Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟ୍ରେନ୍ ଅପହରଣ ପରେ, ପାକିସ୍ତାନୀ ସେନାର ୮ ଟି ବସ୍ ଉପରେ ଆତ୍ମଘାତୀ ଆକ୍ରମଣ, ୯୦ ସୈନିକ ମୃତ
ଆଜିର ଖବର

ଟ୍ରେନ୍ ଅପହରଣ ପରେ, ପାକିସ୍ତାନୀ ସେନାର ୮ ଟି ବସ୍ ଉପରେ ଆତ୍ମଘାତୀ ଆକ୍ରମଣ, ୯୦ ସୈନିକ ମୃତ

March 16, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଜାଫର ଏକ୍ସପ୍ରେସ ଟ୍ରେନ ଅପହରଣ ପରେ ପାକିସ୍ତାନରେ ଆତଙ୍କ ଖେଳିଯାଇଛି। ଏହି ସମୟରେ ଆଜି ବଲୁଚିସ୍ତାନରେ ସେନାର ୮ ଟି ବସ ଉପରେ ଆକ୍ରମଣ କରାଯାଇଛି। ଏହି ଆକ୍ରମଣ ବଲୁଚିସ୍ତାନ ଲିବରେସନ୍ ଆର୍ମି (ବିଏଲ୍ଏ) କରିଥିବା ଦାବି କରିଛି। ଏବଂ ବିଏଲଏ କହିଛି ଯେ, ଏଥିରେ ପାକିସ୍ତାନୀ ସେନାର ୯୦ ସୈନିକଙ୍କୁ ମାରିଦିଆଯାଇଛି।

ଦ ବଲୁଚିସ୍ତାନ ପୋଷ୍ଟ ଅନୁଯାୟୀ, ନୋଶକିରେ ପାକିସ୍ତାନୀ ସେନାର ବସ ଉପରେ ଆକ୍ରମଣ କରାଯାଇଥିଲା। ସେଠାରେ ଅନେକଗୁଡ଼ିଏ ବିସ୍ଫୋରଣ ହୋଇଥିଲା ଏବଂ ପରେ ପ୍ରବଳ ଗୁଳି ବିନିମୟ ହୋଇଥିଲା। ଏହି ଆକ୍ରମଣ ପରେ ଅନେକ ଆମ୍ବୁଲାନ୍ସ ଏବଂ ସୁରକ୍ଷା ବାହିନୀ ଘଟଣାସ୍ଥଳକୁ ଯାଉଥିବା ବେଳେ ଡାକ୍ତରଖାନାରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରାଯାଇଛି।

BLA Breaking News Paikistan
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ଚୀନ୍ ବିଦେଶ ମନ୍ତ୍ରୀ ୱାଙ୍ଗ ୟି

August 19, 2025

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ରାଜଧାନୀ ଏକ୍ସପ୍ରେସ୍ ଏବଂ ଭଦ୍ରକ ରେଳ ଷ୍ଟେସନ୍ ଯାଞ୍ଚ

August 19, 2025

ଘୋଷଣା ହେଲା NEET PG 2025 ଫଳାଫଳ, କେବେ କରିବେ ସ୍କୋରକାର୍ଡ ଡାଉନଲୋଡ୍?

August 19, 2025

ଡ଼କାୟତି ଯୋଜନା ବେଳେ ପୋଲିସର ଅତର୍କିତ ଚଢ଼ାଉ, ମାରଣାସ୍ତ୍ର ସହିତ ପାଞ୍ଚ ଗିରଫ

August 19, 2025
Latest News

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ଚୀନ୍ ବିଦେଶ ମନ୍ତ୍ରୀ ୱାଙ୍ଗ ୟି

August 19, 2025

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ରାଜଧାନୀ ଏକ୍ସପ୍ରେସ୍ ଏବଂ ଭଦ୍ରକ ରେଳ ଷ୍ଟେସନ୍ ଯାଞ୍ଚ

August 19, 2025

ଘୋଷଣା ହେଲା NEET PG 2025 ଫଳାଫଳ, କେବେ କରିବେ ସ୍କୋରକାର୍ଡ ଡାଉନଲୋଡ୍?

August 19, 2025

ଡ଼କାୟତି ଯୋଜନା ବେଳେ ପୋଲିସର ଅତର୍କିତ ଚଢ଼ାଉ, ମାରଣାସ୍ତ୍ର ସହିତ ପାଞ୍ଚ ଗିରଫ

August 19, 2025

ନିର୍ବାଚନ ତଥ୍ୟ ଦେଇଥିବା CSDS ନିର୍ଦ୍ଦେଶକ ମାଗିଲେ କ୍ଷମା: ରାହୁଲ ଗାନ୍ଧୀଙ୍କୁ ବିଜେପି ର ଟାର୍ଗେଟ

August 19, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.