Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପାଙ୍କ ପରଲୋକ, ସପତ୍ନୀକ ଶେଷ ଦର୍ଶନ କଲେ ଗୃହମନ୍ତ୍ରୀ ଅମିତ ଶାହ
ଆଜିର ଖବର

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପାଙ୍କ ପରଲୋକ, ସପତ୍ନୀକ ଶେଷ ଦର୍ଶନ କଲେ ଗୃହମନ୍ତ୍ରୀ ଅମିତ ଶାହ

March 17, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପାଙ୍କ ପରଲୋକ, ସପତ୍ନୀକ ଶେଷ ଦର୍ଶନ କଲେ ଗୃହମନ୍ତ୍ରୀ ଅମିତ ଶାହ

ନୂଆଦିଲ୍ଲୀ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ଗୃହମନ୍ତ୍ରୀ ଅମିତ ଶାହ। ସେ ଆଜି ଧର୍ମେନ୍ଦ୍ରଙ୍କ ବାସଭବନକୁ ଯାଇ ଶେଷ ଦର୍ଶନ ମଧ୍ୟ କରିଛନ୍ତି।

ଅମିତ ଶାହ ତାଙ୍କ ସାମାଜିକ ଗଣମାଧ୍ୟମରେ କହିଛନ୍ତି ଯେ, ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡକ୍ଟର ଦେବେନ୍ଦ୍ର ପ୍ରଧାନଙ୍କ ସାରା ଜୀବନ ରାଷ୍ଟ୍ରସେବା ପାଇଁ ସମର୍ପିତ ଥିଲା। ଅଟଳ ବିହାରୀ ବାଜପେୟୀଙ୍କ ସରକାରରେ ମନ୍ତ୍ରୀ ଭାବେ ଦେଶରେ ବିକାଶ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ହେଉ ବା ଓଡ଼ିଶାରେ ବିଜେପିର ରାଜ୍ୟ ସଭାପତି ଭାବେ ସଙ୍ଗଠନକୁ ସୁଦୃଢ କରିବା ହେଉ, ସେ ସର୍ବଦା ନିଜର କର୍ତ୍ତବ୍ୟ ପ୍ରତିବଦ୍ଧତାର ସହ ସୂଚାରୁରୂପେ ନିର୍ବାହ କରି ଉଦାହରଣ ସୃଷ୍ଟି କରିଥିଲେ।

ଆଜି ନୂଆଦିଲ୍ଲୀ ଠାରେ ତାଙ୍କର ଶେଷ ଦର୍ଶନ କରି ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ତାଙ୍କର ସୁପୁତ୍ର ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ପରିବାର ସଦସ୍ୟଙ୍କୁ ସମବେଦନା ଜଣାଇଛି। ଇଶ୍ଵର ଦିବଂଗତ ପୁଣ୍ୟାତ୍ମାଙ୍କୁ ନିଜ ଶ୍ରୀଚରଣରେ ସ୍ଥାନ ଦିଅନ୍ତୁ। ଓଁ ଶାନ୍ତି

Debendra Pradhan ଅମିତ ଶାହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଡାକ୍ତର ଦେବେନ୍ଦ୍ର ପ୍ରଧାନ ଦେବେନ୍ଦ୍ର ପ୍ରଧାନ ଧର୍ମେନ୍ଦ୍ର ପ୍ରଧାନ
Share. Facebook Twitter LinkedIn Email WhatsApp Copy Link

Related Posts

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

February 3, 2026

ଆଜି ଫକୀର ମୋହନ ବିଶ୍ୱବିଦ୍ୟାଳୟ ଗସ୍ତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

February 3, 2026

ୱାର୍ମ-ଅପ୍ ମ୍ୟାଚ୍‌ରେ ଟିମ୍ ଇଣ୍ଡିଆର ବଡ଼ ବିଜୟ: ଆମେରିକାକୁ ୩୮ ରନ୍‌ରେ ପରାସ୍ତ କଲା ଭାରତ

February 3, 2026
Latest News

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

February 3, 2026

ଆଜି ଫକୀର ମୋହନ ବିଶ୍ୱବିଦ୍ୟାଳୟ ଗସ୍ତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

February 3, 2026

ୱାର୍ମ-ଅପ୍ ମ୍ୟାଚ୍‌ରେ ଟିମ୍ ଇଣ୍ଡିଆର ବଡ଼ ବିଜୟ: ଆମେରିକାକୁ ୩୮ ରନ୍‌ରେ ପରାସ୍ତ କଲା ଭାରତ

February 3, 2026

‘ପୂର୍ବୋଦୟ ମିଶନ’ରେ ଓଡ଼ିଶାର ପ୍ରଗତି ପଥକୁ ପ୍ରଶସ୍ତ କରିବ: ଧର୍ମେନ୍ଦ୍ର ପ୍ରଧାନ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.