Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟ୍ରେନ୍ ଅପହରଣ ପରେ, ପାକିସ୍ତାନୀ ସେନାର ୮ ଟି ବସ୍ ଉପରେ ଆତ୍ମଘାତୀ ଆକ୍ରମଣ, ୯୦ ସୈନିକ ମୃତ
ଆଜିର ଖବର

ଟ୍ରେନ୍ ଅପହରଣ ପରେ, ପାକିସ୍ତାନୀ ସେନାର ୮ ଟି ବସ୍ ଉପରେ ଆତ୍ମଘାତୀ ଆକ୍ରମଣ, ୯୦ ସୈନିକ ମୃତ

March 16, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଜାଫର ଏକ୍ସପ୍ରେସ ଟ୍ରେନ ଅପହରଣ ପରେ ପାକିସ୍ତାନରେ ଆତଙ୍କ ଖେଳିଯାଇଛି। ଏହି ସମୟରେ ଆଜି ବଲୁଚିସ୍ତାନରେ ସେନାର ୮ ଟି ବସ ଉପରେ ଆକ୍ରମଣ କରାଯାଇଛି। ଏହି ଆକ୍ରମଣ ବଲୁଚିସ୍ତାନ ଲିବରେସନ୍ ଆର୍ମି (ବିଏଲ୍ଏ) କରିଥିବା ଦାବି କରିଛି। ଏବଂ ବିଏଲଏ କହିଛି ଯେ, ଏଥିରେ ପାକିସ୍ତାନୀ ସେନାର ୯୦ ସୈନିକଙ୍କୁ ମାରିଦିଆଯାଇଛି।

ଦ ବଲୁଚିସ୍ତାନ ପୋଷ୍ଟ ଅନୁଯାୟୀ, ନୋଶକିରେ ପାକିସ୍ତାନୀ ସେନାର ବସ ଉପରେ ଆକ୍ରମଣ କରାଯାଇଥିଲା। ସେଠାରେ ଅନେକଗୁଡ଼ିଏ ବିସ୍ଫୋରଣ ହୋଇଥିଲା ଏବଂ ପରେ ପ୍ରବଳ ଗୁଳି ବିନିମୟ ହୋଇଥିଲା। ଏହି ଆକ୍ରମଣ ପରେ ଅନେକ ଆମ୍ବୁଲାନ୍ସ ଏବଂ ସୁରକ୍ଷା ବାହିନୀ ଘଟଣାସ୍ଥଳକୁ ଯାଉଥିବା ବେଳେ ଡାକ୍ତରଖାନାରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରାଯାଇଛି।

BLA Breaking News
Share. Facebook Twitter LinkedIn Email WhatsApp Copy Link

Related Posts

ଚିଲିକା ଲୋକଙ୍କୁ ଆର୍ଥିକ ସ୍ୱାବଲମ୍ବୀ କରିବା ଲକ୍ଷ୍ୟ: ଆଇନ ମନ୍ତ୍ରୀଙ୍କ ଫୋକସରେ କୃଷି ଓ ଉଦ୍ୟାନ କୃଷି

August 29, 2026

200 କିମି ରେଞ୍ଜର ସ୍କୁଟର ଲଞ୍ଚ କଲା Ather: ଜାଣନ୍ତୁ ମୂଲ୍ୟ କେତେ?

August 29, 2026

ମମତା ବାନାର୍ଜୀଙ୍କୁ ଆଉ ଏକ ବଡ଼ ଝଟକା!: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ପୋଲିସର କାର୍ଯ୍ୟାନୁଷ୍ଠାନ

August 29, 2026

ପନିର ପରେ ଏବେ ଘିଅ ଉପରେ କାର୍ଯ୍ୟାନୁଷ୍ଠାନ: ଏକ ବର୍ଷ ପାଇଁ ପ୍ରତିବନ୍ଧକ ଲଗାଇଲା ଏହି ରାଜ୍ୟ 

August 29, 2026
Latest News

ଡିଜିପି-ଆଇଜିପି ସମ୍ମିଳନୀ: ଭବିଷ୍ୟତର ‘ସ୍ମାର୍ଟ ପୋଲିସିଂ’ ବ୍ଲୁ-ପ୍ରିଣ୍ଟ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

August 29, 2026

ଚିଲିକା ଲୋକଙ୍କୁ ଆର୍ଥିକ ସ୍ୱାବଲମ୍ବୀ କରିବା ଲକ୍ଷ୍ୟ: ଆଇନ ମନ୍ତ୍ରୀଙ୍କ ଫୋକସରେ କୃଷି ଓ ଉଦ୍ୟାନ କୃଷି

August 29, 2026

200 କିମି ରେଞ୍ଜର ସ୍କୁଟର ଲଞ୍ଚ କଲା Ather: ଜାଣନ୍ତୁ ମୂଲ୍ୟ କେତେ?

August 29, 2026

ମମତା ବାନାର୍ଜୀଙ୍କୁ ଆଉ ଏକ ବଡ଼ ଝଟକା!: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ପୋଲିସର କାର୍ଯ୍ୟାନୁଷ୍ଠାନ

August 29, 2026

ଅଗଷ୍ଟ ୩୧ ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

August 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.