Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଇଏଏସ ସ୍ତରରେ ହେଲା ଛୋଟ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ
ଆଜିର ଖବର

ଆଇଏଏସ ସ୍ତରରେ ହେଲା ଛୋଟ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ

March 18, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଇଏଏସ ସ୍ତରରେ ହେଲା ଛୋଟ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ

ଭୁବନେଶ୍ବର: ରାଜ୍ୟ ସରକାର ଆଇଏଏସ ସ୍ତରରେ ଛୋଟ ଅଦଳବଦଳ କରିଛନ୍ତି। ଗତକାଲି ରାତିରେ ଏହି ଅଦଳବଦଳ କରାଯାଇଛି। ନିକଟରେ ସରକାର ଆଇଏଏସ ଓ ଆଇପିଏସ ସ୍ତରରେ ବଡ ଧରଣର ଅଦଳବଦଳ କରିଥିଲେ। ତେବେ ନୂଆ ଅଦଳବଦଳ ଅନୁସାରେ ଯେଉଁ ପରିବର୍ତ୍ତନ କରାଯାଇଛି ତାହା ହେଲା..

1: ସମର୍ଥ ବର୍ମା-ନିର୍ଦ୍ଦେଶକ ବୈଷୟିକ ଶିକ୍ଷା ଓ ତାଲିମ ସହିତ ସେ ଓଡିଶା ଚଳଚିତ୍ର ଉନ୍ନୟନ ନିଗମର ଏମଡି ଭାବେ କାର୍ଯ୍ୟ କରୁଛନ୍ତି। ତାଙ୍କୁ ଏହି ଦାୟିତ୍ବ ସହିତ ସେ ଲଘୁ ଖଣିଜ ବିଭାଗର ନିର୍ଦ୍ଦେଶକ କରାଯାଇଛି।

2: ସୁଦର୍ଶନ ଚକ୍ରବର୍ତ୍ତୀ- ବର୍ତ୍ତମାନ ସେ ଲଘୁ ଖଣିଜ ବିଭାଗର ନିର୍ଦ୍ଦେଶକ ଅଛନ୍ତି। ତାଙ୍କୁ ଓଡିଶା ରାଜ୍ୟ ସାଧାରଣ ଯୋଗାଣ ବିଭାଗର ଏମଡି ଭାବେ ବଦଳି କରାଯାଇଛି।

3: ଶୁଭମ ସାକ୍ସସେନା- ବର୍ତ୍ତମାନ ଓଡିଶା ରାଜ୍ୟ ସାଧାରଣ ଯୋଗାଣ ବିଭାଗର ଏମଡି ଏବଂ ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ବିଭାଗର ଅତିରିକ୍ତ ଶାସନ ସଚିବ ଅଛନ୍ତି। ତାଙ୍କୁ କୃଷି ଓ ଖାଦ୍ୟ ଉତ୍ପାଦନ ବିଭାଗର ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି।

ias ଆଇଏଏସ ଆଇଏଏସ ଅଦଳବଦଳ ସମର୍ଥ ବର୍ମା
Share. Facebook Twitter LinkedIn Email WhatsApp Copy Link

Related Posts

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026

“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

March 16, 2026

ରାଜ୍ୟସଭା ନିର୍ବାଚନ: ଉପାସନା ମହାପାତ୍ରଙ୍କ ଭୋଟକୁ ବିରୋଧ କଲେ ବିରୋଧୀ

March 16, 2026

ସୋସିଆଲ ମିଡିଆରେ ନକଲି ଭିଡିଓ ସେୟାର କରିବା ମାମଲା: ୧୯ ଭାରତୀୟଙ୍କୁ ଗିରଫ କଲା ୟୁଏଇ 

March 16, 2026
Latest News

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026

“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

March 16, 2026

ରାଜ୍ୟସଭା ନିର୍ବାଚନ: ଉପାସନା ମହାପାତ୍ରଙ୍କ ଭୋଟକୁ ବିରୋଧ କଲେ ବିରୋଧୀ

March 16, 2026

ସୋସିଆଲ ମିଡିଆରେ ନକଲି ଭିଡିଓ ସେୟାର କରିବା ମାମଲା: ୧୯ ଭାରତୀୟଙ୍କୁ ଗିରଫ କଲା ୟୁଏଇ 

March 16, 2026

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.