Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଡିଜିଟାଲ ରୂପାନ୍ତରଣ ପୁରସ୍କାର ୨୦୨୫ ଜିତିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କର ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

ଡିଜିଟାଲ ରୂପାନ୍ତରଣ ପୁରସ୍କାର ୨୦୨୫ ଜିତିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କର ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

March 17, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଏହି ବ୍ୟାଙ୍କଗୁଡ଼ିକ ପାଇଁ ନିୟମ ପରିବର୍ତ୍ତନ କରୁଛି RBI: ଗୃହ ଋଣରେ ରିହାତି ପ୍ରଦାନ ବ୍ୟବସ୍ଥା
ଏହି ବ୍ୟାଙ୍କଗୁଡ଼ିକ ପାଇଁ ନିୟମ ପରିବର୍ତ୍ତନ କରୁଛି RBI: ଗୃହ ଋଣରେ ରିହାତି ପ୍ରଦାନ ବ୍ୟବସ୍ଥା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଡିଜିଟାଲ ରୂପାନ୍ତରଣ ପୁରସ୍କାର ୨୦୨୫ ଜିତିଥିବାରୁ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)କୁ ପ୍ରଶଂସା କରିଛନ୍ତି। ବ୍ରିଟେନର ଲଣ୍ଡନ ସ୍ଥିତ ସେଣ୍ଟ୍ରାଲ ବ୍ୟାଙ୍କିଙ୍ଗ ପକ୍ଷରୁ ଆର୍‌ବିଆଇକୁ ଏହି ଡିଜିଟାଲ ରୂପାନ୍ତରଣ ପୁରସ୍କାର ୨୦୨୫ ପ୍ରଦାନ କରାଯାଇଛି। ଏଥିରେ ଆର୍‌ବିଆଇର ଇନ୍‌-ହାଉସ୍ ଡେଭଲପର୍ ଟିମ୍ ଦ୍ୱାରା ବିକଶିତ ଏହାର ଅଭିନବ ଡିଜିଟାଲ ପଦକ୍ଷେପ – ପ୍ରବାହ ଏବଂ ସାରଥୀ – କୁ ସ୍ୱୀକୃତି ଦିଆଯାଇଛି।

ଏହି ସଫଳତାକୁ ପ୍ରଶଂସା କରି ପ୍ରଧାନମନ୍ତ୍ରୀ ଏକ୍ସରେ ଲେଖିଛନ୍ତି:

“ଏକ ପ୍ରଶଂସନୀୟ ସଫଳତା, ଯାହା ଶାସନରେ ନବାଚାର ଏବଂ ଦକ୍ଷତା ପ୍ରତି ଗୁରୁତ୍ୱକୁ ପ୍ରତିଫଳିତ କରେ।

ଡିଜିଟାଲ ନବାଚାର ଭାରତର ଆର୍ଥିକ ଇକୋସିଷ୍ଟମକୁ ମଜବୁତ କରିଚାଲିଛି ଏବଂ ଏହିପରି ଏହା ଅଗଣିତ ଜୀବନକୁ ସଶକ୍ତ କରୁଛି।”

ନରେନ୍ଦ୍ର ମୋଦୀ ଭାରତୀୟ ରିଜର୍ଭ ବ୍ୟାଙ୍କ
Share. Facebook Twitter LinkedIn Email WhatsApp Copy Link

Related Posts

‘ଦିଲ୍ଲୀରେ ରୁହନ୍ତୁ ସମସ୍ତ ମନ୍ତ୍ରୀ’: କ୍ୟାବିନେଟ୍ ବିସ୍ତାର କଳ୍ପନାଜଳ୍ପନା ମଧ୍ୟରେ ମିଳିଲା ନିର୍ଦ୍ଦେଶ

September 17, 2026

କ୍ୟାଶଲେସ୍ ଇଣ୍ଡିଆରେ ନୂଆ ମୋଡ଼! UPI ଚାର୍ଜକୁ ନେଇ ବ୍ୟବସାୟୀଙ୍କ ଅସନ୍ତୋଷ

September 17, 2026

ମହାନଦୀରେ ବୁଡ଼ି ୧୪ ବର୍ଷୀୟ ନାବାଳକ ନିଖୋଜ, ଦୁଇ ସାଙ୍ଗ ଉଦ୍ଧାର

September 17, 2026

ପୁରସ୍କାର ଘୋଷଣା ପରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସମ୍ପର୍କରେ ବଡ଼ ବୟାନ ଦେଲେ ଅନନ୍ତ ନାଗ

September 17, 2026
Latest News

‘ଦିଲ୍ଲୀରେ ରୁହନ୍ତୁ ସମସ୍ତ ମନ୍ତ୍ରୀ’: କ୍ୟାବିନେଟ୍ ବିସ୍ତାର କଳ୍ପନାଜଳ୍ପନା ମଧ୍ୟରେ ମିଳିଲା ନିର୍ଦ୍ଦେଶ

September 17, 2026

କ୍ୟାଶଲେସ୍ ଇଣ୍ଡିଆରେ ନୂଆ ମୋଡ଼! UPI ଚାର୍ଜକୁ ନେଇ ବ୍ୟବସାୟୀଙ୍କ ଅସନ୍ତୋଷ

September 17, 2026

ମହାନଦୀରେ ବୁଡ଼ି ୧୪ ବର୍ଷୀୟ ନାବାଳକ ନିଖୋଜ, ଦୁଇ ସାଙ୍ଗ ଉଦ୍ଧାର

September 17, 2026

ପୁରସ୍କାର ଘୋଷଣା ପରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସମ୍ପର୍କରେ ବଡ଼ ବୟାନ ଦେଲେ ଅନନ୍ତ ନାଗ

September 17, 2026

ଅଜିତ ଅଗରକରଙ୍କ କାର୍ଯ୍ୟକାଳ ଶେଷ!: ପରବର୍ତ୍ତୀ ମୁଖ୍ୟ ଚୟନକର୍ତ୍ତା ତାଲିକାରେ ଓଡିଶାର ଦୁଇ ନାମ

September 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.