ

June 22, 2026
Latest News

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026

ଭାରତ ପାଇଁ ବଢିଲା ଟି-୨୦ ବିଶ୍ୱକପ୍ ରୁ ବାଦ ପଡ଼ିବାର ଆଶଙ୍କା: ବୁଝନ୍ତୁ ସମ୍ପୂର୍ଣ୍ଣ ସମୀକରଣ

June 22, 2026

ବିଜେଡିକୁ ବଡ଼ ଝଟକା: କ୍ରସ୍ ଭୋଟିଂ ମାମଲାରେ ୮ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ଆବେଦନ ଖାରଜ

June 22, 2026

ଉଦ୍ଧବ ଠାକରେଙ୍କୁ ବଡ଼ ଝଟକା!: ବିଜେପିରେ ଯୋଗ ଦେଲେ ୫୦ ରୁ ଅଧିକ ପଦାଧିକାରୀ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.