Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ଆସନ ବୁଝାମଣା ନେଇ ଏନ୍‌ସିପି -କଂଗ୍ରେସ ଆଲୋଚନା
ଆଜିର ଖବର

ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ଆସନ ବୁଝାମଣା ନେଇ ଏନ୍‌ସିପି -କଂଗ୍ରେସ ଆଲୋଚନା

July 17, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
sarad pawar quite in 2019 ls polls
sarad pawar quite in 2019 ls polls

ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ଆସନ ବୁଝାମଣା ପାଇଁ କଂଗ୍ରେସ ଏବଂ ଏନ୍‌ସିପି ମଧ୍ୟରେ ଆଲୋଚନା ହୋଇଛି। ଚଳିତ ଲୋକସଭା ନିର୍ବାଚନରେ ଉଭୟ ଦଳ ମଧ୍ୟରେ ବୁଝାମଣା ହୋଇଥିବା ବେଳେ ଉଭୟ ଦଳ ଖରାପ ପ୍ରଦର୍ଶନ କରିଥିଲେ। ଏହାପରେ ଉଭୟ ଦଳ ମଧ୍ୟରେ ମେଣ୍ଟ ନହେବା ନେଇ ଖବର ପ୍ରକାଶ ପାଇଥିଲା। ମାତ୍ର ବିଗତ ଦୁଇଟି ନିର୍ବାଚନର ଖରାପ ପ୍ରଦର୍ଶନ ଯୋଗୁଁ ଚଳିତ ବିଧାନସଭା ନିର୍ବାଚନରେ ଉଭୟ ଦଳ ସମାନ ସଂଖ୍ୟାର ଆସନରେ ପ୍ରତିଦ୍ବନ୍ଦିତା କରିବା ନେଇ ଉଭୟ ଦଳ ମଧ୍ୟରେ ଆଲୋଚନା ହୋଇଥିବା ନେଇ ଏନ୍‌ସିପି ପକ୍ଷରୁ କୁହାଯାଇଛି। ସୂଚନାାଯୋଗ୍ୟ ଯେ, ୨୦୧୯ରେ କଂଗ୍ରେସ ମାତ୍ର ଗୋଟିଏ ଆସନରେ ବିଜୟୀ ହୋଇଥିବା ବେଳେ ଏନ୍‌ସିପି ଚାରିଟି ଆସନରେ ବିଜୟୀ ହୋଇଥିଲା। ୨୦୧୪ ନିର୍ବାଚନରେ କଂଗ୍ରେସ ୨ଟି ଏବଂ ଏନ୍‌ସିପି ୪ଟି ଆସନରେ ବିଜୟୀ ହୋଇଥିଲା। ସର୍ବଦା କଂଗ୍ରେସ ଏନ୍‌ସିପି ଅପେକ୍ଷା ଅଧିକ ଆସନରେ ପ୍ରତିଦ୍ବନ୍ଦିତା କରିଥାଏ ମାତ୍ର ନିକଟରେ ସମାପିତ ନିର୍ବାଚନରେ ଏନ୍‌ସିପି ଭଲ ପ୍ରଦର୍ଶନ କରିଥିବାରୁ ଉଭୟ ଦଳ ସମାନ ସଂଖ୍ୟକ ଆସନରେ ପ୍ରତିଦ୍ବନ୍ଦିତା କରିବା ନେଇ ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର ଏହି ବୈଠକରେ ଦାବି କରିଛନ୍ତି। ମହାରାଷ୍ଟ୍ର ବିଧାନସଭାରେ ସମୁଦାୟ ୨୮୮ ଆସନ ରହିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଉପକୂଳ ସମୁଦ୍ରରେ ମାଛଧରା ନିଷେଧ

April 15, 2026

ବରଯାତ୍ରୀ ଗାଡ଼ି ଦୁର୍ଘଟଣା: ୧ ମୃତ, ୧୫ ଆହତ

April 15, 2026

ଆଜି ଶକ୍ତି ପ୍ରଦର୍ଶନ କରିବ ଓଡ଼ିଶା ଜନତା କଂଗ୍ରେସ

April 15, 2026

ସମ୍ବଲପୁର ଜିଲ୍ଲାରେ ୩୭୫ କୋଟିର ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ କେନ୍ଦ୍ରମନ୍ତ୍ରୀ

April 15, 2026
Latest News

ଉପକୂଳ ସମୁଦ୍ରରେ ମାଛଧରା ନିଷେଧ

April 15, 2026

ବରଯାତ୍ରୀ ଗାଡ଼ି ଦୁର୍ଘଟଣା: ୧ ମୃତ, ୧୫ ଆହତ

April 15, 2026

ଆଜି ଶକ୍ତି ପ୍ରଦର୍ଶନ କରିବ ଓଡ଼ିଶା ଜନତା କଂଗ୍ରେସ

April 15, 2026

ବଦଳୁଛି ପଶ୍ଚିମ ଏସିଆ ସ୍ଥିତି: ଦେଶରେ ଜାଳେଣି ଓ ଶକ୍ତି ସୁରକ୍ଷା ପାଇଁ ନିରନ୍ତର ଉଦ୍ୟମ ଜାରି

April 15, 2026

ସମ୍ବଲପୁର ଜିଲ୍ଲାରେ ୩୭୫ କୋଟିର ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ କେନ୍ଦ୍ରମନ୍ତ୍ରୀ

April 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.